ଆମ୍ବୁଲାନ୍ସ ଅଚଳ: ରୋଗୀ ହୀନସ୍ତା

ଢେଙ୍କାନାଳ ଅଫିସ, ୧୪।୮-ଅଧାରାସ୍ତାରେ ଅଚଳ ହୋଇପଡ଼ିଲା ଆମ୍ବୁଲାନ୍ସ। ଫଳରେ ଯନ୍ତ୍ରଣାରେ ଛଟପଟ ହୋଇଥିଲେ ପକ୍ଷାଘାତ ରୋଗୀ। ଏପରି ଏକ ଘଟଣା ଦେଖିବାକୁ ମିଳିଛି ଢେଙ୍କାନାଳ ସଦରରେ। କାମାକ୍ଷାନଗର…

ବର୍ଷା ବଢ଼ାଇଲା ଦୁର୍ଦ୍ଦଶା: ଡାକ୍ତରଖାନାରେ ପଶିଲା ଡ୍ରେନ ପାଣି

ପାଲଲହଡା,୧୪।୮(ଡି.ଏନ.ଏ.)-ଅନୁଗୋଳ ଜିଲା ପାଲଲହଡା ଉପଖଣ୍ଡ ଚିକିତ୍ସାଳୟରେ ମଙ୍ଗଳବାର ଡ୍ରେନ ପାଣି ପଶିଯିବାରୁ ରୋଗୀ ଓ ସେମାନଙ୍କ ସମ୍ପର୍କୀୟମାନେ ହନ୍ତସନ୍ତ ହୋଇଛନ୍ତି। ସୋମବାରଠାରୁ ଲାଗି ରହିଥିବା ବର୍ଷା ଯୋଗୁ…

ପିଜି ଆବେଦନ ଫର୍ମରେ ତ୍ରୁଟି ଅଭିଯୋଗ: ଜିଲା ପ୍ରଶାସନର ଦ୍ୱାରସ୍ଥ ହେଲେ ଛାତ୍ର

ଅନୁଗୋଳ ଅଫିସ, ୧୪।୮-ଅନୁଗୋଳ ସରକାରୀ ସ୍ବୟଂଶାସିତ ମହାବିଦ୍ୟାଳୟର ପିଜି ଫର୍ମରେ ତ୍ରୁଟି ଥିବା ସମ୍ପର୍କରେ କର୍ତ୍ତୃପକ୍ଷଙ୍କୁ ଜଣାଯାଇଥିଲେ ମଧ୍ୟ କେହି କର୍ଣ୍ଣପାତ କରୁ ନ ଥିବା କଲେଜର…

ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ଯାଞ୍ଚ କଲେ ବିଧାୟକ

ବଇଣ୍ଡା,୧୪।୮(ଡି.ଏନ.ଏ.)-ଆଠମଲ୍ଲିକ ବିଧାୟକ ରମେଶ ଚନ୍ଦ୍ର ସାଏ ମଙ୍ଗଳବାର କିଶୋରନଗର ବ୍ଲକର ବିଭିନ୍ନ ବିଦ୍ୟାଳୟ ପରିଦର୍ଶନ କରିଛନ୍ତି। ବଇଣ୍ଡା ରାମଦେଓ ନୋଡାଲ ଉଚ୍ଚ ବିଦ୍ୟାଳୟ ପରିଦର୍ଶନରେ ଆସି ବିଧାୟକ…

ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ପରାମର୍ଶଦାତା କମିଟି ବୈଠକ ଚିହ୍ନଟ: ବିସ୍ଥାପିତଙ୍କ ଥଇଥାନ ନେଇ ଗୁରୁତ୍ୱ

