ଡାଇବେଟିସ୍‌ ଓ ହାର୍ଟ ସମସ୍ୟାରୁ ମୁକ୍ତି ଦିଏ ଏହି ପାଣି

ସକାଳୁ ନିତ୍ୟକର୍ମ ପରେ ଅଧାଗ୍ଲାସେ ତ୍ରିଫଳା ପାଣି ପିଇଲେ ଶରୀରର ଅନେକ ଉପକାର ହୋଇଥାଏ। ହରିଡ଼ା, ବାହାଡ଼ା ଓ ଅଁଳାକୁ ଗୋଟା କିମ୍ବା ଚୂର୍ଣ୍ଣ କରି ରାତିରେ…

ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ: ଏମ୍ସରେ ପହଞ୍ଚିଲେ ମୋଦି

ନୂଆଦିଲ୍ଲୀ,୧୮।୮: ପୂର୍ବତନ କେନ୍ଦ୍ର ଅର୍ଥ ମନ୍ତ୍ରୀ ଅରୁଣ ଜେଟଲୀଙ୍କ ସ୍ବାସ୍ଥ୍ୟାବସ୍ଥା ସଙ୍କଟାପନ୍ନ ହୋଇପଡିଛି। ତାଙ୍କୁ ଭେଟିବା ପାଇଁ ଦିଲ୍ଲୀ ଏମ୍ସରେ ବହୁ ରାଜନେତାଙ୍କ ଭିଡ ଜମିଛି। ରବିବାର…

ଆତଙ୍କବାଦୀଙ୍କ ଟାର୍ଗେଟରେ ଜମ୍ମୁ-କଶ୍ମୀର:ପୁଣି ମୋବାଇଲ, ଇଣ୍ଟରନେଟ ସେବା ବନ୍ଦ

ଶ୍ରୀନଗର, ୧୮।୮: ଜମ୍ମୁ-କଶ୍ମୀରରେ ଆତଙ୍କବାଦୀ ଆକ୍ରମଣ ହେବାର ସୂଚନା ମିଳିବା ପରେ ପୁଣି ଥରେ ମୋବାଇଲ-ଇଣ୍ଟରନେଟ ସେବା ଉପରେ ରୋକ ଲଗାଇଛି ପ୍ରଶାସନ। ସୀମାରେ ପାକିସ୍ତାନ ବାରମ୍ବାର…

ଦକ୍ଷିଣ ଆଫ୍ରିକା ଟେଷ୍ଟ ଦଳରେ କ୍ଲାସେନ

ଜୋହାନ୍ସବର୍ଗ, ୧୮।୮ (ପି.ଟି.)- ଟେଷ୍ଟ ସିରିଜ ଖେଳିବା ଲାଗି ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳ ଆସନ୍ତା ଅକ୍ଟୋବରରେ ଭାରତ ଗସ୍ତ କରିବାର କାର୍ଯ୍ୟସୂଚୀ ରହିଛି। ଏଥିଲାଗି ଗତ…

ହିମା ଦାସଙ୍କୁ ସ୍ବର୍ଣ୍ଣ

ନୂଆଦିଲ୍ଲୀ, ୧୮।୮ (ପି.ଟି.)- ଚେକ୍‌ ରିପବ୍ଲିକରେ ଅନୁଷ୍ଠିତ ଆଥ୍‌ଲେଟିକି ମିଟିଙ୍କ ରିଟର୍‌ ଇଭେଣ୍ଟରେ ଶ୍ରେଷ୍ଠ ଭାରତୀୟ ସ୍ପ୍ରିଣ୍ଟର ହିମା ଦାସ ଓ ମହମ୍ମଦ ଆନସ ଯଥାକ୍ରମେ ୩୦୦…

