ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଦାୟିତ୍ୱ ନେଲେ ବିଧାୟକ ଶ୍ରୀକାନ୍ତ ସାହୁ

ଛତ୍ରପୁର,୧୩।୮(ଡି.ଏନ୍‌.ଏ .): ଗଞ୍ଜାମ ଜିଲା ଯୋଜନା କମିଟି ଅଧ୍ୟକ୍ଷ ଭାବେ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁ ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଛତ୍ରପୁରସ୍ଥିତ ଜିଲା ଗ୍ରାମ୍ୟ ଉନ୍ନୟନ…

ଭାଜପା ହାତ ଧରିଲେ ୧୦ ଏସ୍‌ଡିଏଫ୍‌ ବିଧାୟକ

ନୂଆଦିଲ୍ଲୀ,୧୩।୮: ସିକ୍କିମ ଡେମୋକ୍ରାଟିକ ଫ୍ରଣ୍ଟ(ଏସ୍‌ଡିଏଫ୍‌)ର ୧୦ ଜଣ ବିଧାୟକ ମଙ୍ଗଳବାର ଭାଜପାରେ ଯୋଗ ଦେଇଛନ୍ତି। ନୂଆଦିଲ୍ଲୀରେ ଥିବା ଦଳର ମୁଖ୍ୟ କାର୍ଯ୍ୟାଳୟରେ ଭାଜପାର କାର୍ଯ୍ୟକାରୀ ଅଧ୍ୟକ୍ଷ ଜେପି…

ପୋଲାର୍ଡଙ୍କ ସହ ହ୍ୟାଙ୍ଗ ଆଉଟ୍‌ କଲେ ଟିମ୍‌ ଇଣ୍ଡିଆ ଖେଳାଳି

ନୂଆଦିଲ୍ଲୀ,୧୩।୮- ଓ୍ବେଷ୍ଟଇଣ୍ଡିଜ ଦଳର ଅନ୍ୟତମ ବିପଜ୍ଜନକ ବ୍ୟାଟ୍ସମ୍ୟାନ କିରୋନ ପୋଲାର୍ଡ ଭାରତୀୟ କ୍ରିକେଟର ଶିଖର ଧାଓ୍ବନ, ନବଦୀପ ସାଇନି, ଶ୍ରେୟାସ ଆୟାର, ଖଲିଲ ଅହମ୍ମଦ, ରିଦ୍ଦିମାନ ଶାହ…

ଗିରଫ ହେବେ ଥରୁର

କୋଲକାତା,୧୩।୮: ବରିଷ୍ଠ କଂଗ୍ରେସ ନେତା ଶଶି ଥରୁରଙ୍କ ନାଁରେ ଏକ ଗିରଫ ପରଓ୍ବାନା ଜାରି କରାଯାଇଛି। କୋଲକତା ମାଜିଷ୍ଟ୍ରେଟ୍‌ ମେଟ୍ରୋପଲିଟାନ୍‌ କୋର୍ଟ ଥରୁରଙ୍କ ନାଁରେ ଏହି ଓ୍ବାରେଣ୍ଟ…

ଚିଦାମ୍ବରମ୍‌ ପୃଥିବୀ ଉପରେ ବୋଝ: ପଲାନିସ୍ବାମୀ

ଚେନ୍ନାଇ,୧୩।୮: ତାମିଲନାଡୁ ମୁଖ୍ୟମନ୍ତ୍ରୀ କେ. ପଲାନିସ୍ବାମୀ କଂଗ୍ରେସର ବରିଷ୍ଠ ସଦସ୍ୟ ପି. ଚିଦାମ୍ବରମ୍‌ଙ୍କୁ କଡ଼ା ସମାଲୋଚନା କରିଛନ୍ତି। ଚିଦାମ୍ବରମ୍‌ ପୃଥିବୀ ଉପରେ ଏକ ବୋଝ ବୋଲି ସେ…

