ଭାପୁର,୧୪।୮(ଡି.ଏନ.ଏ)-ଜେଲ ହାଜତରେ ବିଚାରାଧୀନ କଏଦୀ ଭାବେ ଥିବା ଜଣେ ଯୁବକ ୩ ମାସ ମଧ୍ୟରେ ୩ ଥର ଚମ୍ପଟ ମାରିଥିଲେ। ଏହା ଜେଲ କର୍ମଚାରୀ ଓ ପୋଲିସ…
ଭାପୁର,୧୪ା୮ (ଡି.ଏନ୍.ଏ.):ଭାପୁର ବ୍ଲକ ବାଇଗୁଣିଆ ଗ୍ରାମର ଦାଣ୍ଡ ସାହିରେ ରବିବାର ଅପରାହ୍ନରେ ଆକସ୍ମିକ ଅଗ୍ନିକାଣ୍ଡ ଘଟି ୨ ପରିବାରଙ୍କ ୨ ବଖରା ଜଳିିଯାଇଛି। ଅଗ୍ନିକାଣ୍ଡରେ ଗୋଟିଏ ବାଇକ୍…
ଜୟପୁର,୧୪ା୮(ନି.ପ୍ର./ଡି.ଏନ୍.ଏ.): ବିଶାଖପାଟଣା-କିରଣ୍ଡୁଲ ଏକ୍ସପ୍ରେସ୍ରୁ ମଙ୍ଗଳବାର ଇନସାସ୍ ରାଇଫଲର ୬୦ ରାଉଣ୍ଡ ଗୁଳି (୩ଟି ମାଗାଜିନ) ଏବଂ ଗୋଟିଏ ୟୁନିଫର୍ମ ବେଲ୍ଟ ଉଦ୍ଧାର କରିଛି କୋରାପୁଟ ଜିଲା ଜୟପୁର…
ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.):ଖଣ୍ଡପଡ଼ା-ବାହାଡ଼ା ରାସ୍ତା ପୂର୍ତ୍ତ ବିଭାଗ ବଙ୍ଗଳା ନିକଟସ୍ଥ ରାସ୍ତାରେ ଥିବା ଏକ କଲଭର୍ଟ ଗାର୍ଡୱାଲ ଭାଙ୍ଗି ତଳେ ଖସିପଡିଛି ା କିଛିଦିନ ତଳେ ଏକ ବାଲି ବୋଝେଇ…
ଖଣ୍ଡପଡ଼ା,୧୪ା୮(ସ୍ବ.ପ୍ର.)-ମନ୍ଦିର ଉନ୍ନତି ନାମରେ ଦେବୋତ୍ତର ବିଭାଗ ବିଭିନ୍ନ ସ୍ଥାନରେ ଥିବା ଦେବୋତ୍ତର ଜାଗାକୁ ବିକ୍ରିକରି ଦେବା ଯୋଗୁ ଏହା କଣ୍ଟିଲୋ ଗ୍ରାମବାସୀଙ୍କ ପାଇଁ ମୁଣ୍ଡବ୍ୟଥାର କାରଣ ପାଲଟିଛି…
ନୂଆଦିଲ୍ଲୀ,୧୪ା୮: ଜମ୍ମୁ-କଶ୍ମୀର ଗସ୍ତ କରିବାକୁ ଚାହୁଁଥିବା କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କ ସହ ରାଜ୍ୟପାଳ ସତ୍ୟପାଲ ମଲିକଙ୍କ ବାକ୍ଯୁଦ୍ଧ ଜୋରଧରିବାରେ ଲାଗିଛି। ଜମ୍ମୁ-କଶ୍ମୀରରେ ଲୋକେ ମରୁଥିବାବେଳେ ସବୁକିଛି…
ବୋଲଗଡ଼,୧୪ା୮(ଡି.ଏନ.ଏ.)-ବୋଲଗଡ଼ ବ୍ଲକ ବାଙ୍କୋଇଦେଶ ପଞ୍ଚାୟତ କାର୍ଯ୍ୟାଳୟଠାରେ ମଙ୍ଗଳବାର ପିପୁଲ୍ସ ଫୋରମ୍ ପକ୍ଷରୁ ଭ୍ରାମ୍ୟମାଣ ମାଗଣା ଚିକିତ୍ସା ଶିବିର ଉଦ୍ଘାଟିତ ହୋଇଯାଇଛି। ଅନ୍ନପୂର୍ଣ୍ଣା ଫାଇନାନ୍ସ ଏଥିରେ ସହଯୋଗ କରିଥିଲା।…
ଭୁବନେଶ୍ୱର, ୧୪ା୮(ବ୍ୟୁରୋ): ସୋମବାର ରାତିରୁ ମଙ୍ଗଳବାର ସକାଳ ପର୍ଯ୍ୟନ୍ତ ଅବିରତ ବର୍ଷା ଯୋଗୁ ବିଶେଷକରି ପଶ୍ଚିମ ଓଡ଼ିଶାରେ ବନ୍ୟା ପରିସ୍ଥିତି ଉପୁଜିଛି। ଫଳରେ ସମ୍ବଲପୁର-ଟିଟିଲାଗଡ଼ ରେଳ ସେକ୍ସନରେ…
ପାରାଦୀପ,୧୪ା୮(ସ୍ବ.ପ୍ର.): ଦେଶର ଦ୍ୱିତୀୟ ବୃହତ ବନ୍ଦର ପାରାଦୀପରେ ଏବେ ପର୍ଯ୍ୟାୟ କ୍ରମେ ସବୁ ବ୍ୟବସ୍ଥାର ଘରୋଇକରଣ ହୋଇଚାଲିଛି। ଏହି ବ୍ୟବସ୍ଥାରେ ବନ୍ଦର ବର୍ଥଗୁଡିକ ଘରୋଇ ସଂସ୍ଥାକୁ ବିଓଟି…
ନାଉଗାଁ,୧୪।୮(ସ୍ବ.ପ୍ର.): ନାଉଗାଁ ବ୍ଲକର ଗଜରାଜପୁର, ରୋହିଆ, ବଛାଳୋ, ଗଳଦାରୀ, ଶିଖର, ଓଷକଣା ଓ କୋରୁଅ ଆଦି ପଞ୍ଚାୟତ ଦେଇ ପ୍ରବାହିତ ହୋଇଛି ଦେବୀ ନଦୀ। ତଳିଆ ଅଞ୍ଚଳ…