ଧରିତ୍ରୀ କାର୍ଟୁନ

ଧରିତ୍ରୀ କାର୍ଟୁନ

ପୂର୍ବ ଶତ୍ରୁତାରୁ ଆକ୍ରମଣ: ଭାଇଙ୍କୁ ନ ପାଇ ଭଉଣୀଙ୍କୁ ହାଣିଲେ, ୬ ଅଟକ

ବ୍ରହ୍ମପୁର ଅଫିସ,୧୭ା୮: ବଡବଜାର ଥାନା ଅନ୍ତର୍ଗତ ଲକ୍ଷ୍ମୀନୃସିଂହ ସାହିରେ ଗୋଟିଏ ଗୋଷ୍ଠୀର ମୁଖିଆ ଲବ ସେଠୀଙ୍କୁ ଗୁରୁବାର ରାତିରେ ଅନ୍ୟ ଏକ ଗୋଷ୍ଠୀର କେତେଜଣ ଆକ୍ରମଣ କରିବାକୁ…

ବୀମା ଅର୍ଥ ନ ମିଳିବା, ଡାକ୍ତର ଅଭାବ ନେଇ ଉଦ୍‌ବେଗ

ଛତ୍ରପୁର,୧୭ା୮(ଡି.ଏନ.ଏ)-ଗଞ୍ଜାମ ଜିଲାପରିଷଦର ସାଧାରଣ ଅଧିବେଶନ ଶୁକ୍ରବାର ଛତ୍ରପୁରସ୍ଥିତ ଜିଲାପରିଷଦ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଜିଲାପରିଷଦ ଅଧ୍ୟକ୍ଷା ସୋନମ ପଲେଇ ଅଧ୍ୟକ୍ଷତା କରିଥିଲେ ା ଚାଷୀଙ୍କୁ ଫସଲ…

ଜୁଆର ମାଡ଼ରେ ୩୦ ପରିବାରର ଘର ନଷ୍ଟ

ଚିକିଟି,୧୭ା୮(ଡି.ଏନ.ଏ.)-ଚିକିଟି ବ୍ଲକ୍‌ କତୁରୁ ପଞ୍ଚାୟତର ସମୁଦ୍ରତଟବର୍ତ୍ତୀ ରାମେୟାପାଟଣା ଗ୍ରାମରେ ଗୁରୁବାର ମଧ୍ୟାହ୍ନରେ ୫ ଫୁଟର ସମୁଦ୍ର ଜୁଆର ମାଡିଯାଇ ୩୦ ପରିବାରର ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଥିବା…

ମୃତକଙ୍କୁ ବଞ୍ଚାଇବାକୁ ଶ୍ମଶାନରେ ପୂଜାପାଠ

କବିସୂର୍ଯ୍ୟନଗର,୧୭ା୮- ଡାକ୍ତର ମୃତ ଘୋଷଣା କଲେ, ମାତ୍ର ମାନିଲେନି ବନ୍ଧୁ ପରିଜନ। ବଞ୍ଚାଇବାକୁ ଗୁଣିଆର ସହାୟତା ନେଲେ। ମୃତ୍ୟୁର ୧୬ ଘଣ୍ଟା ପର୍ଯ୍ୟନ୍ତ ମୃତଦେହ ରଖି ଚାଲିଲା…

ଶିକ୍ଷୟିତ୍ରୀଙ୍କ ଗହଣା ଲୁଟ୍‌, ବଳାତ୍କାର ଉଦ୍ୟମ

ଦିଗପହଣ୍ଡି,୧୭୮(ଡି.ଏନ.ଏ.)-ଦିଗପହଣ୍ଡି ଥାନା ମହୁଡ଼ା ଅଞ୍ଚଳ ଅପରାଧୀଙ୍କ ଅମରାବତୀ ପାଲଟିଛି। ପୋଲିସ ଅଭିଯୁକ୍ତମାନଙ୍କୁ ଧରିବାରେ ବିଫଳ ହେଉଛି। ଗୁରୁବାର ଜଣେ ଶିକ୍ଷୟିତ୍ରୀଙ୍କୁ ମହୁଡ଼ା-ନରସିଂହପୁର ଗ୍ରାମ ନିଛାଟିଆ ରାସ୍ତାରେ ଲୁଟ୍‌…

ଜାତୀୟ ପତାକାକୁ ଅସମ୍ମାନ, ଥାନାରେ ଅଭିଯୋଗ

ଭଞ୍ଜନଗର,୧୭।୮(ଡି.ଏନ.ଏ)-ଭଞ୍ଜନଗର ଉପଖଣ୍ଡସ୍ତରୀୟ ସ୍ବାଧୀନତା ଦିବସ ସ୍ଥାନୀୟ ଜେଲ ପଡ଼ିଆରେ ଗୁରୁବାର ଚାଲିଥିଲା। ଏହି ସମୟରେ ସହରର ଜଣେ ବ୍ୟବସାୟୀ ନିଜ ପୋଷା କୁକୁର ବେକରେ ଓ ଚେନରେ…

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଅଟକ

କବିସୂର୍ଯ୍ୟନଗର,୧୭ା୮-ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଞ୍ଚଳରେ ଏକ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ୬ ବର୍ଷିୟା ଜଣେ ନାବାଳିକାଙ୍କୁ ବଳାତ୍କାର କରାଯାଇଛି। ଗୁରୁତର ଅବସ୍ଥାରେ ତାଙ୍କୁ…

ଲାଲକିଲ୍ଲାରୁ ମୋଦିଙ୍କ ହୁଙ୍କାର;୫ଲକ୍ଷ କୋଟି ଡଲାର ଅର୍ଥନୀତି ହାସଲ ସମ୍ଭବ

ନୂଆଦିଲ୍ଲୀ,୧୭-୮: ଅର୍ଥନୀତି ଧିମା ହୋଇଯିବା ଭିତରେ ପ୍ରଧାନମନ୍ତ୍ରୀ ନମରେନ୍ଦ୍ର ମୋଦି ନିବେଶ ମାଧ୍ୟମରେ ଆର୍ଥିକ ବୃଦ୍ଧି କରିବା ଲାଗି ଏନ୍‌ଡିଏ ସରକାରଙ୍କ ପ୍ରତିଶ୍ରୁତିକୁ ଦୋହରାଇଛନ୍ତି। ଦେଶ ଅର୍ଥନୀତିକୁ…

ମାନ୍ଦାବସ୍ଥା ପ୍ରଭାବ;ଟାଟା ମୋଟର୍ସ, ଅଶୋକ ଲେଲ୍ୟାଣ୍ଡ, ହିରୋ ଉତ୍ପାଦନ ବନ୍ଦ କଲା

ନୂଆଦିଲ୍ଲୀ,୧୭ -୮: ଅଟୋ ସେକ୍ଟରରେ ମାନ୍ଦାବସ୍ଥା ଶେଷ ହେବାର କୌଣସି ଚିହ୍ନବର୍ଣ୍ଣ ଦେଖାଯାଉନାହିଁ। ବାଧ୍ୟ ହୋଇ କମ୍ପାନୀମାନେ ନିଜର ଉତ୍ପାଦନ ବନ୍ଦ କରିବା ଲାଗି ନିଷ୍ପତ୍ତି ନେବା…