ନୂଆଦିଲ୍ଲୀ,୧୮ା୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ରାଷ୍ଟ୍ରପତିଙ୍କ ନିର୍ଦ୍ଦେଶନାମା ବଳରେ ଉଚ୍ଛେଦ କରାଯାଇଥିବାରୁ ଏହାକୁ ସୁପ୍ରିମକୋର୍ଟରେ ଚ୍ୟାଲେଞ୍ଜ କରାଯାଇଛି। କେତେଜଣ ଅବସରପ୍ରାପ୍ତ…
କୋଟଗଡ଼,୧୮ା୮ (ଡି.ଏନ୍.ଏ): ଏକ ହତ୍ୟା ମାମଲାର ବିଚାର କରି ବାଲିଗୁଡ଼ା ଅତିରିକ୍ତ ଦୌରାଜଜ୍ ଅରବିନ୍ଦ ପଟ୍ଟନାୟକ ଶନିବାର ଅଭିଯୁକ୍ତ ଗାଗାରୀନ ନାୟକଙ୍କୁ ଆଜୀବନ କାରାଦଣ୍ଡରେ ଦଣ୍ଡିତ କରିଛନ୍ତି।…
ତାଳଚେର,୧୮ା୮(ନି.ପ୍ର.) ତାଳଚେର ସମନ୍ବିତ ଶିଶୁ ବିକାଶ ପ୍ରକଳ୍ପରେ କଣ୍ଟିଜେନ୍ସି ବାବଦ ଅର୍ଥ ହେରଫେର ଘଟଣାର ତଦନ୍ତ କରବିାକୁ ଉପଜିଲାପାଳ ନିର୍ଦ୍ଦେଶ ଦେଇଛନ୍ତି। କଣ୍ଟିଜେନ୍ସି ଅର୍ଥ ହଡପ, ଇସିସିଇ ଟ୍ରେନିଂ…
କଳିଙ୍ଗନଗର,୧୮।୮(ଡି.ଏନ.ଏ)- ଶ୍ୱଶୁର ଘରକୁ ବୁଲିବାକୁ ଆସି ଗାଡ଼ି ବ୍ୟାଟେରୀ ଓ ଯନ୍ତ୍ରାଂଶ ଚୋରି କରୁଥିବାବେଳେ ଧରାପଡ଼ି ଯଖପୁରା ପୋଲିସ ଦ୍ୱାରା କୋର୍ଟଚାଲାଣ ହୋଇଛନ୍ତି ଜ୍ୱାଇଁ। ଏଭଳି ଘଟଣା…
କୋଟଗଡ଼,୧୮ା୮(ଡି.ଏନ.ଏ.)-କୋଟଗଡ ବ୍ଲକ ସଦର ମହକୁମାଠାରୁ ସାରତୁଲ ପଞ୍ଚାୟତ ପାଙ୍ଗାଲପଦର ଗାଁ ୧୨ କି.ମି ଦୂର। ଗତ ଲଗାଣ ବର୍ଷାରେ ଗାଁକୁ ଯାଇଥିବା ରାସ୍ତା ଧୋଇଯିବା ସହ ମାଟି…
ଢେଙ୍କାନାଳ ଅଫିସ, ୧୮।୮: ଢେଙ୍କାନାଳ ନିୟନ୍ତ୍ରିତ ବଜାର କମିଟି ପକ୍ଷରୁ ସ୍ଥାନୀୟ କୈବଲ୍ୟ ବଜାରରେ ୮୫ଲକ୍ଷ ଟଙ୍କା ବ୍ୟୟରେ ନିର୍ମିତ କୃଷକ ବଜାର ଦୋକାନ ଘର ଆବଣ୍ଟନ କରାଯିବ।…
ଶ୍ରୀନଗର/ଜମ୍ମୁ,୧୮ା୮(ପି.ଟି.): କଶ୍ମୀର ଉପତ୍ୟକା ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି। କେତେକ ଅଞ୍ଚଳରେ ଜନସାଧାରଣଙ୍କ ଚଳପ୍ରଚଳ ଉପରେ ରହିଥିବା କଟକଣାକୁ ଶନିବାର କୋହଳ କରିଦିଆଯାଇଛି। ଏଥିସହିତ ବିଭିନ୍ନ…
ଭଞ୍ଜନଗର,୧୮।୮(ଡି.ଏନ.ଏ)-ବ୍ରହ୍ମପୁର ଭାୟା ଭଞ୍ଜନଗର ସମ୍ବଲପୁର ରେଳଲାଇନ ପାଇଁ ଭଞ୍ଜନଗର ବାର୍ ଆସୋସିଏଶନ ବିଭିନ୍ନସ୍ତରରେ ଦାବି ଉଠାଉଛି। ବାର୍ ଆସୋସିଏଶନ କର୍ମକର୍ତ୍ତା କିଛିଦିନ ପୂର୍ବେ ବ୍ରହ୍ମପୁର ଏମ୍ପି ଚନ୍ଦ୍ରଶେଖର…
ନୂଆଦିଲ୍ଲୀ,୧୮-୮: ଲୋକପ୍ରିୟ କଫି ଚେନ୍ କ୍ୟାଫେ କଫି ଡେ(ସିସିଡି)ର ବକେୟା ଋଣ ଭାର ୧ ହଜାର କୋଟି ଟଙ୍କାକୁ ଖସି ଆସିବ ବୋଲି ଏହାକୁ ପରିଚାଳନା କରୁଥିବା…
ଛତ୍ରପୁର,୧୮ା୮(ଡି.ଏନ.ଏ)-ଛତ୍ରପୁର ବ୍ଲକର ସମସ୍ତ ସରକାରୀ ସ୍କୁଲରେ କାର୍ଯ୍ୟରତ ଜୁନିୟର, ପ୍ରାଥମିକ ଶିକ୍ଷକଙ୍କ ଜାତି ଓ ମାଇଗ୍ରେଶନ ପ୍ରମାଣପାତ୍ରର ଯାଞ୍ଚ ଶନିବାରଠାରୁ ଆରମ୍ଭ ହୋଇଛି। ବ୍ଲକ ଶିକ୍ଷା ଅଧିକାରୀଙ୍କ…