ଯେଉଁ ରାଜନେତାଙ୍କ ଭାଷଣ ଶୁଣିବା ପାଇଁ ଘଣ୍ଟା ଘଣ୍ଟା ଅପେକ୍ଷା କରୁଥିଲେ ଲୋକେ

ନୂଆଦିଲ୍ଲୀ, ୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ଅଟଳ ବିବାହାରୀ ବାଜପେୟୀଙ୍କ ପ୍ରଥମ ପୁଣ୍ୟତିଥି। ଏହି ଅବସରରେ ସାରା ଦେଶରେ ବିଭିନ୍ନ କାର୍ଯ୍ୟକ୍ରମର ଆୟୋଜନ ମଧ୍ୟ କରାଯାଉଛି। ଅଟଳ…

କଶ୍ମୀର ଭାରତର କହି ପାକିସ୍ତାନ ଦର୍ଶକଙ୍କୁ ଦୃଢ ଜବାବ୍‌ ଦେଲେ ଅଦନାନ୍‌ ସାମି

ମୁମ୍ବାଇ, ୧୬।୮:ବଲିଉଡର ପ୍ରସିଦ୍ଧ ଗାୟକ ଅଦନାନ୍‌ ସାମି ପାକିସ୍ତାନ ଦର୍ଶକଙ୍କୁ ଦୃଢ ଜବାବ ଦେଇଛନ୍ତି। ଜମ୍ମୁ-କଶ୍ମୀରରୁ ୩୭୦ ଉଚ୍ଛେଦକୁ ନେଇ ଟୁଇଟରରେ ଭାରତକୁ ସମର୍ଥନ ଦେଇଥିଲେ ଅଦନାନ୍‌।…

ଭୂକମ୍ପରେ ଥରିଲା ଆଫଗାନିସ୍ତାନ

କାବୁଲ, ୧୬।୮: ଆଫଗାନିସ୍ତାନରେ ଶୁକ୍ରବାର ସକାଳ ୭.୩୯ରେ ଭୂକମ୍ପ ଝଟକା ଲାଗିଛି। ଭୂକମ୍ପର ତିବ୍ରତା ରିକ୍ଟର ସ୍କେଲରେ ୫.୧ ରହିଛି। ଏଥିରେ କୌଣସି ବ୍ୟକ୍ତିଙ୍କ ମୃତାହତ ଖବର…

ଅଟଳ ଜୀଙ୍କ ପ୍ରଥମ ପୁଣ୍ୟତିଥିରେ ଜାଣନ୍ତୁ କିଛି ଅଜଣା କଥା

ନୂଆଦିଲ୍ଲୀ, ୧୬।୮:୧୯୨୪ ମସିହା ଡିସେମ୍ବର ୨୫ତାରିଖରେ ଅଟଳ ବିହାରୀ ବାଜପେୟୀଙ୍କ ଗୋଆଲିଅର ଜନ୍ମ ହୋଇଥିଲା। ମା’ଙ୍କ ନାମ କ୍ରିଷ୍ଣା ଦେବୀ ଓ ବାପାଙ୍କ ନାମ କ୍ରିଷ୍ଣବିହାରୀ ବାଜପେୟୀ।…

ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ: ପ୍ରଧାନମନ୍ତ୍ରୀ, ରାଷ୍ଟ୍ରପତି ଦେଲେ ଶ୍ରଦ୍ଧାଞ୍ଜଳି

ନୂଆଦିଲ୍ଲୀ,୧୬।୮: ଆଜି ପୂର୍ବତନ ପ୍ରଧାନମନ୍ତ୍ରୀ ତଥା ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ। ଏହି ଅବସରରେ ନୂଆଦିଲ୍ଲୀରେ ଥିବା ତାଙ୍କ ସ୍ମୃତିସ୍ଥଳ ‘ସଦା ଅଟଳ’ରେ ରାଷ୍ଟ୍ରପତି…

