କାପୁଡ଼ିଆ ସମାଜ ପାଳିଲା ରକ୍ଷାବନ୍ଧନ ଉତ୍ସବ: ଶୋଭାଯାତ୍ରାରେ ଦୁଲୁକିଲା ସହର

ଭୁବନ, ୧୫।୮(ଡି.ଏନ.ଏ.)-ଢେଙ୍କାନାଳ ଜିଲା ଭୁବନ କାପୁଡ଼ିଆ ସମାଜ ପକ୍ଷରୁ ଗୁରୁବାର ଧୂମ୍‌ଧାମରେ ରକ୍ଷାବନ୍ଧନ ଉତ୍ସବ ପାଳିତ ହୋଇଯାଇଛି। ଏହି ଅବସରରେ ସଙ୍ଗଠନର କୋଠଘରେ ଆରାଧ୍ୟ ଦେବତା ରାଧାକୃଷ୍ଣ…

ରାମ ରହିମଙ୍କ ଜନ୍ମଦିନ କାର୍ଡ, ରାଖୀରେ ଭର୍ତ୍ତି ହୋଇଗଲାଣି ପୋଷ୍ଟ ଅଫିସ

ରୋହତକ,୧୫।୮: ଆତ୍ମ ଘୋଷିତ ଭଗବାନ ଗୁରୁମିତ ରାମ ରହିମ ସିଂ ଏବେ ଜେଲ୍‌ରେ। ବଳାତ୍କାର ଅଭିଯୋଗରେ ସେ ଦୋଷୀ ସାବ୍ୟସ୍ତ ହେବା ପରେ ଜେଲ୍‌ରେ ସଜା କାଟୁଛନ୍ତି।…

ମହିଳାଙ୍କ ସନ୍ଧେହଜନକ ମୃତ୍ୟୁ, ସ୍ବାମୀ ଅଟକ

ବ୍ରହ୍ମପୁର ଅଫିସ,୧୫।୮-ଗୋଶାଣିନୁଆଗାଁ ଥାନା ନୂଆ ଖଜୁରିଆରୁ ପୋଲିସ ଜଣେ ମହିଳାଙ୍କ ମୃତଦେହ ଜବତ କରିଛି। ସେ ହେଲେ ମଞ୍ଜୁଲତା ଦଳାଇ (୨୨)। ଏ ନେଇ ପୋଲିସ ନଂ.…

ଗଛରେ ରାଖୀ ବାନ୍ଧିଲେ ଛାତ୍ରୀ

ଓଡଗାଁ, ୧୫।୮(ସ୍ବ.ପ୍ର.): ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ନୟାଗଡ଼ ଜିଲା ଓଡ଼ଗାଁ ନିକଟସ୍ଥ ବାହାଡ଼ାଝୋଲା ବାଳିକା ହାଇସ୍କୁଲର ଛାତ୍ରୀମାନେ ଅଭିନବ ଉପାୟରେ ରକ୍ଷାବନ୍ଧନ ଉତ୍ସବ ପାଳନ କରିଛନ୍ତି…

ଲଦାଖରେ ସ୍ବାଧୀନତା ଦିବସ ପାଳିଲେ ଧୋନୀ

ଲେ,୧୫।୮- ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ତଥା ଲ୍ୟୁଟନାଣ୍ଟ କଲୋନେଲ ମହେନ୍ଦ୍ର ସିଂ ଧୋନୀ ଦେଶର ନୂଆ କେନ୍ଦ୍ରଶାସିତ ଅଞ୍ଚଳ ଲଦାଖରେ ୭୩ତମ ସ୍ବାଧୀନତା ଦିବସ…

ହାଟଡିହୀରେ ସ୍ବାଧୀନତା ଦିବସ

ହାଟଡିହୀ,୧୫ା୮(ସ୍ବ.ପ୍ର): କେନ୍ଦୁଝର ଜିଲା ହାଟଡିହୀ ବ୍ଲକର ବିଭିନ୍ନ ସ୍ଥାନରେ ୭୩ତମ ସ୍ବାଧୀନତା ଦିବସ ପାଳିତ ହୋଇଛି। ବ୍ଲକ ପରିସରରେ ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ଆନନ୍ଦପୁର ବିଧାୟକ…

କ୍ରିଶନ କୁମାର ହେଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ ଅଫିସ, ୧୫।୮: ଶ୍ରୀମନ୍ଦିରର ମୁଖ୍ୟ ପ୍ରଶାସକ ଭାବେ ରାଜ୍ୟ ସରକାର କ୍ରିଶନ କୁମାରଙ୍କୁ ନିଯୁକ୍ତି ଦେଇଛନ୍ତି। ଆସନ୍ତା ୧୯ ତାରିଖରୁ ସେ ଏହି ଅତିରିକ୍ତ ଦାୟିତ୍ୱ…

ଏକାଧିକ ରେଳ ଦୁର୍ଘଟଣାକୁ ରୋକି ସ୍ବାଧୀନତା ଦିବସରେ ସମ୍ବର୍ଦ୍ଧିତ ହେଲେ

ବରଗଡ଼ ଅଫିସ୍‌,୧୫।୮: ହାତରେ ଧରିଥିବା ଲାଲ ଗାମୁଛା ଦେଖାଇ ଟ୍ରେନକୁ ଅଟକାଇ ସମ୍ଭାବ୍ୟ ୩ଟି ଟ୍ରେନ ଦୁର୍ଘଟଣାରୁ ବହୁଲୋକଙ୍କ ଧନଜୀବନ ରକ୍ଷା କରିଥିବା ବରଗଡ଼ ଜିଲା ବରପାଲି…

ସ୍ବାଧୀନତା ଦିବସରେ ବି ଅସ୍ତ୍ରବିରତି ଉଲ୍ଲଂଘନ କଲା ପାକିସ୍ତାନ

ପୁଞ୍ଚ,୧୫।୮: ପାକିସ୍ତାନ ତା’ର ପୂର୍ବ ପ୍ରକୃତି ଭୁଲି ପାରୁ ନାହିଁ। ଭାରତ ଗୁରୁବାର ସ୍ବାଧୀନତା ଦିବସ ଓ ରାଖୀ ପୂର୍ଣ୍ଣିମା ପାଳନ କରୁଥିବା ବେଳେ ସେପଟେ ସୀମାରେ…

ବିଏସ୍‌ଏଫ୍‌ ଯବାନଙ୍କୁ ରାଖୀ ବାନ୍ଧିଲେ ଛାତ୍ରୀଛାତ୍ର

ଏମ୍‌ଭି-୭୯, ୧୫।୮- ଆଜି ରକ୍ଷାବନ୍ଧନ। ସ୍ନେହ ଓ ବନ୍ଧନର ପର୍ବ। ଭଉଣୀ ନିଜର ସୁରକ୍ଷା ପାଇଁ ଭାଇ ହାତରେ ବାନ୍ଧେ ରକ୍ଷାଡୋରି (ରାଖୀ)। କେହି କେହି ଏହାକୁ…