ବାହୁଦା ନଦୀରେ ବୁଡ଼ି ଯୁବକ ମୃତ

ପାତ୍ରପୁର,୧୬ା୮(ଡି.ଏନ୍‌.ଏ.): ଖାରିଆଗୁଡ଼ା ଫାଣ୍ଡି ଆମୁଣ୍ଡି ଗ୍ରାମ ନିକଟ ଦେଇ ପ୍ରବାହିତ ବାହୁଦା ନଦୀରେରେ ବୁଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ହୋଇଛି। ମୃତକଜଣକ ହେଲେ ଶ୍ୟାମ ବେହେରା (୩୯)।…

ବାଲିଗୁଡାର ପୂର୍ବତନ ବିଧାୟକ ସାହୁରା ମଲ୍ଲିକଙ୍କ ପରଲୋକ

ବାଲିଗୁଡା,୧୬ା୮(ଡି.ଏନ.ଏ.)- କନ୍ଧମାଳ ଜିଲା ବାଲିଗୁଡାର ପୂର୍ବତନ କଂଗ୍ରେସ ବିଧାୟକ ସାହୁରା ମଲ୍ଲିକଙ୍କ ଶୁକ୍ରବାର ୮୫ ବର୍ଷରେ ପରଲୋକ ଘଟିଛି। କିଛିଦିନ ଧରି ସେ ଅସୁସ୍ଥ ଥିଲେ। ବାଲିଗୁଡା…

ପୂର୍ବ ଶତ୍ରୁତାରୁ ତୀରମାଡ଼

ପାଲଲହଡ଼ା, ୧୬ା୮(ଡି.ଏନ.ଏ.)- ଅନୁଗୋଳ ଜିଲା ପାଲଲହଡ଼ା ଥାନା ଯମରଡ଼ିହ ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଗୁରୁ ଧୀବରଙ୍କୁ ତୀର ମାଡ଼ ହୋଇଛି। ଏ ନେଇ ଥାନାରେ…

ନିର୍ମାଣାଧୀନ ରେଲଓ୍ବେ ଟ୍ରାକ୍‌ ଖାତରେ ପଡ଼ି ଛେଳି ଚରାଳି ମୃତ : କ୍ଷତିପୂରଣ ଦାବିରେ ରାସ୍ତାରୋକୋ

ପରଜଙ୍ଗ, ୧୬।୮(ଡି.ଏନ.ଏ.)-ଅନୁଗୋଳ-ଡୁବୁରି ରେଲଓ୍ବେ ଟ୍ରାକ୍‌ ନିର୍ମାଣ ପାଇଁ ଖୋଳାଯାଇଥିବା ଖାତରେ ଖସିପଡ଼ି ଜଣେ ଛେଳିଚରାଳିଙ୍କ ମୃତ୍ୟୁ ଘଟିଛି। ସେ ହେଲେ ପରଜଙ୍ଗ ଥାନା ବାରିହାପୁର ଗ୍ରାମର ଆଦିତ୍ୟ…

ବାଲିଚର ହୋଇ ଚାଷଜମି ନଷ୍ଟ

ଦେଓଗାଁ,୧୬ା୮(ଡି.ଏନ.ଏ.) : ବଲାଙ୍ଗୀର ଜିଲା ଦେଓଗାଁ ବ୍ଲକରେ ଲଗାଣ ବର୍ଷା ଯୋଗୁଁ ହୋଇଥିବା ବନ୍ୟାରେ ଦେଓଗାଁ ଯୋଗୀସାଗର ତଳ ଅଞ୍ଚଳର ହାରାହାରି ୨୦ହେକ୍ଟର ଧାନଚାଷ ଜମି ବାଲିଚର…

୩ ପୋଲିସ କର୍ମଚାରୀଙ୍କ ସମେତ ଭ୍ୟାନକୁ ଅଟକ ରଖିଲେ ଗ୍ରାମବାସୀ

ପାଟଣା, ୧୬।୮(ସ୍ବ.ପ୍ର.)-କେନ୍ଦୁଝର ଜିଲା ପାଟଣା ଥାନାର ଭ୍ୟାନ ସମେତ ୩ ଜଣ ପୋଲିସ କର୍ମଚାରୀଙ୍କୁ ଟଭାସରୁଆ ଗ୍ରାମବାସୀ ଗୁରୁବାର ରାତିରେ ଅଟକ ରଖି ପୋଲିସ ବ୍ୟବସ୍ଥା ଉପରୁ…

ଜାତିପ୍ରଥା ପାଇଁ ମୃତଦେହ ୨ ଦିନ ଘରେ ପଡ଼ି ରହିଲା

ବାରିପଦା ଅଫିସ/ କୁଳିଅଣା,୧୬ା୮(ଡି.ଏନ୍‌.ଏ.)- ଆଦିବାସୀ ଅଧ୍ୟୁଷିତ ମୟୂରଭଞ୍ଜ ଜିଲାରେ ଜାତିପ୍ରଥାକୁ କେନ୍ଦ୍ରକରି ଜଣେ ମହିଳାଙ୍କ ମୃତଦେହ ୨ ଦିନ ଘରେ ପଡ଼ି ରହିବା ଭଳି ଅଭାବନୀୟ ଘଟଣା…

ଶ୍ରୀମନ୍ଦିରରେ ରାଖୀ ଲାଗି, ବଳଭଦ୍ର ଜନ୍ମ ନୀତି: ପାଟ ରାଖୀ ପିନ୍ଧିଲେ ମହାପ୍ରଭୁ

ପୁରୀ ଅଫିସ, ୧୬।୮: ପବିତ୍ର ଗହ୍ମାପୂର୍ଣ୍ଣିମା ତିଥିରେ ଶ୍ରୀମନ୍ଦିରରେ ବଳଭଦ୍ର ଜନ୍ମ ନୀତି ଏବଂ ରାଖୀ ଲାଗି ନୀତି ସମ୍ପନ୍ନ ହୋଇଛି। ଦୁଇଭାଇ ମହାପ୍ରଭୁ ଶ୍ରୀଜଗନ୍ନାଥ ଏବଂ…

ମିଶନ ଆଶାଲୋକ ଅଭିଯାନର ଶୁଭାରମ୍ଭ: ୧୮ ମାନସିକ ବିକାରଗ୍ରସ୍ତ ପୁରୁଷ ଉଦ୍ଧାର

ପୁରୀ ଅଫିସ, ୧୬ା୮: ଅନେକ ମାନସିକ ବିକାରଗ୍ରସ୍ତ ରାସ୍ତାଘାଟରେ ଏଣେତେଣେ ବୁଲୁଥାନ୍ତିି। କେହି କେହି ଲୋକଙ୍କୁ ମାଗି ଖାଇଥାନ୍ତି ତ ଆଉ କେହି ଅଳିଆ ଆବର୍ଜନା ଗଦାରୁ…

ଛକା ମାରିବାରେ ସଚିନଙ୍କ ସମକକ୍ଷ ଟିମ୍‌ ସୌଦି

ଗାଲେ,୧୬।୮: ନ୍ୟୁଜିଲାଣ୍ଡ କ୍ରିକେଟର ଟିମ୍‌ ସୌଦି ନିଜର ଉଇକେଟ ନେବାର ଦକ୍ଷତା, ସୁଇଂ ବୋଲିଂ ଓ ଚମତ୍କାର ଫିଲ୍ଡିଂ ଯୋଗୁ ଜଣାଶୁଣା। ଏହା ବ୍ୟତୀତ ତାଙ୍କର ଛକା…