ବ୍ରହ୍ମପୁର ଅଫିସ,୧୪ା୮-ଅବିଭକ୍ତ ଗଞ୍ଜାମ -ଗଜପତି ଜିଲା ଆର.ଉଦୟଗିରି ବ୍ଲକ ଆଦିବାସୀ ଅଧ୍ୟୁଷିତ ପଞ୍ଚାୟତ ଛେଳିଗଡ଼ ନିକଟରେ ଦୀର୍ଘବର୍ଷରୁ ପ୍ରସ୍ତାବିତ ଛେଳିଗଡ଼ ଜଳ ବିଦ୍ୟୁତ୍‌ ପ୍ରକଳ୍ପ ନିର୍ମାଣ ବିଳମ୍ବ…

ପ୍ରଦ୍ୟୁମ୍ନ ହତ୍ୟା ମାମଲା: ପ୍ରମାଣ ଅଭାବରୁ ଅଭିଯୁକ୍ତ ନିର୍ଦ୍ଦୋଷରେ ଖଲାସ

ଭଞ୍ଜନଗର,୧୪।୮(ଡି.ଏନ.ଏ)-ଜଗନ୍ନାଥପ୍ରସାଦ ଥାନା ଗୋଚ୍ଛାବାଡ଼ିର ପ୍ରଦ୍ୟୁମ୍ନ କୁମାର ନାୟକ ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଭଞ୍ଜନଗର ଏଡ଼ିଜେ ମହଲତ ସା ମାମଲାର ବିଚାର କରି ୭…

ବର୍ଷାରେ ଗଛ ପଡ଼ି ରାସ୍ତା ଅବରୋଧ

ଭଞ୍ଜନଗର,୧୪।୮(ଡି.ଏନ.ଏ)-ସୋମବାର ରାତିରେ ଭଞ୍ଜନଗର ଅଞ୍ଚଳରେ ପ୍ରବଳ ବର୍ଷା ହୋଇଥିଲା। ଏହାର ପ୍ରଭାବରେ ଗ୍ରାମାଞ୍ଚଳରେ ବିଦ୍ୟୁତ୍‌ ସେବା ମଧ୍ୟ ପ୍ରଭାବିତ ହୋଇଥିଲା। ସ୍ଥାନୀୟ ସାଉଥ୍‌କୋ କାର୍ଯ୍ୟାଳୟ ସମ୍ମୁଖରେ ଥିବା…

ପାଣି ସ୍ରୋତରେ ନଷ୍ଟ ହେଉଛି ରାସ୍ତା

ଗୋପାଳପୁର,୧୪ା୮-ରାସ୍ତା ଓ କୋଠାବାଡ଼ି (ଆର ଆଣ୍ଡ ବି) ବ୍ରହ୍ମପୁର-୧ ବିଭାଗ ପକ୍ଷରୁ ବ୍ରହ୍ମପୁର ଓ ହରିପୁରକୁ ସଂଯୋଗ କରୁଥିବା ଏକ ଝୁଲା ବ୍ରିଜ୍‌ ନିର୍ମାଣ ଚାଲିଛି। ଏଥିପାଇଁ…

ଥାନାରେ ଅଭିଯୁକ୍ତଙ୍କ ଆତ୍ମହତ୍ୟା ଉଦ୍ୟମ

ଦିଗହପଣ୍ଡି/ପାଟପୁର, ୧୪ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା ପାଟପୁର ଥାନାରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ହତ୍ୟା ମାମଲାର ତଦନ୍ତ ପାଇଁ ପୋଲିସ ଥାନାକୁ ଆଣିଥିବା ଜଣେ ଯୁବକ…

ଗଜପତି, ଗଞ୍ଜାମରେ ସବୁଠୁ କମ୍‌ ବର୍ଷା

ବ୍ରହ୍ମପୁର ଅଫିସ୍‌,୧୪ା୮-ଉତ୍ତର-ପଶ୍ଚିିମ ବଙ୍ଗୋପସାଗରରେ ଦେଖା ଦେଇଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ବର୍ଷା ହୋଇଛି। କିନ୍ତୁ ରାଜ୍ୟର ଅନ୍ୟ ଜିଲାଗୁଡ଼ିକ ତୁଳନାରେ ଦକ୍ଷିଣ ଓଡ଼ିଶାର ଦୁଇଟି ପ୍ରମୁଖ…