ରପ୍ତାନି ୨.୨୫% ବୃଦ୍ଧି, ବାଣିଜ୍ୟ ନିଅଣ୍ଟ କମିଲା

ନୂଆଦିଲ୍ଲୀ,୧୬-୮: ଜୁଲାଇରେ ଦେଶର ରପ୍ତାନି ୨.୨୫ପ୍ରତିଶତ ବୃଦ୍ଧି ପାଇ ୨୬.୩୩ ବିଲିୟନ ଡଲାରରେ ପହଞ୍ଚତ୍ଛି ବୋଲି ସରକାରୀ ତଥ୍ୟରୁ ପ୍ରକାଶ। ଏହି ଅବଧିରେ ଦେଶର ଆମଦାନୀ ୧୦.୪୩…

ବ୍ଲାକ୍‌ଷ୍ଟୋନ କିଣିବ କ୍ୟାଫେ କଫି ଡେର ଟେକ୍‌ ପାର୍କ

ବେଙ୍ଗାଲୁରୁ,୧୬-୮: କଫି ଚେନ୍‌ ଅପରେଟନର କଫି ଡେ ଏଣ୍ଟରପ୍ରାଇଜେସ୍‌ ବେଙ୍ଗାଲୁରୁ ସ୍ଥିତ କମ୍ପାନୀର ଗ୍ଲୋବାଲ ଭିଲେଜ ଟେକ୍‌ ପାର୍କକୁ ବ୍ଲାକ୍‌ଷ୍ଟୋନକୁ ବିକ୍ରି କରିଦେବ ବୋଲି ବୁଧବାର ଘୋଷଣା…

ଚଳିତ ସପ୍ତାହରେ ରିପୋର୍ଟ ଦେଇପାରନ୍ତି ଜଲାନ କମିଟି

ନୂଆଦିଲ୍ଲୀ,୧୬-୮: ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ନିକଟରେ ବଳକା ରହିଥିବା ପାଣ୍ଠିକୁ କେନ୍ଦ୍ର ସରକାରଙ୍କୁ ପ୍ରଦାନ ନେଇ ଗଠିତ ବିମଳ ଜଲାନ କମିଟି ପକ୍ଷରୁ ଚଳିତ ସପ୍ତାହରେ ରିପୋର୍ଟ…

ଭାରତ-ଚାଇନା ବିରୋଧରେ ପୁଣି ବର୍ଷିଲେ ଟ୍ରମ୍ପ: ଡବ୍ଲ୍ୟୁଟିଓରେ ଫାଇଦା ନେବାକୁ ଦେବୁନି

ଓ୍ବାଶିଂଟନ,୧୬-୮: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁଣିଥରେ ଭାରତ ଓ ଚାଇନାକୁ ନେଇ ମୁହଁ ଖୋଲିଛନ୍ତି। ଏସିଆର ଏହି ଦୁଇ ବୃହତ ରାଷ୍ଟ୍ର ବିଶ୍ୱ ବାଣିଜ୍ୟ ସଂଗଠନ(ଡବ୍ଲ୍ୟୁଟିଓ)ରେ…

ବ୍ୟାଙ୍କଗୁଡ଼ିକୁ ଆର୍‌ବିଆଇ ନିର୍ଦ୍ଦେଶ: ଏଟିଏମ୍‌ରେ ଅସଫଳ ଟ୍ରାଞ୍ଜାକଶନକୁ ମାଗଣା ଭାବେ ଧରନି

ମୁମ୍ବାଇ,୧୬-୮: ଏଟିଏମ୍‌ରେ ହେଉଥିବା ଅସଫଳ ଟ୍ରାଞ୍ଜାକ୍‌ଶନ,ବାଲାନ୍ସ ଯାଞ୍ଚ ଅଥବା ନୂଆ ଚେକ୍‌ବହି ନେବା ଭଳି ଅଣ-ନଗଦ କାରବାରକୁ ମାଗଣା ଟ୍ରାଞ୍ଜାକଶନ ଭାବେ ଗଣନା ନ କରିବାକୁ ଭାରତୀୟ…