ଝାରସୁଗୁଡ଼ା ଜିଲାପାଳ ନିଲମ୍ବିତ

କଟକ ଅଫିସ/ଝାରସୁଗୁଡ଼ା ଅଫିସ, ୧୪।୮: ହାଇକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ଝାରସୁଗୁଡ଼ା ଜିଲାପାଳ ଜ୍ୟୋତିରଞ୍ଜନ ପ୍ରଧାନଙ୍କୁ ନିଲମ୍ବିତ କରିଛନ୍ତି। ପରବର୍ତ୍ତୀ ନିର୍ଦ୍ଦେଶ ନ ଆସିବା ଯାଏ…

ଗ୍ରାମାଞ୍ଚଳରୁ ବିପର୍ଯ୍ୟୟ ପରିଚାଳନାକୁ ଗୁରୁତ୍ୱ

ବରଗଡ଼ ଅଫିସ,୧୪।୮: ବରଗଡ଼ ଜିଲାପାଳ ଅଫିସ କକ୍ଷରେ ବୁଧବାର ବିପର୍ଯ୍ୟୟ ପରିଚାଳନା ଉପରେ ଏକ କର୍ମଶାଳା ଓ ପ୍ରଶିକ୍ଷଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ରାଜ୍ୟ…

ଆଜିର ଦିନରେ କ୍ୟାରିୟରର ପ୍ରଥମ ଶତକ ଲଗାଇଥିଲେ ସଚିନ

ନୂଆଦିଲ୍ଲୀ,୧୪।୮- ୧୯୯୦ ମସିହା ଆଜିର ଦିନରେ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ ତେନ୍ଦୁଲକର କ୍ୟାରିୟରର ପ୍ରଥମ ଅନ୍ତର୍ଜାତୀୟ ଶତକ ଲଗାଇଥିଲେ। ସେତେବେଳେ ୧୭ ବର୍ଷୀୟ ସଚିନ ଓଲ୍ଡ ଟ୍ରାଫର୍ଡଠାରେ…

ପାକିସ୍ତାନକୁ ୮ ଉଇକେଟରେ ପରାସ୍ତ କଲା ଭାରତ, ମ୍ୟାଚ୍‌ର ହିରୋ ଜମ୍ମୁ-କଶ୍ମୀର ଖେଳାଳି

ଲଣ୍ଡନ, ୧୪।୮: ଇଂଲଣ୍ଡରେ ଚାଲିଥିବା ଦିବ୍ୟାଙ୍ଗ ଟି-୨୦ ବିଶ୍ୱ କ୍ରିକେଟ୍‌ ଚାମ୍ପିଅନ୍‌ସିପ୍‌ରେ ଭାରତ ଏକ ମ୍ୟାଚ୍‌ରେ ପାକିସ୍ତାନକୁ ପରାସ୍ତ କରିଛି। ଏହି ମ୍ୟାଚର ହିରୋ ଥିଲେ ଜମ୍ମୁ-କଶ୍ମୀରର…

କଶ୍ମୀର: ୨ ମିନିଟ୍‌ ଫୋନ୍‌ରେ କଥାହେବା ପାଇଁ ଡିସି ଅଫିସ୍‌ ସମ୍ମୁଖରେ ଘଣ୍ଟା ଘଣ୍ଟା ଧରି ଅପେକ୍ଷା କରୁଛନ୍ତି ଲୋକେ

ଶ୍ରୀନଗର,୧୪।୮: ସୁରକ୍ଷା ବ୍ୟବସ୍ଥାକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ମୋବାଇଲ୍‌ ଏବଂ ଇଣ୍ଟରନେଟ୍‌ ସେବାକୁ ସାମୟିକ ବନ୍ଦ କରାଯାଇଛି। ଏହା ଦ୍ୱାରା ସ୍ଥାନୀୟ ବାସିନ୍ଦା ହଇରାଣ ହେଉଛନ୍ତି। ତେବେ…

