‘ଧରିତ୍ରୀ’ ପ୍ରଭାବ: ଖବର ପ୍ରକାଶନ ପରେ ଲୁଣାବନ୍ଧ ଘାଇ ମରାମତି ଆରମ୍ଭ

କାକଟପୁର,୧୭।୮(ଡି.ଏନ୍‌.ଏ.): ପୁରୀ ଜିଲା କାକଟପୁର ଓ ଅସ୍ତରଙ୍ଗ ବ୍ଲକ ଅଞ୍ଚଳ ଦେଇ ପ୍ରବାହିତ ଦେବୀ ନଦୀରେ ବନ୍ୟାଜଳ ବୃଦ୍ଧି ପାଇବାରେ ଲାଗିଛି। ଶୁକ୍ରବାର ଲୁଣାବନ୍ଧର ଚତୁରା ଘେରି…

ଗାନ୍ଧୀ ଜୟନ୍ତୀରୁ କର୍କଟରୋଗୀଙ୍କୁ ଉପଶମ ଚିକିତ୍ସା

ଭୁବନେଶ୍ୱର,୧୭।୮(ବ୍ୟୁରୋ): ଆସନ୍ତା ଗାନ୍ଧୀ ଜୟନ୍ତୀରୁ କର୍କଟ ରୋଗୀଙ୍କୁ ରାଜ୍ୟ ସରକାର ଜିଲାସ୍ତରରେ ଉପଶମ ଚିକିତ୍ସା ଯୋଗାଇଦେବେ। ପ୍ରଥମ ପର୍ଯ୍ୟାୟରେ କ୍ୟାପିଟାଲ ହସ୍ପିଟାଲ ସମେତ ୭ଟି ଜିଲାରେ ଏହି…

ରସୁଲଗଡ଼ ଛକରେ ଯୁବକଙ୍କ ଦାଦାଗିରି: ବନ୍ଧୁକ ଦେଖାଇ ଡରାଇଲେ, କାବୁ କଲା ପୋଲିସ

ଭୁବନେଶ୍ୱର,୧୭।୮(ବ୍ୟୁରୋ): ମଞ୍ଚେଶ୍ୱର ଥାନା ରସୁଲଗଡ଼ ଛକରେ ଶନିବାର ଜଣେ ଯୁବକଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଗାଡ଼ି ଓଭରଟେକ କରିବାକୁ ନେଇ ଦୁଇ ଚାଳକଙ୍କ ମଧ୍ୟରେ କିଛି ସମୟ…

ମା’ ହେବାକୁ ଯାଉଛନ୍ତି ଦୀପିକା !

ମୁମ୍ବାଇ: ମା’ ହେବାକୁ ଯାଉଛନ୍ତି ବଲିଉଡ୍‌ ଡିଭା ଦୀପିକା ପାଦ୍ୟୁକୋନ। କଥାଟି ଆମେ କହୁନାହୁଁ, ବରଂ ଏବେ ଏପରି କିଛି ଚର୍ଚ୍ଚା ହେଉଛି। ନିକଟରେ ରଣବୀର ସିଂହ…

ଭିଜିଲାନ୍ସ ହାତରେ ମାଲକାନଗିରି ଜିଲା ଯୋଗାଣ ଅଧିକାରୀ

ଜୟପୁର, ୧୭।୮(ନି.ପ୍ର.): ମାଲକାନଗିରି ଜିଲା ଯୋଗାଣ ଅଧିକାରୀ ଅଭିମନ୍ୟୁ ମହାନ୍ତି ଶନିବାର ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଖବର ଲେଖାଯିବା ସୁଦ୍ଧା କାଗଜ ପତ୍ର ଯାଞ୍ଚ କରାଯାଉଥିବା ଯୋଗୁ…

ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

କେନ୍ଦୁଝର,୧୭।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଚମ୍ପୁଆ ଥାନା ଅଞ୍ଚଳରୁ ନିଖୋଜ ବ୍ୟକ୍ତି ସଞ୍ଜୟ ସାହୁଙ୍କ ମୃତଦେହ ଶନିବାର ପୋଲିସ ତଡୁଆ ବାହାଳି ଜଙ୍ଗଲରୁ ଉଦ୍ଧାର କରିଛି। ପ୍ରକାଶ ଯେ,…

ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଦିଆଯିବ ଉଚିତ ଶିକ୍ଷା: ଆଇନମନ୍ତ୍ରୀ

ନୂଆଦିଲ୍ଲୀ,୧୭।୮: ସୀମାରେ ପାକିସ୍ତାନ ଯୋଗୁ ଉତ୍ତେଜନା ବୃଦ୍ଧି ପାଇଛି। ତେବେ ଆବଶ୍ୟକ ପଡ଼ିଲେ ପାକିସ୍ତାନକୁ ଉଚିତ ଶିକ୍ଷା ଦିଆଯିବ ବୋଲି ଆଇନମନ୍ତ୍ରୀ ରବିଶଙ୍କର ପ୍ରସାଦ କହିଛନ୍ତି। ନାଗପୁରରେ…

ଶାସ୍ତ୍ରୀଙ୍କ ସ୍ବତନ୍ତ୍ର ଅନୁରୋଧ

ମୁମ୍ବାଇ,୧୭।୮: ପୂର୍ବତନ କ୍ରିକେଟର ରବି ଶାସ୍ତ୍ରୀଙ୍କୁ ପୁଣି ଥରେ ଭାରତୀୟ ଦଳର କୋଚ୍‌ ନିଯୁକ୍ତ କରାଯାଇଛି। ତାଙ୍କୁ ୨୦୨୧ ଟି୨୦ ବିଶ୍ୱକପ୍‌ ପର୍ଯ୍ୟନ୍ତ ଦଳର ଦାୟିତ୍ୱ ଦିଆଯାଇଛି।…

ଧରାକୋଟ ବ୍ଲକରେ ଅଜଣା ଜନ୍ତୁ ଆତଙ୍କ, ୩୫ ଛେଳି ମୃତ

ଧରାକୋଟ,୧୭।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଧରାକୋଟ ବ୍ଲକ ତଉଗାଁ ପଞ୍ଚାୟତ ଅନ୍ତର୍ଗତ ବାହାଡ଼ାଗୁଡ଼ା ଗ୍ରାମରେ ଅଜଣା ଜନ୍ତୁ ଆତଙ୍କ ଦେଖାଯାଇଛି। ଶୁକ୍ରବାର ଅଜଣା ଜନ୍ତୁ ଆକ୍ରମଣରେ ଗ୍ରାମର ଗଙ୍ଗା…

ବଲାଙ୍ଗୀର ଏମ୍‌ପି ସଙ୍ଗୀତା ସିଂଦେଓଙ୍କୁ ବିରୋଧ

ବଲାଙ୍ଗୀର ଅଫିସ, ୧୭।୮: ବଲାଙ୍ଗୀର ଏମ୍‌ପି ସଙ୍ଗୀତା କୁମାରୀ ସିଂଦେଓଙ୍କୁ ବଲାଙ୍ଗୀରରେ ସମାଜକର୍ମୀ ଲଳିତ କୁମାର ନାୟକ ଓ ତାଙ୍କ ସମର୍ଥକମାନେ ଶନିବାର ବିରୋଧ କରିଛନ୍ତି। କେନ୍ଦ୍ରମନ୍ତ୍ରୀ…