ଲଗାଣ ବର୍ଷାରେ ଧୋଇଗଲା ରାସ୍ତା: ସପ୍ତାହେ ହେଲା କାଲିଗାଡ଼ୁ-ସୁଗଡ଼ବାଡ଼ି ମଧ୍ୟରେ ଯାତାୟାତ ବନ୍ଦ, ବିପଦସଙ୍କୁଳ ଭାବେ ନାଳ ପାର ହେଉଛନ୍ତି ଛାତ୍ରୀଛାତ୍ର

ରାଇକିଆ, ୧୪।୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ରାଇକିଆ ବ୍ଲକ କାଲିଗାଡୁ-ସୁଗଡବାଡି ରାସ୍ତାରେ ଏକ ସପ୍ତାହ ହେଲା ଯାତାୟାତ ବନ୍ଦ ରହିଛି। ଲଗାଣ ବର୍ଷା ଯୋଗୁଁ କାଲିଗାଡୁ ନାଳରେ ପ୍ରବଳ…

ଜମ୍ମୁରୁ ହଟିଲା ୧୪୪ ଧାରା: କଶ୍ମୀରରେ ରହିବ ଜାରି; ସୂଚନା ଦେଲେ ଏଡିଜି

ଶ୍ରୀନଗର,୧୪।୮: ଜମ୍ମୁରୁ ୧୪୪ ଧାରା ସହିତ ଅନ୍ୟ ପ୍ରତିବନ୍ଧକ ହଟାଇ ନିଆଯାଇଛି। ତେବେ କଶ୍ମୀରରେ ଏହା ପୂର୍ବବତ୍‌ ଜାରି ରହିବ। ସ୍ଥିିତିରେ ସୁଧାର ହେଲେ କିଛି ଦିନ…

ଦେଶବାସୀଙ୍କୁ ସଚିନଙ୍କ ନିବେଦନ, ଦୟାକରି ସାହାଯ୍ୟ କରନ୍ତୁ

ମୁମ୍ବାଇ, ୧୪।୮: ଦେଶବାସୀ ଏବଂ ନିଜ ଫ୍ୟାନ୍‌ମାନଙ୍କୁ ବନ୍ୟା ପ୍ରପୀଡିତଙ୍କୁ ସହାୟତା ଯୋଗାଇଦେବା ପାଇଁ ଅପିଲ୍‌ କରିଛନ୍ତି। ଟୁଇଟରେ ସଚିନ କହିଛନ୍ତି, ଦେଶର ବିଭିନ୍ନ ରାଜ୍ୟରେ ବନ୍ୟା…

ଲୁଟ୍‌ ଉଦ୍ୟମ ବିଫଳ: ଘର ମାଲିକଙ୍କ କାନ କାଟି ଫେରାର ହେଲେ ଦୁର୍ବୃତ୍ତ

କଣ୍ଟାପଡା,୧୪।୮(ଡି.ଏନ୍‌.ଏ.): କଟକ ଜିଲା ଓଲଟପୁର ଥାନା ଅନ୍ତର୍ଗତ ଅଡ଼ଶପୁର ଗ୍ରାମ ବେଢ଼ାସାହିର ଜଣେ ବ୍ୟକ୍ତିଙ୍କ ଘରୁ ମଙ୍ଗଳବାର ବିଳମ୍ବିତ ରାତିରେ ୨ ଦୁର୍ବୃତ୍ତ ଲୁଟ୍‌ ଉଦ୍ୟମ କରି…

ପାକିସ୍ତାନ ରାଷ୍ଟ୍ରପତି ଦେଖାଇଲେ ନାଲିଆଖି: କହିଲେ ଯୁଦ୍ଧ ହେଲେ ଜେହାଦ୍‌ରେ ଦିଆଯିବ ଉତ୍ତର

ଇସଲାମାବାଦ୍‌,୧୪।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ନେଇ ପାକିସ୍ତାନର ଅବସ୍ଥା ଭୋକ ବିକଳରେ ତାଟିଆ କାମୁଡ଼ା ଭଳି ହୋଇଛି। ପୂର୍ବରୁ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାଁ ବିଭିନ୍ନ ବିବାଦୀୟ ମନ୍ତବ୍ୟ…

ପାନୀୟ ଜଳସଙ୍କଟ: ୧୫୦ ଛାତ୍ରୀଙ୍କ କେଶ କଟାଇଲେ ପ୍ରିନ୍ସିପଲ୍‌

ମେଡକ, ୧୪।୮: ପାନୀୟ ଜଳସଙ୍କଟ ଯୋଗୁ ତେଲେଙ୍ଗାନାର ଏକ ସରକାରୀ ସ୍କୁଲରେ ୧୫୦ ଛାତ୍ରୀଙ୍କ କେଶ କଟା ଯାଇଛି। ଛାତ୍ରୀମାନେ ରହୁଥିବା ହଷ୍ଟେଲରେ ପିଇବା ପାଣିର ଘୋର…

ନିଜକୁ ଗୁଳି ମାରି ଆତ୍ମହତ୍ୟା କଲେ ଡିସିପି

ଫରିଦାବାଦ୍‌,୧୪।୮: ହରିୟାଣାରେ ବୁଧବାର ଏକ ଅଭାବନୀୟ ଘଟଣା ଘଟିଛି। ଫରିଦାବାଦର ଡେପୁଟୀ କମିଶନର ଅଫ୍‌ ପୋଲିସ୍‌(ଡିସିପି) ବିକ୍ରମ କପୁର ବୁଧବାର ସକାଳୁ ନିଜ ବାସଭବନରେ ଗୁଳିମାରି ଆତ୍ମହତ୍ୟା…

ମୋଦିଙ୍କୁ ଏଥର ବି ରାଖୀ ବାନ୍ଧିବେ ପାକିସ୍ତାନ ଭଉଣୀ

ନୂଆଦିଲ୍ଲୀ,୧୪।୮: ସାରା ଦେଶରେ ରାଖୀ ପୂର୍ଣ୍ଣିମା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଭାଇ ହାତରେ ରାଖୀ ବାନ୍ଧିବା ପାଇଁ ଭଉଣୀ ସଜବାଜ ଆରମ୍ଭ କରିଦେଲେଣି। ରାଖୀ ଅବସରରେ…

ଅଭିନନ୍ଦନଙ୍କୁ ମିଳିବ ବୀର ଚକ୍ର

ନୂଆଦିଲ୍ଲୀ,୧୪।୮: ଓ୍ବିଙ୍ଗ୍‌ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ବୀର ଚକ୍ର ସମ୍ମାନରେ ସମ୍ମାନୀତ କରାଯିବ। ଏହା ଭାରତର ତୃତୀୟ ସମ୍ମାନ ଜନକ ମେଡାଲ। ବାଲାକୋଟ ଏୟାର ଷ୍ଟ୍ରାଇକ୍‌ର ଗୋଟିଏ…

ଶାହଙ୍କ ନେତୃତ୍ୱରେ ଭାଜପା ଲଢ଼ିବ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ନିର୍ବାଚନ

ନୂଆଦିଲ୍ଲୀ,୧୪।୮: ଚଳିତ ବର୍ଷ ଶେଷରେ ଝାଡ଼ଖଣ୍ଡ,ମହାରାଷ୍ଟ୍ର ଓ ହରିୟାଣା ଆଦି ୩ ରାଜ୍ୟର ବିଧାନସଭା ନିର୍ବାଚନ ହେବ। ଏହି ନିର୍ବାଚନରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହଙ୍କ ନେତୃତ୍ୱରେ…