ଖୋଲିଲା ହୀରାକୁଦ ଡ୍ୟାମ୍‌ର ୭ନଂ ଗେଟ୍‌: ନିଷ୍କାସିତ ହେଲା ପ୍ରଥମ ବନ୍ୟାଜଳ

ସମ୍ବଲପୁର,୧୪।୮(ବ୍ୟୁରୋ): ସମ୍ବଲପୁର ହୀରାକୁଦ ଡ୍ୟାମ୍‌ରୁ ବୁଧବାର ଚଳିତବର୍ଷର ପ୍ରଥମ ବନ୍ୟାଜଳ ନିଷ୍କାସିତ ହୋଇଛି। ଧାର୍ଯ୍ୟଲଗ୍ନ ଅନୁସାରେ ଅପରାହ୍ନ ୧୧ ଟା ୨୪ ମିନିଟରେ ଗୋଟିଏ ଗେଟ୍‌ରେ ବନ୍ୟାଜଳ…

ବଲିଉଡ୍‌ରେ ଦେଶଭକ୍ତିର ସଂଳାପ, ଆଜି ବି ଲୋମ ଟାଙ୍କୁରାଇ ଦିଏ

ବଲିଉଡ୍‌ରେ ଏମିତି କିଛି ଦେଶପ୍ରେମ ତଥା ଦେଶଭକ୍ତି ଫିଲ୍ମ ରହିଛି, ଯାହା ଦର୍ଶକଙ୍କୁ ଆଜି ପର୍ଯ୍ୟନ୍ତ ବାନ୍ଧି ରଖିଛି। କେବଳ ଯେ ଫିଲ୍ମ ତାହା ନୁହେଁ, ଗୋଟିଏ…

ପରିମଳ ସଚେତନତା: ଝାଡୁ ଧରିଲେ ଜିଲାପାଳ

ଶେରଗଡ଼,୧୪।୮(ଡି.ଏନ.ଏ.): ଗଞ୍ଜାମ ଜିଲା ଶେରଗଡ଼ରୁ ବୁଧବାର ସକାଳେ ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଝାଡୁଧରି ପରିମଳ ସଚେତନତାର ଶୁଭାରମ୍ଭ କରିଛନ୍ତି। ସକାଳ ସାଢ଼େ ୬ଟାରେ ଶେରଗଡ଼…

ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟ: ଶ୍ରେଣୀଗୃହରେ ଅଚେତ ହେଲେ ଛାତ୍ରୀ, ଚାଲିଛି ଚିକିତ୍ସା

ବନ୍ତ, ୧୪।୮(ସ୍ବ.ପ୍ର.): ଭଦ୍ରକ ଜିଲା ଆଗରପଡ଼ା ସରକାରୀ ବାଳିକା ଉଚ୍ଚ ବିଦ୍ୟାଳୟର ୯ମ ଶ୍ରେଣୀ କକ୍ଷରେ ବୁଧବାର କେତେକ ଛାତ୍ରୀ ହଠାତ୍‌ ଅଣନିଃଶ୍ୱାସୀ ହୋଇ ଅଚେତ ହୋଇଯାଇଛନ୍ତି।…

ଲଗାଣ ବର୍ଷା: ଧୋଇଗଲା ପୋଲର ଦୁଇ ପାର୍ଶ୍ୱ

କୋଟଗଡ଼, ୧୪।୮(ଡି.ଏନ୍‌.ଏ.): କନ୍ଧମାଳ ଜିଲା କୋଟଗଡ଼ ବ୍ଲକ ପକାରିଓ ରାଣିପଙ୍ଗା ପଞ୍ଚାୟତରେ ଗ୍ରାମ ଉନ୍ନୟନ ବିଭାଗ ଦ୍ବାରା ନୂତନ ଭାବେ ଏକ ପୋଲ ନିର୍ମାଣ ହୋଇଥିଲା। ଗତ…