ରାଜ୍ୟ କ୍ୟାବିନେଟ: ଶ୍ରୀମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ସଚିବାଳୟରେ ଶୁକ୍ରବାର ରାଜ୍ୟ କ୍ୟାବିନେଟ ବୈଠକରେ ପୁରୀ ଶ୍ରୀମନ୍ଦିରକୁ ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଏହି ବୈଠକରେ ମନ୍ଦିର ସୁରକ୍ଷା ଓ ଚତୁଃପାର୍ଶ୍ୱ ଉନ୍ନୟନକୁ ଗୁରୁତ୍ୱ…

ବଜରଙ୍ଗଙ୍କୁ ମିଳିବ ଖେଳରତ୍ନ

ନୂଆଦିଲ୍ଲୀ,୧୬।୮(ପିଟି): ଏସିଆନ୍‌ ଗେମ୍ସ ଓ ରାଜ୍ୟଗୋଷ୍ଠୀ କ୍ରୀଡ଼ା ସ୍ବର୍ଣ୍ଣ ପଦକ ବିଜେତା ବଜରଙ୍ଗ ପୁନିଆ ଶୁକ୍ରବାର ଦେଶରେ କ୍ରୀଡ଼ା ଜଗତର ସବୁଠୁ ବଡ଼ ସମ୍ମାନ ରାଜୀବ ଗାନ୍ଧୀ…

ପୁଣି ରବି ଶାସ୍ତ୍ରୀ

ମୁମ୍ବାଇ,୧୬।୮: ରବି ଶାସ୍ତ୍ରୀ ପୁଣି ଥରେ ଭାରତୀୟ ଦଳର ମୁଖ୍ୟ କୋଚ୍‌ ନିଯୁକ୍ତ ହୋଇଛନ୍ତି। ୧୯୮୩ ବିଶ୍ୱକପ ଚାମ୍ପିୟନ ଦଳର ଅଧିନାୟକ କପିଳ ଦେବଙ୍କ ନେତୃତ୍ୱରେ କ୍ରିକେଟ…

ଅଧିକ ହଳଦୀ କ୍ଷତିକାରକ

ହଳଦୀ ସ୍ବାସ୍ଥ୍ୟ ପାଇଁ ଲାଭଦାୟକ ବୋଲି ସମସ୍ତଙ୍କୁ ଜଣା। ସେଥିପାଇଁ ତାକୁ ରୋଷେଇ ଘରର ଭଲ ମସଲା ବୋଲି କୁହାଯାଏ। ହେଲେ ଏବେ ଗବେଷକମାନେ କହିଛନ୍ତି ଅତ୍ୟଧିକ…

ବାଜି ମାରିଲା ‘ମିଶନ ମଙ୍ଗଳ’

ମୁମ୍ବାଇ: ବଲିଉଡ୍‌ ଦୁନିଆ ପାଇଁ ଚଳିତ ବର୍ଷର ସ୍ବାଧୀନତା ଦିବସ ଭଲ ଦିନ ଭାବେ ପରିଗଣିତ ହୋଇଛି। କାହିଁକିନା ଅଗଷ୍ଟ ୧୫ରେ ବଲିଉଡ୍‌ର ୨ଟି ବଡ ଫିଲ୍ମ…

ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ: ଜଳିଗଲା ୨ ବଖରା, ୧୦ଜଣଙ୍କ ନାମରେ ମାମଲା

ମହାକାଳପଡ଼ା,୧୬।୮(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ବଳିପାଳ ପଞ୍ଚାୟତ ବାଲିସାହି ଗ୍ରାମରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ଅଗ୍ନିକାଣ୍ଡ ଘଟିଛି। କିଛି ଦୁର୍ବୃତ୍ତ ଗୁରୁବାର ବିଳମ୍ବିତ ରାତିରେ…

ଆତଙ୍କବାଦୀ ଆକ୍ରମଣ ଆଶଙ୍କା କରି ଜମ୍ମୁ-କଶ୍ମୀରରେ ହାଇ ଆଲର୍ଟ ଜାରି

ନୂଆଦିଲ୍ଲୀ,୧୬।୮: ପାକିସ୍ତାନ ଆତଙ୍କବାଦୀଙ୍କ ଦ୍ୱାରା ଜମ୍ମୁ-କଶ୍ମୀରରେ ଆକ୍ରମଣ ଆଶଙ୍କା କରି ଶୁକ୍ରବାର ଅପରାହ୍ନରେ ଭାରତୀୟ ବାୟୁସେନା ଓ ସ୍ଥଳ ସେନାଙ୍କୁ ସଜାଗ ରଖାଯିବା ସହ ସେଠାରେ ହାଇ…

ମହାନଦୀରେ ବନ୍ୟାଜଳ ପ୍ରବାହିତ, ୩ ବ୍ଲକର ଲୋକେ ଆତଙ୍କିତ

କେନ୍ଦ୍ରାପଡ଼ା ଅଫିସ,୧୬।୮: ମହାନଦୀରେ ବନ୍ୟାଜଳ ପ୍ରବାହିତ ହେତୁ କେନ୍ଦ୍ରାପଡ଼ା ଜିଲାର ମହାକାଳପଡ଼ା, ଗରଦପୁର ଓ ମାର୍ଶାଘାଇ ବ୍ଲକର ୩୦ରୁ ଊର୍ଦ୍ଧ୍ୱ ଗ୍ରାମରେ ପାଣି ପଶିଛି। ଏହି ସମସ୍ୟାର…

ବଦଳିଲା ‘ମେଡିକାଲ ବଣ୍ଡ ପଲିସି ନିୟମ’: ପାଠପଢ଼ା ପରେ ଦୁଇ ବର୍ଷ ଓଡ଼ିଶାରେ କାମ କରିବାକୁ ବାଧ୍ୟ, ନହେଲେ ଦେବାକୁ ପଡ଼ିବ ମୋଟା ଟଙ୍କର ଅର୍ଥ

ଭୁବନେଶ୍ୱର,୧୬।୮(ବ୍ୟୁରୋ): ରାଜ୍ୟ ସରକାର ମେଡିକାଲ ବଣ୍ଡ ପଲିସି ନିୟମକୁ ପରିବର୍ତ୍ତନ କରିଛନ୍ତି। ଏହି ନିୟମ ଚଳିତ ବର୍ଷଠାରୁ ଲାଗୁ ହେବ ବୋଲି ଶୁକ୍ରବାର ସ୍ବାସ୍ଥ୍ୟ ମନ୍ତ୍ରୀ ନବ…

ପ୍ରବଳ ବର୍ଷା ପାଇଁ କୋଲକତାରେ ବିମାନ ସେବା ବାଧାପ୍ରାପ୍ତ

କୋଲକତା,୧୬।୮: ପ୍ରବଳ ବର୍ଷା ଓ ବିଜୁଳି ଘଡଘଡି ଲାଗି ରହିଥିବାରୁ ଶୁକ୍ରବାର କୋଳକତାରେ ବିମାନ ସେବା ବାଧାପ୍ରାପ୍ତ ହୋଇଛି। କୋଲକତା ବିମାନ ବନ୍ଦରରେ ପହଞ୍ଚିବାକୁ ଥିବା ୪ଟି…