ଗ୍ରହଣ ହେଲାନି ଇସ୍ତଫା: ଗଗନ ଧଳ ଓଏଫ୍‌ଡିସି ଅଧ୍ୟକ୍ଷ

ଭୁବନେଶ୍ୱର,୧୮।୮(ବ୍ୟୁରୋ): ରାଜ୍ୟ ସରକାର ପ୍ରଶାସନର ଶୀର୍ଷସ୍ତରରେ ଶନିବାର ଅଦଳବଦଳ କରିଛନ୍ତିି। କୃଷି ଉତ୍ପାଦନ କମିଶନର(ଏପିସି)ଥିବା ଗଗନ ଧଳଙ୍କୁ ଓଡ଼ିଶା ବନ ଉନ୍ନୟନ ନିଗମ ଲିଃ(ଓଏଫ୍‌ଡିସି) ଅଧ୍ୟକ୍ଷ ଭାବେ…

ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର: ୧୧ ଦୃଷ୍ଟିଶକ୍ତି ହରାଇଲେ

ଭୋପାଳ,୧୮ା୮(ଆଇଏଏନ୍‌ଏସ୍‌): ଇନ୍ଦୋର ଆଇ ହସ୍ପିଟାଲ୍‌ରେ ତ୍ରୁଟିପୂର୍ଣ୍ଣ ଅସ୍ତ୍ରୋପଚାର ଯୋଗୁ ୧୧ ଜଣ ଦୃଷ୍ଟିଶକ୍ତି ହରାଇଛନ୍ତି। ହସ୍ପିଟାଲ କର୍ତ୍ତୃପକ୍ଷ ଉକ୍ତ ଅସ୍ତ୍ରୋପଚାର କକ୍ଷକୁ ସିଲ୍‌ କରିଦେବା ସହ ଘଟଣାର…

ଠେଲାପେଲା କରିବା ଯୋଗୁ ମହିଳାଙ୍କ ଗର୍ଭପାତ ହୋଇଥିବା ଅଭିଯୋଗ: ସୁନ୍ଦରଗଡ଼ ଏସ୍‌ପିଙ୍କ ନାଁରେ ମାମଲା

ସୁନ୍ଦରଗଡ଼, ୧୮।୮ (ଡି.ଏନ୍‌.ଏ): ସୁନ୍ଦରଗଡ଼ ଜିଲା ହେମଗିର ଥାନା ଅନ୍ତର୍ଗତ କନିକା ଗ୍ରାମରେ ଜୁଲାଇ ୪ରେ ଏକ ଦୁର୍ଘଟଣାକୁ କେନ୍ଦ୍ରକରି ଗ୍ରାମବାସୀ ଓ ପୋଲିସ ମଧ୍ୟରେ ଆରମ୍ଭ…

ରାମଚଣ୍ଡୀଙ୍କ କୋଶଳା ଯାତ୍ରା ଆରମ୍ଭ

ଛେଣ୍ଡିପଦା,୧୮।୮ (ସ୍ବ.ପ୍ର./ଡି.ଏନ.ଏ.) ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକ କୋଶଳାର ଅଧିଷ୍ଠାତ୍ରୀ ଦେବୀ ମା’ ରାମଚଣ୍ଡୀଙ୍କ ଐତିହାସିକ କୋଶଳା ଯାତ୍ରା ଶନିବାର ଆରମ୍ଭ ହୋଇଛି। ମନ୍ଦିର ଟ୍ରଷ୍ଟ ବୋର୍ଡ ସଭାପତି…

ବାହ୍ୟ ମଳମୁକ୍ତ ପଞ୍ଚାୟତ ସୁନ୍ଦରିଆ: ପାଇଖାନା ନିର୍ମାଣରେ ବ୍ୟାପକ ଦୁର୍ନୀତି

ଯାଜପୁର ଅଫିସ,୧୮।୮-ଯାଜପୁର ଜିଲାରେ ପାଇଖାନା ନିର୍ମାଣରେ ବ୍ୟାପକ ଅନିୟମିତତା ସଂକ୍ରାନ୍ତରେ ଓଡିଶା ଲୋକାୟୁକ୍ତ ଆଇନ ଧାରା ୨୦ରେ ପ୍ରଥମ କରି ଏକ ମାମଲା ଦାଏର ହୋଇଛି। ଶନିବାର…