ବନ୍ୟାରେ ୧୨ ପାନୀୟ ଜଳ ପ୍ରକଳ୍ପ କ୍ଷତିଗ୍ରସ୍ତ

ସୋନପୁର,୧୮।୮(ନି.ପ୍ର.):ଲଘୁଚାପ ଜନିତ ଲଗାଣ ବର୍ଷା ଓ ବନ୍ୟା ଯୋଗୁଁ ସୁବର୍ଣ୍ଣପୁର ଜିଲାରେ ବ୍ୟାପକ କ୍ଷତି ଘଟିଛି। ପାଣି ଜମି ରହିବା ଫଳରେ ହଜାର ହଜାର ଏକର ଚାଷ…

ବିଶ୍ୱ ଆଦିବାସୀ ଦିବସ ପାଳିତ: ଭାଷା,ସଂସ୍କୃତିର ସୁରକ୍ଷା ଉପରେ ଗୁରୁତ୍ୱ

ମୁରିବାହାଲ, ୧୮।୮ (ଡି.ଏନ.ଏ.):ବଲାଙ୍ଗୀର ଜିଲା ଆଦିବାସୀ କଲ୍ୟାଣ ସଂଘ ପକ୍ଷରୁ ମୁରିବାହାଲ ବ୍ଲକ ଆଦିବାସୀ ସଂଘ ପକ୍ଷରୁ ଜମିଦାରପଡାଠାରେ ରବିବାର ରାଜ୍ୟସ୍ତରୀୟ ବିଶ୍ୱ ଆଦିବାସୀ ଦିବସ ପାଳିତ…

ସମ୍ବଲପୁର ଏମ୍‌ପିଙ୍କ ଛେଣ୍ଡିପଦା ଅଞ୍ଚଳ ଗସ୍ତ

ଛେଣ୍ଡିପଦା,୧୮।୮(ସ୍ବ.ପ୍ର)-ଛେଣ୍ଡିପଦା ନିର୍ବାଚନ ମଣ୍ଡଳୀକୁ ରବିବାର ସମ୍ବଲପୁର ଏମପି ନିତେଶ ଗଙ୍ଗଦେବ ଗସ୍ତ କରିଛନ୍ତି। ପ୍ରଥମେ ସେ ଛେଣ୍ଡିପଦା ପୂର୍ତ୍ତ ବିଭାଗ ଡାକ ବଙ୍ଗଳାରେ ଆୟୋଜିତ ଦଳୀୟ ସଭାରେ…

ନରହନ୍ତା ଦନ୍ତାର ଉଗ୍ରରୂପ:୯ ଘର ଭାଙ୍ଗିଲା, ରାତିସାରା ବର୍ଷାରେ ଭିଜିଲେ କ୍ଷତିଗ୍ରସ୍ତ

ପରଜଙ୍ଗ, ୧୮।୮(ଡି.ଏନ୍‌.ଏ.)-ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଅଧୀନ ଡିହଡୋଳ ଫରେଷ୍ଟ ସେକ୍ସନରେ ନରହନ୍ତା ଦନ୍ତା ତାଣ୍ଡବ ଚରମ ସୀମାରେ ପହଞ୍ଚତ୍ଛି। ଦାନ୍ତ କଟାଯିବା ପରେ କିଛି ମାତ୍ରାରେ…

ପାନ ଦୋକାନରେ ନିଆଁ ଲଗାଇଲେ ଦୁର୍ବୃତ୍ତ

ଗୋପାଳପୁର,୧୮ା୮-ଗତ ୧୫ ଦିନରେ ଗୋଳନ୍ଥରା ଥାନା ରଣ୍ଢା, ଗୋବିନ୍ଦନଗର ଓ ଅଟୋନଗର ଅଞ୍ଚଳର ୩ ଦୋକାନ ଓ ଛତୁବାଡ଼ରେ ଦୁର୍ବୃତ୍ତମାନେ ନିଆଁ ଲଗାଇ ଚମ୍ପଟ ମାରିଛନ୍ତି। ଶନିବାର…