ପାକିସ୍ତାନକୁ ଭାରତର କଡା ଜବାବ

ରାଜୌରି,୧୮।୮:ଜମ୍ମୁ-କଶ୍ମୀରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ପାକିସ୍ତାନ ସରକାର ଓ ଏହାର ସେନା ଏକ ପ୍ରକାର ହଡବଡେଇ ଗଲେଣି। ଶନିବାର ଜମ୍ମୁ-କଶ୍ମୀରର ରାଜୌରିରେ ଅସ୍ତ୍ରବିରତି ଉଲ୍ଲଂଘନ କରିବା…

ବମ୍ବେରେ ନୀତି ଆୟୋଗର ଉଚ୍ଚ କ୍ଷମତାସମ୍ପନ୍ନ କମିଟି ବୈଠକ: ପ୍ରାଣୀପାଳନ, ମତ୍ସ୍ୟଚାଷ କ୍ଷେତ୍ରକୁ ବୀମାଭୁକ୍ତ କରାଯାଉ

ଭୁବନେଶ୍ୱର,୧୮।୮(ବ୍ୟୁରୋ): କୃଷି କ୍ଷେତ୍ରରେ ବ୍ୟାପକ ରୂପାନ୍ତରଣ ଆଣିବା ଆବଶ୍ୟକ। କୃଷି କ୍ଷେତ୍ରରେ କୃଷକମାନଙ୍କର ଦକ୍ଷତା ବୃଦ୍ଧି, କୃଷି ଓ କୃଷିଜାତ ଦ୍ରବ୍ୟର ପରିଚାଳନା, କୃଷି ବଜାର ସମ୍ବନ୍ଧୀୟ…

୧୯ରେ ଭଙ୍ଗାଯିବ ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା: ଆସିଲା କଣ୍ଟେନର; ଚାଲିବ ସୂଚନା କେନ୍ଦ୍ର, ପୋଲିସ ଫାଣ୍ଡି

ପୁରୀ ଅଫିସ,୧୮।୮: ମେଘନାଦ ପାଚେରି ଚତୁଃପାର୍ଶ୍ୱକୁ ମୁକ୍ତ ରଖିବା ଲାଗି ନିଷ୍ପତ୍ତି ନେଇଛି ଜିଲା ପ୍ରଶାସନ। ମେଘନାଦ ପାଚେରିକୁ ଲାଗି ରହିଥିବା ବେଆଇନ କୋଠା ଆସନ୍ତା ୧୯…

ଛତୁଆର ମାନ ବୃଦ୍ଧି ସହ ପୁଷ୍ଟିସାଧନ ଲକ୍ଷ୍ୟ: ‘ମୋ ଛତୁଆ’ ୱେବ୍‌ସାଇଟ୍‌, ଆପ୍‌ ଉନ୍ମୋଚିତ

ଭୁବନେଶ୍ୱର,୧୮।୮(ବ୍ୟୁରୋ):ସମନ୍ବିତ ଶିଶୁ ବିକାଶ ଯୋଜନାରେ ପରିପୂରକ ଖାଦ୍ୟ କାର୍ଯ୍ୟକ୍ରମରେ ଅଙ୍ଗନଓ୍ବାଡ଼ି କେନ୍ଦ୍ରଗୁଡ଼ିକରେ ଛତୁଆ ଯୋଗାଣ ବ୍ୟବସ୍ଥାରେ ଅଧିକ ସ୍ବଚ୍ଛତା ଏବଂ କ୍ରିୟାଶୀଳତା ଆଣିବା ଲକ୍ଷ୍ୟ ରଖାଯାଇଛି। ଏହିକ୍ରମରେ…

ଶ୍ରୀଲିଙ୍ଗରାଜ ମନ୍ଦିରର କୀର୍ତ୍ତିରାଜି ସତ୍ତା ହରାଇବାକୁ ମସୁଧା: ପୁଣି ସ୍ଥାପନ କରାଗଲାନି ବୃଷଭ