ଆଇଆଇଏମ୍‌ସି ପ୍ରତିଷ୍ଠା ଦିବସ: ଜାତୀୟତାବାଦ ସୃଷ୍ଟିରେ ଖବରକାଗଜ ଭୂମିକା ଗୁରୁତ୍ୱପୂର୍ଣ୍ଣ

ଢେଙ୍କାନାଳ ଅଫିସ, ୧୮।୮:  ପରାଧୀନ ଭାରତର ଜନତାଙ୍କ ମଧ୍ୟରେ ଜାତୀୟତାବାଦ ସୃଷ୍ଟି କରିବାରେ ଆଞ୍ଚଳିକ ଭାଷାଭାଷୀ ଖବରକାଗଜ ଗୁରୁତ୍ୱପୂର୍ଣ୍ଣ ଭୂମିକା ତୁଲାଇଥିଲେ। ସେତେବେଳେ ଖବରକାଗଜଗୁଡ଼ିକ ବ୍ରିଟିଶ ଶାସନ ବିରୋଧରେ…

ଭୁଟାନ ଗସ୍ତରେ ପ୍ରଧାନମନ୍ତ୍ରୀ: ୧୦ ଏମ୍‌ଓୟୁ ସ୍ବାକ୍ଷର

ଥିମ୍ଫୁ,୧୮ା୮(ପି.ଟି.): ଭୁଟାନ ଗସ୍ତରେ ଯାଇଥିବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବିଭିନ୍ନ କ୍ଷେତ୍ରରେ ଦ୍ୱିପାକ୍ଷିକ ସମ୍ପର୍କ ବୃଦ୍ଧି ନେଇ ତାଙ୍କ ପ୍ରତିପକ୍ଷ ଲୋଟେ ଶେରିଙ୍ଗ୍‌ଙ୍କ ସହ ଆଲୋଚନା କରିଛନ୍ତି।…

ଜନଧନ ଆକାଉଣ୍ଟରେ ଜମା ୧ ଲକ୍ଷ କୋଟି ଟପିଲା

ନୂଆଦିଲ୍ଲୀ,୧୮-୮: ସମାଜର ଗରିବ ଶ୍ରେଣୀ ନିକଟରେ ବ୍ୟାଙ୍କକୁ ପହଞ୍ଚାଇବା ଲାଗି ୫ ବର୍ଷ ପୂର୍ବେ ଏନ୍‌ଡିଏ ସରକାର ଆରମ୍ଭ କରିଥିଲେ ପ୍ରଧାନମନ୍ତ୍ରୀ ଜନଧନ ଯୋଜନା। ଏବେ ଏହି…

ଜନବସତିରେ ଦନ୍ତା ଦୌରାତ୍ମ୍ୟ

ପରଜଙ୍ଗ, ୧୮।୮(ଡି.ଏନ୍‌.ଏ.)  ଢେଙ୍କାନାଳ ବନଖଣ୍ଡ ମହାବିରୋଡ ରେଞ୍ଜ ଡିହଡୋଳ ଫରେଷ୍ଟ ସେକ୍ସନରେ ଦାନ୍ତ କଟାଯାଇଥିବା ଦନ୍ତା ହିଂସ୍ର ହୋଇଉଠିଛି। ଜନବସତିରେ ପଶି ହାତୀ ଦୌରାତ୍ମ୍ୟ ସୃଷ୍ଟି କରୁଛି। ସମ୍ମୁଖରେ…

୨୨ ଗ୍ରାମ୍‌ ବ୍ରାଉନ୍‌ସୁଗାର ଜବତ, ୨ ଅଭିଯୁକ୍ତ ଗିରଫ

ଢେଙ୍କାନାଳ ଅଫିସ, ୧୮।୮: ଢେଙ୍କାନାଳରେ କାୟା ବିସ୍ତାର କଲାଣି ଧଳା ଜହର ଚେର। ଶନିବାର ସ୍ଥାନୀୟ ବାଜିଚୌକଠାରୁ ଅବକାରୀ ବିଭାଗ ଏବଂ ଟାଉନ ଥାନା ପୋଲିସ ଚଢ଼ାଉ କରି…