କଶ୍ମୀର ନୁହେଁ, ଏବେ କେବଳ ପିଓକେ: ପାକିସ୍ତାନକୁ ରାଜନାଥଙ୍କ ଚରମବାଣୀ

କାଲ୍‌କା, ୧୯ା୮(ପି.ଟି./ଆଇଏଏନ୍‌ଏସ୍‌) :ଆତଙ୍କବାଦ ଉପରେ ଲଗାମ ନ ଲଗାଇବା ଯାଏ ପାକିସ୍ତାନ ସହ ଆଲୋଚନା ସମ୍ଭବ ନୁହେଁ। ଯଦି ଆଗକୁ କଥାବାର୍ତ୍ତା ହୁଏ ତାହା କେବଳ ପାକିସ୍ତାନ…

ସ୍ପୋଟର୍‌ସ କ୍ଲାଇମ୍ବିଂ ପ୍ରତି ଯୁବପିଢ଼ିଙ୍କ ଆକର୍ଷଣ ବଢ଼ୁଛି

ଭୁବନେଶ୍ୱର, ୧୯ା୮(କ୍ରୀଡ଼ା ପ୍ରତିନିଧି)- କଳିଙ୍ଗ ଷ୍ଟାଡିୟମ ପରିସରରେ ଥିବା ସ୍ପୋଟର୍‌ସ କ୍ଲାଇମ୍ବିଂ ହାଇପରଫର୍ମାନ୍ସ ସେଣ୍ଟର (ଏଚ୍‌ପିସି)ରେ ଗତ ଜୁଲାଇ ୨୬ରୁ ଚାଲିଥିବା ଟ୍ରେନିଂ ପ୍ରତି ଯୁବପିଢ଼ି ଆକୃଷ୍ଟ…

କୋଥାଜିତ୍‌ ଖେଳିଲେ ୨୦୦ତମ ମ୍ୟାଚ୍‌

ନୂଆଦିଲ୍ଲୀ, ୧୯ା୮- ଜାପାନର ଟୋକିଓଠାରେ ଚାଲିଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟରେ ରବିବାର କ୍ୟାରିୟରର ୨୦୦ତମ ଅନ୍ତର୍ଜାତୀୟ ମ୍ୟାଚ୍‌ ମାଇଲଖୁଣ୍ଟ ସ୍ପର୍ଶ କରିଛନ୍ତି ଭାରତର କୋଥାଜିତ୍‌…

ଅଭ୍ୟାସ ମ୍ୟାଚ୍‌: ୨୯୭/୫ରେ ଭାରତର ଇନିଂସ୍‌ ଘୋଷଣା ଓ୍ବେଷ୍ଟଇଣ୍ଡିଜ ‘ଏ’ ୧୮୧ରେ ସୀମିତ

ଆଣ୍ଟିଗୁଆ,୧୯ା୮- ସ୍ଥାନୀୟ କୁଲିଜ କ୍ରିକେଟ ଗ୍ରାଉଣ୍ଡରେ ଚାଲିଥିବା ୩ ଦିନିଆ ଅଭ୍ୟାସ ମ୍ୟାଚ୍‌ରେ ଓ୍ବେଷ୍ଟଇଣ୍ଡିଜ ଏ’ ପ୍ରଥମ ଇନିଂସ୍‌ରେ ୧୮୧ ରନ୍‌ କରି ଅଲ୍‌ଆଉଟ ହୋଇଛି। ଫଳରେ…

ଅନ୍ତିମ ଦିବସରେ ଖେଳିପାରିଲେନି: ସ୍ମିଥ୍‌ ଟେଷ୍ଟ ଇତିହାସରେ ମାର୍ନସ ପ୍ରଥମ ବଦଳ ଖେଳାଳି

ଲଣ୍ଡନ, ୧୯ା୮(ଏଏଫ୍‌ପି)- ସ୍ଥାନୀୟ ଲଡର୍‌ସ ଗ୍ରାଉଣ୍ଡରେ ଘରୋଇ ଇଂଲଣ୍ଡ ବିପକ୍ଷରେ ଅନୁଷ୍ଠିତ ଆଶେସ ସିରିଜର ୨ୟ ଟେଷ୍ଟ ମ୍ୟାଚ୍‌ର ୫ମ ଦିନ ଖେଳରୁ ବରିଷ୍ଠ ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ…

