ଆଇଏଏଫ୍‌ ସ୍କ୍ବାଡ୍ରନ ଲିଡର ମିଣ୍ଟିଙ୍କୁ ଯୁଦ୍ଧ ସେବା ସମ୍ମାନ

ନୂଆଦିଲ୍ଲୀ,୧୫।୮- ଭାରତୀୟ ବାୟୁ ସେନା (ଆଇଏଏଫ୍‌) ସ୍କ୍ବଡ୍ରନ ଲିଡର ମିଣ୍ଟି ଅଗ୍ରଓ୍ବାଲଙ୍କୁ ଗୁରୁବାର ଯୁଦ୍ଧ ସେବା ମେଡାଲ ପ୍ରଦାନ କରାଯାଇଛି। ଏଭଳି ସମ୍ମାନ ପାଇବାରେ ସେ ହେଉଛନ୍ତି…

ଉଦ୍‌ଘାଟିତ ହେଲା ଖାରବେଳ ଭବନ

ଭୁବନେଶ୍ୱର, ୧୫।୮(ବ୍ୟୁରୋ.): ଭୁବନେଶ୍ୱରରେ ଖାରବେଳ ଭବନ ଗୁରୁବାର ଉଦ୍‌ଘାଟିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟଅତିଥି ଭାବେ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ଖାରବେଳ ଭବନରେ କାର୍ଯ୍ୟ…

ରକ୍ଷାବନ୍ଧନ ପାଳିତ

ଶେରଗଡ଼,୧୫।୮(ଡି.ଏନ.ଏ.)-ଶେରଗଡ଼ ସ୍ଥିତ ସ୍ବାମୀ ବିବେକାନନ୍ଦ ବିଦ୍ୟା ମନ୍ଦିରରେ ଗୁରୁବାର ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଛାତ୍ରୀଛାତ୍ରମାନେ ରାଖୀ ଗୀତ ବୋଲିବା ପରେ ପରସ୍ପରକୁ ରାଖୀ ବାନ୍ଧି ମିଠା…

ହୀରାକୁଦର ୨୦ଟି ଗେଟ୍‌ ଖୋଲିଲା

ସମ୍ବଲପୁର, ୧୫।୮(ବ୍ୟୁରୋ.): ହୀରାକୁଦ ଜଳଭଣ୍ଡାରରେ ଗୁରୁବାର ସନ୍ଧ୍ୟା ସୁଦ୍ଧା ୨୦ଟି ଗେଟ୍‌ ଖୋଲାଯାଇଛି। ଜଳଭଣ୍ଡାର ଜଳସ୍ତର ବୃଦ୍ଧି ପାଇବାରୁ ୨୦ଟି ଗେଟ୍‌ ଦେଇ ବନ୍ୟାଜଳ ନିଷ୍କାସିତ ହେଉଛି।…

ଗଛରେ ରାଖୀ ବାନ୍ଧିଲେ ଛାତ୍ରୀ, ଅତିଥି, ଶିକ୍ଷୟିତ୍ରୀ

ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍‌.ଏ.)-ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକ ଯାଦବ ମାଝି ବାଳିକା ବିଦ୍ୟାଳୟରେ ଗୁରୁବାର ସ୍ବାଧୀନତା ଦିବସ ଓ ରକ୍ଷାବନ୍ଧନ ପାଳନ କରାଯାଇଛି। ବିଦ୍ୟାଳୟ ପୂର୍ବତନ ସମ୍ପାଦକ ତଥା…

ସ୍ବାଧୀନତା ଦିବସରେ ଗାନ୍ଧିଜୀଙ୍କୁ ଅସମ୍ମାନ

ଚନ୍ଦାହାଣ୍ଡି, ୧୫।୮(ଡି.ଏନ୍‌.ଏ.)-ଅଗଷ୍ଟ ୧୫ ସ୍ବାଧୀନତା ଦିବସରେ ସମସ୍ତେ ସ୍ବାଧୀନତା ସଂଗ୍ରାମୀମାନଙ୍କୁ ମନେ ପକାଇଥାନ୍ତି। ଜାତୀୟ ପତାକା ଉତ୍ତୋଳନ ପରେ ସେମାନଙ୍କ ବଳିଦାନର କଥା ଚର୍ଚ୍ଚା ହୋଇଥାଏ। ଏହା…

ନନ୍ଦପୁରରେ ସ୍ବାଧୀନତା ଦିବସ

ନନ୍ଦପୁର, ୧୫।୮(ଡି.ଏନ୍‌.ଏ.)-କୋରାପୁଟ ଜିଲା ନନ୍ଦପୁର ବ୍ଲକର ବିଭିନ୍ନ ଶିକ୍ଷାନୁଷ୍ଠାନ, ସରକାରୀ ବେସରକାରୀ କାର୍ଯ୍ୟାଳୟରେ ଗୁରୁବାର ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ନନ୍ଦପୁର ସଦର ମହକୁମାସ୍ଥିତ ସମସ୍ତ…

ଗୁମ୍ମା ବ୍ଲକ କାର୍ଯ୍ୟାଳୟରେ ୭୩ତମ ସ୍ବାଧୀନତା ଦିବସ

ଗୁମ୍ମା, ୧୫।୮-ଗୁମ୍ମା ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ଏହି କାର୍ଯ୍ୟକ୍ରମରେ ବିଡିଓ ନଟବର ଗରଡ଼ା, ସଡିପିଓ ଅନିତା ରାଣୀ ପଟ୍ଟନାୟକ, ବ୍ଲକ…

ମଦ ବ୍ୟବସାୟୀଙ୍କୁ ସରକାରଙ୍କ ପ୍ରୋତ୍ସାହନ: ଆନ୍ଦୋଳନକୁ ଓହ୍ଲାଇଲା ବେଗୁନିଆ ଜନକଲ୍ୟାଣ ପ୍ରତିଷ୍ଠାନ

ବେଗୁନିଆ, ୧୫।୮(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଅଞ୍ଚଳରେ ଦିନକୁ ଦିନ ବେଆଇନ ନିଶାଦ୍ରବ୍ୟ କାରବାର ବୃଦ୍ଧି ପାଇବାରେ ଲାଗିଛି। ବିଶେଷକରି ଏଠାରେ ଦେଶୀ ରନ୍ଧା ମଦ…

ଜିଲା ବିଦ୍ୟାଳୟସ୍ତରୀୟ ଫୁଟ୍‌ବଲ୍‌: ମଣ୍ଟଫୋର୍ଟ ସ୍କୁଲ ଚାମ୍ପିୟନ

ଢେଙ୍କାନାଳ ଅଫିସ, ୧୫।୮-ଢେଙ୍କାନାଳ ଷ୍ଟାଡିୟମ୍‌ରେ ଚାଲିଥିବା ଜିଲା ବିଦ୍ୟାଳୟସ୍ତରୀୟ ଫୁଟ୍‌ବଲ୍‌ ପ୍ରତିଯୋଗିତା ଗୁରୁବାର ଉଦ୍‌ଯାପିତ ହୋଇଯାଇଛି। ସଂଘର୍ଷପୂର୍ଣ୍ଣ ଫାଇନାଲ ମ୍ୟାଚ୍‌ରେ କେନ୍ଦ୍ରୀୟ ବିଦ୍ୟାଳୟକୁ ୪-୨ ଗୋଲ୍‌ରେ ପରାସ୍ତ…