ଭାରତୀୟଙ୍କୁ ଜନ ସିନାଙ୍କ ଶୁଭେଚ୍ଛା

ନୂଆଦିଲ୍ଲୀ,୧୫।୮: ଦେଶର ୭୩ତମ ସ୍ବାଧୀନତା ଦିବସ ଅବସରରେ ବହୁ ଅନ୍ତର୍ଜାତୀୟ ସେଲିବ୍ରେଟି ଶୁଭେଚ୍ଛା ଜଣାଇଛନ୍ତି। ଏମାନଙ୍କ ମଧ୍ୟରେ ରହିଛନ୍ତି ଡବ୍ଲୁଡବ୍ଲଇ ସୁପରଷ୍ଟାର ଜନ ସିନା। ସେ ଗୁରୁବାର…

ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟ ହେବ ବୁଲେଟ୍‌ ପ୍ରୁଫ୍‌

ନୂଆଦିଲ୍ଲୀ,୧୫।୮: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ କାର୍ଯ୍ୟାଳୟକୁ ବୁଲେଟ୍‌ ପ୍ରୁଫ୍‌ କରାଯିବା ପାଇଁ ଯୋଜନା ହୋଇଛି। ଏହା ସହିତ କାର୍ଯ୍ୟାଳୟର ଗୁରୁତ୍ୱପୂର୍ଣ୍ଣ ସ୍ଥାନରେ ସିିସିଟିଭି କ୍ୟାମେରା ଲଗାଯିବାର…

ବନ୍ୟା ପାଣିରେ ଆମ୍ବୁଲାନ୍ସକୁ ବାଟ ଦେଖାଇ ହିରୋ ପାଲଟିଲେ ୧୨ ବର୍ଷର ବାଳକ

ବେଙ୍ଗାଲୁରୁ,୧୫।୮: ଚଳିତ ବର୍ଷ ବନ୍ୟାରେ ବେହାଲ ହେଲାଣି କର୍ନାଟକ। ଯୁଆଡେ ଚାହିଁଲେ ପାଣି ଆଉ ପାଣି। ଏହି ସମୟରେ କର୍ନାଟକ ରାଇଚୁର ଜିଲାର ହିରେରାୟନକୁମ୍ପି ଗାଁରେ ଜଣେ…

ଶିକ୍ଷୟିତ୍ରୀଙ୍କୁ ଆକ୍ରମଣ କରି ଅଳଙ୍କାର ଲୁଟ୍‌

ବ୍ରହ୍ମପୁର ଅଫିସ,୧୫/୮- ମୋହଡା ନିକଟ ନରସିଙ୍ଗପୁର ଗ୍ରାମରେ ଥିବା ପ୍ରାଥମିକ ସ୍କୁଲର ଶିକ୍ଷୟିତ୍ରୀ ଏଲ. ଶୋଭନାଙ୍କୁ ଗୁରୁବାର ଦୁର୍ବୃତ୍ତମାନେ ଅକ୍ରମଣ କରି ସୁନା ଅଳଙ୍କାର ଲୁଟି ନେଇଛନ୍ତି।…

ହାରାକୁଦର ୧୬ଟି ଗେଟ୍‌ ଖୋଲିଲା

ସମ୍ବଲପୁର, ୧୫।୮(ବ୍ୟୁରୋ): ହୀରାକୁଦ ଜଳଭଣ୍ଡାରର ୧୬ଟି ଗେଟ୍‌ ଗୁରୁବାର ଖୋଲାଯାଇଛି। ୨ଟା ସୁଦ୍ଧା ୧୬ଟି ଗେଟ ଦେଇ ୨ ଲକ୍ଷ ୫୦ ହଜାର କ୍ୟୁସେକ ବନ୍ୟା ଜଳ…

କଶ୍ମୀର ପଣ୍ଡିତଙ୍କ ବିନା ପୂର୍ଣ୍ଣ ନୁହେଁ ଜମ୍ମୁ-କଶ୍ମୀର: ରାଜ୍ୟପାଳ

ଶ୍ରୀନଗର,୧୫।୮: ଶେର-ଇ-କଶ୍ମୀର ଷ୍ଟାଡିୟମରେ ୭୩ତମ ସ୍ବାଧୀନତା ଦିବସରେ ପତାକା ଉତ୍ତୋଳନ କରିବା ସମୟରେ ରାଜ୍ୟପାଳ ସତ୍ୟପାଲ ମଲିକ କହିଛନ୍ତି କଶ୍ମୀର ପଣ୍ଡିତଙ୍କ ବିନା ଜମ୍ମୁ-କଶ୍ମୀର ସମ୍ପୂର୍ଣ୍ଣ ନୁହେଁ।…

ମଝି ଆକାଶରେ ଯାତ୍ରୀବାହୀ ବିମାନର ଭାଙ୍ଗିଲା ଡେଣା

ମସ୍କୋ,୧୫।୮: ରୁଷିଆରେ ଏକ ଯାତ୍ରୀବାହୀ ବିମାନର ଡେଣା ମଝି ଆକାଶରେ ଭାଙ୍ଗିଯିବାରୁ ଏହାର ଜରୁରୀ ଅବତରଣ କରାଯାଇଛି। ବିମାନରେ ୨୨୬ ଯାତ୍ରୀ ଥିବା କୁହାଯାଉଛି। ସେମାନଙ୍କ ମଧ୍ୟରୁ…

ପଶ୍ଚିମବଙ୍ଗ ନଦିଆ ଜିଲାରେ ଅଗଷ୍ଟ ୧୮ରେ ପାଳିତ ହେବ ସ୍ବାଧୀନତା ଦିବସ

କୋଲକତା,୧୫।୮: ଦେଶ ସାରା ଗୁରୁବାର ସ୍ବାଧୀନତା ଦିବସ ପାଳିତ ହେଉଛି। ତେବେ ପଶ୍ଚିମବଙ୍ଗର ନଦିଆ ଜିଲାରେ ଅଗଷ୍ଟ ୧୫ ବଦଳରେ ଅଗଷ୍ଟ ୧୮ରେ ସ୍ବାଧୀନତା ଦିବସ ପାଳିତ…

କୁଶଭଦ୍ରାରେ ପ୍ରଥମ ବନ୍ୟାଜଳ ପ୍ରବାହିତ

ଗୋପ,୧୫।୮(ଡି.ଏନ୍‌.ଏ): ପୁରୀ ଜିଲାରେ ପ୍ରବାହିତ କୁଶଭଦ୍ରା ନଦୀରେ ପ୍ରଥମ ବନ୍ୟାଜଳ ଆସିଥିବାବେଳେ ଗୋପ ବ୍ଲକ ଅଞ୍ଚଳ ନଦୀ କୂଳିଆ ଗାଁଗୁଡ଼ିକରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଗୋପ…

ବ୍ଲକ ସ୍ତରୀୟ ସ୍ବାଧୀନତା ଦିବସ ପାଳିତ

ଦାରିଙ୍ଗବାଡ଼ି,୧୫।୮(ଡି.ଏନ.ଏ)-ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ଗୁରୁବାର ୭୩ ତମ ସ୍ବାଧୀନତା ଦିବସ ପାଳନ କରାଯାଇଛି । ସକାଳ ୭ଟା ୧୫ ରୁ ୮ଟା ପର୍ଯ୍ୟନ୍ତ ବିଭିନ୍ନ ବିଦ୍ୟାଳୟ ସମେତ…