ଚୂଡ଼ାନ୍ତ କ୍ଲବ ତାଲିକା ବାଛିବ ୫ ଜଣିଆ କମିଟି ଓସିଏ ସଦସ୍ୟତା ନେଇ ପ୍ରକ୍ରିୟା ଆରମ୍ଭ

ଭୁବନେଶ୍ୱର, ୧୯ା୮ (ସ୍ପୋଟର୍‌ସ ବ୍ୟୁରୋ)- ଓଡ଼ିଶା କ୍ରିକେଟ୍‌ ଆସୋସିଏଶନ (ଓସିଏ)ର ନିର୍ବାଚନ ଆସନ୍ତା ମାସରେ ହେବାକୁ ଥିବାବେଳେ ଏହାକୁ ନେଇ ଏବେ ତତ୍ପରତା ପ୍ରକାଶ ପାଇଛି। ରାଜ୍ୟରେ…

ବିପଦସଙ୍କୁଳ ଅବସ୍ଥାରେ ଖଣ୍ଡିଆ ବନ୍ଧ ପୋଲ, ରାସ୍ତା

ଜେନାପୁର,୧୯ା୮(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ରେଳବାଇ ଲେବୁଲ କ୍ରସିଂ ନିକଟସ୍ଥ ଖଣ୍ଡିଆ ବନ୍ଧ ପୋଲ ଓ ରାସ୍ତା ବିପଦସଙ୍କୁଳ ଅବସ୍ଥା ରହିଛି। ଏହି ପୁରାତନ ପୋଲଟିର…

ଭାରତୀୟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ଧମକରେ ସତ୍ୟତା ନାହିଁ

ଆଣ୍ଟିଗୁଆ,୧୯ା୮(ପିଟି): ଭାରତୀୟ କ୍ରିକେଟ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ ହେବା ନେଇ ଧମକ ଦିଆଯାଇଥିଲା। ହେଲେ ଏଥିରେ କୌଣସି ସତ୍ୟତା ନ ଥିବା ଭାରତୀୟ କ୍ରିକେଟ କଣ୍ଟ୍ରୋଲ…

ସ୍ଲୁଇସ ଗେଟ୍‌ରେ ନାହିଁ ଲକ: କ୍ଷତିଗ୍ରସ୍ତ ହେଉଛନ୍ତି ଧାନଚାଷୀ

ଏରସମା,୧୯ା୮(ସ୍ବ.ପ୍ର.): ଏରସମା ବ୍ଲକ ଗଡ଼ବିଶୁନିପୁର ପଞ୍ଚାୟତସ୍ଥିତ ଆନନ୍ଦପୁର ସ୍ଲୁଇସ ଗେଟ୍‌କୁ ନେଇ ଗୋଷ୍ଠୀ ବିବାଦ ଦେଖାଦେଇଛି। ଏହି ସ୍ଲୁଇସ ଗେଟ୍‌ରେ ଥିବା ୫ଟି ଗେଟ୍‌ରେ ଲକ୍‌ ନ…

ଘେରିବନ୍ଧ କାଟିଦେଲା ତୈଳ ବିଶୋଧନାଗାର : ଧାନକ୍ଷେତରେ ଲହଡ଼ି ମାରୁଛି ପାଣି

ବାଲିକୁଦା,୧୯ା୮(ସ୍ବ.ପ୍ର.): ବାଲିକୁଦା ବ୍ଲକ ତଣ୍ଡିକୁଳ ପଞ୍ଚାୟତରେ ଏବେ କୃତ୍ରିମ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଛି। ଗତ ଖରାଦିନେ ପାରାଦୀପ ତୈଳ ବିଶୋଧନାଗାର ପାଇପ ଲାଇନ କାମ ବେଳେ…