ଭ୍ରାମ୍ୟମାଣ ମାଗଣା ଚିକିତ୍ସା ଶିବିର ଉଦ୍‌ଘାଟିତ:୨ୟ, ୪ର୍ଥ ମଙ୍ଗଳବାର ଜାରି ରହିବ କାର୍ଯ୍ୟକ୍ରମ

ବୋଲଗଡ଼,୧୪ା୮(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଦେଶ ପଞ୍ଚାୟତ କାର୍ଯ୍ୟାଳୟଠାରେ ମଙ୍ଗଳବାର ପିପୁଲ୍ସ ଫୋରମ୍‌ ପକ୍ଷରୁ ଭ୍ରାମ୍ୟମାଣ ମାଗଣା ଚିକିତ୍ସା ଶିବିର ଉଦ୍‌ଘାଟିତ ହୋଇଯାଇଛି। ଅନ୍ନପୂର୍ଣ୍ଣା ଫାଇନାନ୍ସ ଏଥିରେ ସହଯୋଗ କରିଥିଲା।…

ବର୍ଷା ପାଇଁ ସମ୍ବଲପୁର-ଟିଟିଲାଗଡ଼ ସେକ୍ସନରେ ସେବା ବ୍ୟାହତ: ୯ ଟ୍ରେନ ବାତିଲ, ୧୧ଟିର ଗତିପଥ ବଦଳିଲା

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ…

ପିଆଇସିଟିକୁ ଅହେତୁକ ଅନୁକମ୍ପା : କ୍ଲିନ କାର୍ଗୋ ବର୍ଥରେ ପରିବହନ ହେଉଛି ଡଷ୍ଟ କାର୍ଗୋ

ପାରାଦୀପ,୧୪ା୮(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ ପର୍ଯ୍ୟାୟ କ୍ରମେ ସବୁ ବ୍ୟବସ୍ଥାର ଘରୋଇକରଣ ହୋଇଚାଲିଛି। ଏହି ବ୍ୟବସ୍ଥାରେ ବନ୍ଦର ବର୍ଥଗୁଡିକ ଘରୋଇ ସଂସ୍ଥାକୁ ବିଓଟି…

ବର୍ଷାଦିନେ ନଦୀବନ୍ଧ ପଥର ପ୍ୟାକିଂ : ସୂଚନା ଫଳକରେ ସୀମିତ ରହିଛି କାର୍ଯ୍ୟ

ନାଉଗାଁ,୧୪।୮(ସ୍ବ.ପ୍ର.): ନାଉଗାଁ ବ୍ଲକର ଗଜରାଜପୁର, ରୋହିଆ, ବଛାଳୋ, ଗଳଦାରୀ, ଶିଖର, ଓଷକଣା ଓ କୋରୁଅ ଆଦି ପଞ୍ଚାୟତ ଦେଇ ପ୍ରବାହିତ ହୋଇଛି ଦେବୀ ନଦୀ। ତଳିଆ ଅଞ୍ଚଳ…

ପିଓକେରେ ସ୍ବାଧୀନତା ଦିବସ ପାଳିବେ ଇମ୍ରାନ୍‌

ଇସ୍‌ଲମାବାଦ,୧୪ା୮ (ଆଇଏଏନ୍‌ଏସ୍‌): ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍‌ ଖାନ୍‌ ପାକ୍‌-ଅଧିକୃତ କଶ୍ମୀର (ପିଓକେ)ରେ ବୁଧବାର ସ୍ବାଧୀନତା ଦିବସ ପାଳନ କରିବେ। ଏହାସହ ସେ ସେଠାକାର ବିଧାନସଭାକୁ ସମ୍ବୋଧିତ କରିବେ।…

ପାଏନ୍‌ ଘେରରେ ଗୌଡ଼ଗାଁ ଅଙ୍ଗନଓ୍ବାଡି କେନ୍ଦ୍ର

ଉଲୁଣ୍ଡା,୧୪ା ୮(ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକରେ ଦିନାକେତେ ହେଲା ଲଘୁଚାପ ପରଭାବରେ ବରଷା ଲାଗି ରହିଛେ। ଲଗାତାର ବରଷା ଲାଗି ଗୌଡ଼ଗଁା ୧ ନମ୍ବର ଅଙ୍ଗନଓ୍ବାଡି…

୫ ଜିଲାରେ ବନ୍ୟା, ୯ ମୃତ

ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ଲଘୁଚାପଜନିତ ଲଗାଣ ବର୍ଷାରେ ଦକ୍ଷିଣ-ପଶ୍ଚିମ ଓଡ଼ିଶା ସ୍ଥିତି ସଙ୍ଗିନ ହୋଇପଡ଼ିଛି। ବିଶେଷ କରି ୫ ଜିଲା ବଲାଙ୍ଗୀର, ବୌଦ୍ଧ, କଳାହାଣ୍ଡି, ସୁବର୍ଣ୍ଣପୁର ଓ କନ୍ଧମାଳରେ…

ଘର ଭାଂଗିଦେଲା ଜଂଗଲି ହାତୀ:ଅଲପ୍‌କେ ବରତିଲେ ପରିବାର ଲୋକ୍‌

ଉଲୁଣ୍ଡା, ୧୪ା୮ (ଡି.ଏନ୍‌.ଏ): ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ କୋଟସମଲାଇ ପଁଚେତ୍‌ ଖଜୁରିଆପାଲି ଗଁାରେ ଜଂଗଲି ହାତୀକର ଉତ୍‌ପାତ ଦେଖ୍‌ବାକେ ମିଲିଛେ। ସୋମବାର ଅଧ୍‌ରାତିରେ ଇ ଗଁାର…

ଜିଲା ପରିଷଦ ଜୋନସ୍ତରୀୟ ଶିକ୍ଷା ସମୀକ୍ଷା ବୈଠକ

ସିନାପାଲି,୧୪।୮(ଡି.ଏନ.ଏ.)-ନୂଆପଡ଼ା ଜିଲା ସିନାପାଲି ବ୍ଲକ୍‌ କାର୍ଯ୍ୟାଳୟ ସଭାଗୃହରେ ୧୪ ନଂ. ଜିଲା ପରିଷଦ ଜୋନସ୍ତରରେ ସମସ୍ତ ବିଦ୍ୟାଳୟ ଏକ ସମୀକ୍ଷା ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଥିଲ। ଗୋଷ୍ଠୀ…

ଗୋଡଫୁଲା ଗାଁ ବସ୍ତିରେ ଆଣ୍ଠୁଏ ପାଣି

ନୂଆପଡା ଅଫିସ,୧୪ା୮-ନୂଆପଡା ଜିଲା ସଦର ବ୍ଲକର ଗୋଡଫୁଲା ଗ୍ରାମପଞ୍ଚାୟତ ସଦର ଗାଁରେ ଲଗାଣ ବର୍ଷା ଲାଗିରହିଥିବାରୁ ଏଠାରେ ନାହିଁ ନ ଥିବା ଅସୁବିଧା ହୋଇଛି । ଗାଁରେ…