ସାପ କାମୁଡ଼ାରେ ଛାତ୍ରୀଙ୍କ ମୃତ୍ୟୁ

ଭଦ୍ରକ ଅଫିସ, ୧୭।୮ - ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମୌସୁଧା ଗ୍ରାମର କଲେଜ ପଢୁଆ ଛାତ୍ରୀ ରୀନାରାଣୀ ନାୟକଙ୍କର ଶନିବାର ସାପ କାମୁଡ଼ାରେ ମୃତ୍ୟୁ…

ମାଲବାହୀ ଟେନ୍‌ ଧକ୍କାରେ ମହିଳାଙ୍କ ଜୀବନ ଗଲା

କୋରାପୁଟ,୧୭।୮(ସ୍ବ.ପ୍ର.) : କୋରାପୁଟ ଟାଉନ ଥାନା ଅନ୍ତର୍ଗତ ଡୁମୁରିପୁଟ ରେଳ ଷ୍ଟେଶନରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଏକ ମାଲବାହୀ ଟ୍ରେନ ଧକ୍କାରେ ଜଣେ ମହିଳାଙ୍କ…

ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ : ଯୌତୁକଜନିତ ହତ୍ୟା ଅଭିଯୋଗ

କାମାକ୍ଷାନଗର, ୧୭।୮(ଡି.ଏନ.ଏ.): ଢେଙ୍କାନାଳ ଜିଲା କାମାକ୍ଷାନଗର ଥାନା ଅନ୍ତର୍ଗତ ଅନନ୍ତପୁର ଲେକ୍‌ଚର୍ସ କଲୋନୀରେ ଭଡ଼ାଘରେ ରହୁଥିବା ଜଣେ ନବବିବାହିତାଙ୍କ ଶୁକ୍ରବାର ରାତିରେ ସନ୍ଦେହଜନକ ଅବସ୍ଥାରେ ମୃତ୍ୟୁ ଘଟିଛି।…

ଯେଉଁଠି ଫୁଲ ତୋଡା ଧରିଲେ ଖୁବ୍‌ଶୀଘ୍ର ହୁଏ ବିବାହ

ବିବାହକୁ ନେଇ ରହିଛି ଭିନ୍ନ ଭିନ୍ନ ପରମ୍ପରା। ଚାଇନାରେ ଥିବା ଏକ ଅଜବ ପରମ୍ପରା ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରୁଥିଲେ ମଧ୍ୟ ଏମିତି ପରମ୍ପରାରେ ଲୋକେ ଭାଗ ନେବାକୁ…

ଫେରିଲେ ଧୋନୀ

ନୂଆଦିଲ୍ଲୀ,୧୭।୮- ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଜମ୍ମୁ-କଶ୍ମୀରରେ ୨ ସପ୍ତାହ ଧରି ଆର୍ମି ଯବାନଙ୍କ ସହ ଟ୍ରେନିଂ ଓ ଡ୍ୟୁଟି କରିବା ପରେ ନୂଆଦିଲ୍ଲୀ ଫେରିଛନ୍ତି।…

ଲାରାଙ୍କ ବାସଭବନରେ ରାତ୍ରଭୋଜନ କଲା ଭାରତୀୟ ଦଳ

ତ୍ରିନିଦାଦ୍‌ ଆଣ୍ଡ୍‌ ଟବାଗୋ,୧୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ଦିନିକିଆ ସିରିଜ୍‌ ଶେଷହେବା ପରେ ଆଗାମୀ ଟେଷ୍ଟ ସିରିଜ ପୂର୍ବରୁ ଭାରତୀୟ କ୍ରିକେଟରମାନେ ବିରତି ନେଇଛନ୍ତି। ରୋହିତ ଶର୍ମା, ଶିଖର…

ଚାଷୀଙ୍କ ଲାଗି ୬ ପ୍ରସ୍ତାବ ଦେଇଛି ରାଜ୍ୟ: ମନ୍ତ୍ରୀ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଦିଲ୍ଲୀ ନୀତି ଆୟୋଗ ବୈଠକରେ କୃଷକର ଅଧିକାର ଓ ଉନ୍ନତି ଦିଗରେ ଓଡ଼ିଶା ୬ଟି ପ୍ରସ୍ତାବ ଦେଇଛି। କୃଷିମନ୍ତ୍ରୀ ଅରୁଣ ସାହୁ ବୈଠକରୁ ଫେରିବା ପରେ…

ମା’ ମୋବାଇଲ ଛଡ଼ାଇ ନେବାରୁ ଝିଅ ସ୍ମାର୍ଟ ଫ୍ରିଜ୍‌ରୁ ପଠାଇଲେ ମେସେଜ୍‌, ମୁଁ ତୁମ ସମସ୍ତଙ୍କୁ ଛାଡ଼ି ଚାଲିଯାଉଛି

ଆଜିର ଟେକ୍ନୋଲୋଜି ଯୁଗରେ ମୋବାଇଲର ବହୁଳ ବ୍ୟବହାର କରାଯାଉଛି। ବିନା ସ୍ମାର୍ଟଫୋନ୍‌ରେ ସମସ୍ତ କାମ ଯେପରି ଅଧୁରା। ଲୋକଙ୍କ ଧ୍ୟାନ ସବୁବେଳେ ଫୋନ୍‌ ଉପରେ ରହୁଛି। ଏମିତି…

ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ: ଅଲିମ୍ପିକ୍ସ ପାରାଟ୍ରାଇଥଲନ ଟେଷ୍ଟ ବାତିଲ

ଟୋକିଓ,୧୭।୮(ଏଏଫ୍‌ପି): ଟୋକିଓ ଅଲିମ୍ପିକ୍ସର ପାରାଟ୍ରାଇଥଲନର ଟେଷ୍ଟ ଇଭେଣ୍ଟର ସନ୍ତରଣ ରାଉଣ୍ଡ ଶନିବାର ବାତିଲ କରାଯାଇଛି। ଯେଉଁଠାରେ ସନ୍ତରଣ ଇଭେଣ୍ଟ ହେବାକୁ ଥିଲା, ସେଠାକାର ପାଣିରେ ଅତ୍ୟଧିକ ବ୍ୟାକ୍ଟେରିଆ…

ଆଇନଜୀବୀଙ୍କୁ ପିସ୍ତଲ ଦେଖାଇ ଟଙ୍କା ମାଗିବା,ହତ୍ୟା ଧମକ ଘଟଣା :୪ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ

ନବରଙ୍ଗପୁର,୧୭।୮(ବି.ପ୍ର.): ଜଣେ ଆଇନଜୀବୀଙ୍କ ଛାତିରେ ପିସ୍ତଲ ଲଗାଇ ହତ୍ୟା ଧମକ ଓ ଟଙ୍କା ଆଦାୟ କରିବା ଘଟଣାରେ ନବରଙ୍ଗପୁର ପୋଲିସ ୪ ଅଭିଯୁକ୍ତଙ୍କୁ ଗିରଫ କରି କୋର୍ଟ…