ମସ୍କୋ, ୧୭ା୮(ପି.ଟି.): ରୁଷିଆର ୟୁରାଲ ଏୟାରଲାଇନ୍ସ ଏ୩୨୧ ବିମାନ ୨୨୬ ଯାତ୍ରୀ ଓ ୭ କର୍ମଚାରୀଙ୍କୁ ନେଇ ଗୁରୁବାର ମସ୍କୋର ଝୁକୋଭସ୍କାୟା ବିମାନବନ୍ଦରରୁ କ୍ରିମିଆ ଅଭିମୁଖେ ଉଡ଼ାଣ ଆରମ୍ଭ…
ଜୟପୁର,୧୭ା୮: ବହୁଚର୍ଚ୍ଚିତ ପେହଲୁ ଖାନ୍ ଭିଡ଼ହିଂସା ମାମଲାରେ ତଳକୋର୍ଟ ସମସ୍ତ ୬ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଦେବା ଘଟଣାକୁ ନେଇ ବିଭିନ୍ନ ମହଲରେ ପ୍ରତିକ୍ରିୟା ପ୍ରକାଶ ପାଇବା ପରେ…
କୋଲକାତା, ୧୭ା୮(ପି.ଟି.): ସାରଦା ଚିଟ୍ଫଣ୍ଡ ଦୁର୍ନୀତି ମାମଲାରେ ପଶ୍ଚିମବଙ୍ଗର ମନ୍ତ୍ରୀ ତଥା ଟିଏମ୍ସି ମହାସଚିବ ପାର୍ଥ ଚାଟାର୍ଜୀଙ୍କୁ ସିବିଆଇ ସମନ ଜାରିକରିଛି। ସିବିଆଇ କାର୍ଯ୍ୟାଳୟରେ ବ୍ୟକ୍ତିଗତ ହାଜର…
କଲମ୍ବୋ, ୧୭ା୮: ହାଡ଼ କଙ୍କାଳ ଦେଖାଯାଉଥିବା ଏକ ୭୦ ବର୍ଷୀୟ ରୁଗ୍ଣ ହାତୀକୁ ଶ୍ରୀଲଙ୍କାରେ ଚଲାଇ ଚଲାଇ ମାରିଦେଇଥିବା ଜଣାପଡ଼ିଛି। ଏକ ବଡ ବୌଦ୍ଧ ମହୋତ୍ସବରେ ହାତୀଟିକୁ ପରେଡ୍…
ନୂଆଦିଲ୍ଲୀ,୧୭ା୮, (ପି.ଟି./ଆଇଏଏନ୍ଏସ୍): ଭାରତର ୭୩ତମ ସ୍ବାଧୀନତା ଦିବସ ଗୁରୁବାର ଦେଶବ୍ୟାପୀ ପାଳିତ ହୋଇଯାଇଛି। ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ରମାଗତ ଷଷ୍ଠଥର ପାଇଁ ତ୍ରିରଙ୍ଗା ଉତ୍ତୋଳନ କରି…
ଢେଙ୍କାନାଳ ଅଫିସ, ୧୭।୮ - ଏଭରେଷ୍ଟ ବିଜୟିନୀ କଳ୍ପନା ଦାଶଙ୍କ ସ୍ମୃତିରକ୍ଷା ଉଦ୍ଦେଶ୍ୟରେ ଢେଙ୍କାନାଳରୁ ଭୁବନେଶ୍ୱର ଦୌଡ଼ିଛନ୍ତି ସିଦ୍ଧାର୍ଥଶଙ୍କର ଦାସ। ଭାରତୀୟ ସେନାବାହିନୀରେ କାର୍ଯ୍ୟରତ ସିଦ୍ଧାର୍ଥ ସ୍ବାଧୀନତା…
ଅନୁଗୋଳ ଅଫିସ, ୧୭।୮ - ଅନୁଗୋଳ ଓ ଢେଙ୍କାନାଳ ଜିଲା ମଧ୍ୟ ଦେଇ ଯାଇଥିବା ୫୫ ନମ୍ବର ଜାତୀୟ ରାଜପଥ ଅନେକ ସ୍ଥାନରେ ବିପଦଶଙ୍କୁଳ ଅବସ୍ଥାରେ ଅଛି।…
ନୂଆଦିଲ୍ଲୀ,୧୭ା୮(ପି.ଟି.): ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ସମ୍ଭାବ୍ୟ ଆଇନଶୃଙ୍ଖଳା ସମସ୍ୟାକୁ ଆଖିଆଗରେ ରଖି ଜମ୍ମୁ-କଶ୍ମୀରରେ ଲାଗୁ ହୋଇଥିବା କଟକଣା ପର୍ଯ୍ୟାୟକ୍ରମେ ହଟାଇଦେବାକୁ ପ୍ରଶାସନ ନିଷ୍ପତ୍ତି ନେଇଛି। ଜମ୍ମୁ-କଶ୍ମୀରର…
ଜୟପୁର, ୧୭ା୮(ପି.ଟି.): ରାଜସ୍ଥାନର ଯୋଧପୁରରୁ ପାକିସ୍ତାନର କରାଚୀ ସହରକୁ ସଂଯୋଗ କରୁଥିବା ଥର୍ ଲିଙ୍କ ଏକ୍ସପ୍ରେସ ରେଳସେବାକୁ ଶୂୁକ୍ରବାର ଭାରତ ବାତିଲ କରିଛି। ଶୁକ୍ରବାରଠାରୁ ଏହି ରେଳଯାତ୍ରା କରାଯିବ…
ବନ୍ତଳା, ୧୭ା୮(ଡି.ଏନ.ଏ.) - ଅନୁଗୋଳ ଜିଲା ପୁରୁଣାକୋଟ ଥାନା ଟିକରପଡାରେ ଶୁକ୍ରବାର ବନ୍ୟା ସ୍ଥିତି ଅନୁଧ୍ୟାନ ସହ ବିପନ୍ନଙ୍କୁ ଭେଟିଛନ୍ତି ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ।…