ପୁରୁଣା ଭୁବନେଶ୍ୱର,୧୮।୮(ଡି.ଏନ.ଏ.): ଏକାମ୍ର କ୍ଷେତ୍ରର ଅନେକ ପ୍ରାଚୀନ ମନ୍ଦିରର କୀର୍ତ୍ତିରାଜି ବିଭିନ୍ନ କାରଣରୁ ସତ୍ତା ହରାଉଛି। ଏହି ପରିପ୍ରେକ୍ଷୀରେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଏକ ବ୍ୟତିକ୍ରମରୁ ମନ୍ଦିରର ସୂକ୍ଷ୍ମ…

ବିଚ୍ଛିନ୍ନ ହୋଇ ରହିଛି ହିରିମୂଳ ଗାଁ: ଦାଣ୍ଡରେ ଦେଢ ଫୁଟ ପାଣି, ପିଲାଙ୍କ ପାଠପଢ଼ାରେ ଡୋରି

ଖୋର୍ଦ୍ଧା ଅଫିସ,୧୮।୮: ବନ୍ୟାଜଳ ହ୍ରାସ ପାଉଥିବାରୁ ପରିସ୍ଥିତିରେ ସୁଧାର ଆସୁଛି। ତେବେ ଓରବରସିଂ ପଞ୍ଚାୟତର ହିରିମୂଳ ଗାଁ ବିଚ୍ଛିନ୍ନ ହୋଇରହିଛି। ଗାଁ ଦାଣ୍ଡରେ ଦେଢ ଫୁଟ ପାଣି…

ବାତ୍ୟା ପରେ ବନ୍ୟାପାଣିର ଦୁଃଖ: ପାଣି ଘେରରେ ଏକାଧିକ ଗାଁ

ପୁରୀ ଅଫିସ, ୧୮।୮: ପ୍ରାକୃତିକ ଦୁର୍ବିପାକ ଉପକୂଳବର୍ତ୍ତୀ ପୁରୀ ଜିଲାର ପିଛା ଛାଡୁନି। ପ୍ରାୟ ପ୍ରତିବର୍ଷ ବିଭିନ୍ନ ପ୍ରକାର ପ୍ରାକୃତିକ ବିପର୍ଯ୍ୟୟର ସାମ୍ନା କରୁଥିବା ଜିଲାବାସୀ ଚଳିତବର୍ଷ…

ଓଡ଼ିଶୀ-ଭାରତନାଟ୍ୟମ୍‌ରେ ଦର୍ଶକ ବିଭୋର

ଭୁବନେଶ୍ୱର,୧୮।୮(ବ୍ୟୁରୋ): ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ସୃଜନ ନୃତ୍ୟାନୁଷ୍ଠାନ ପକ୍ଷରୁ ନିୟମିତ ହୋଇ ଆସୁଥିବା ଯୁବ ନୃତ୍ୟଶିଳ୍ପୀ ଉତ୍ସବ ‘ନବପଲ୍ଲବ’ କାର୍ଯ୍ୟକ୍ରମ ଶନିବାର ସନ୍ଧ୍ୟାରେ ଅନୁଷ୍ଠିତ ହୋଇଯାଇଛି।…

ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ଉଚ୍ଛେଦ ପ୍ରସଙ୍ଗ: ବିରୋଧ ଯେତିକି, ସ୍ବାଗତ ସେତିକି

ପୁରୀ ଅଫିସ,୧୮।୮: ରାଜ୍ୟ ସରକାରଙ୍କ ଫୋକସରେ ପୁରୀ। ନିକଟରେ ପୁରୀ ସହରର ବିକାଶ ପାଇଁ ୨୬୫ କୋଟି ଟଙ୍କାର ପ୍ରକଳ୍ପ ଘୋଷଣା କରିବା ପରେ ପରେ ଏବେ…

ନନ୍ଦନକାନନରେ ଅଣ୍ଡିରା ଧୂସର ଗଧିଆ ମୃତ

ବାରଙ୍ଗ,୧୮।୮(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରେ ବୁଧବାର ଏକ ନୀଳଗିରି ବାନର ଛୁଆ ମୃତ୍ୟୁ କରିଥିବାର ଦୁଇଦିନ ନ ପୂରୁଣୁ ଶନିବାର ଭୋରୁ ଏକ ଅଣ୍ଡିରା ଧୂସର ଗଧିଆ…