କାହିଁକି ପଡିଆରେ ଡ୍ୟାନ୍ସ କରନ୍ତି, ରାଜ୍‌ ଖୋଲିଲେ କୋହଲି

ଗୁୟାନା, ୧୩।୮: ଭାରତୀୟ ଦଳର ଅଧିନାୟକ ବିରାଟ କୋହଲିଙ୍କୁ ପଡିଆରେ ବେଳେବେଳେ ଡ୍ୟାନ୍ସ କରୁଥିବାର ଦେଖାଯାଏ। ନିକଟରେ ଓ୍ବେଷ୍ଟଇଣ୍ଡିଜ୍‌ ବିପକ୍ଷ ପ୍ରଥମ ଏକଦିବସୀୟ ମ୍ୟାଚ୍‌ରେ ସେ ଖୁବ୍‌…

ବର୍ଷା ଯୋଗୁ ବଲାଙ୍ଗୀର ଜିଲାର ସମସ୍ତ ସ୍କୁଲ, କଲେଜ ଛୁଟି

ବଲାଙ୍ଗୀର ଅଫିସ, ୧୩।୮: ବଲାଙ୍ଗୀର ସହର ସମେତ ଜିଲାର ବିଭିନ୍ନ ଅଞ୍ଚଳରେ ବର୍ଷା ଲାଗି ରହିଛି। ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ମଙ୍ଗଳବାର ଜିଲାର ସମସ୍ତ ସ୍କୁଲ,…

ବନ୍ୟାଞ୍ଚଳ ଗସ୍ତ ନ କରି ବିରିୟାନୀ ଖାଇବାରେ ବ୍ୟସ୍ତ ସିଦ୍ଧରମେୟା: ଭାଜପା

ବେଙ୍ଗାଲୁରୁ,୧୩।୮: ଲଗାଣ ବର୍ଷା ଓ ବନ୍ୟା ଯୋଗୁ ବେହାଲ ହୋଇପଡ଼ିଛି କର୍ନାଟକ। ରାଜ୍ୟର କେତେକ ସହର ଜଳାର୍ଣ୍ଣବ ହୋଇଥିବା ବେଳେ ଏଥିଯୋଗୁ ୪୮ଜଣଙ୍କ ଜୀବନ ଗଲାଣି। ହେଲେ…

ବାବର ମସଜିଦ୍‌ ନିର୍ମାଣ କରିଥିଲେ: ଏହାର ନାହିଁ ପ୍ରମାଣ

ନୂଆଦିଲ୍ଲୀ,୧୩।୮: ଅଯୋଧ୍ୟାର ରାମଜନ୍ମ ଭୂମି-ବାବରୀ ମସଜିଦ୍‌ ମାମଲାରେ ମଙ୍ଗଳବାର ରାମଲଲାଙ୍କ ପକ୍ଷରୁ ଆଇନଜୀବୀ ଏସ୍‌.ସି. ବୈଦନାଥନ୍‌ ସୁପ୍ରିମ୍‌କୋର୍ଟ ପ୍ରଧାନ ବିଚାରପତି ରଞ୍ଜନ ଗୋଗୋଇଙ୍କ ନେତୃତ୍ୱରେ ଗଠିତ ୫…

ଭାରତୀୟ ଅଭିନେତ୍ରୀଙ୍କୁ ଅପହରଣ କରିନେଇ ବିବାହ କରିବାକୁ ଚାହୁଁଥିଲେ ଏହି କ୍ରିକେଟର୍‌

ବଲିଉଡ ଏବଂ କ୍ରିକେଟରଙ୍କ ପ୍ରେମ ସମ୍ପର୍କ ବହୁ ପୁରୁଣା। ବହୁ ପୁରୁଖା କ୍ରିକେଟର ବଲିଉଡ ଅଭିନେତ୍ରୀଙ୍କୁ ପ୍ରେମ ଓ ବିବାହ କରିବା ଖବର ସର୍ବଦା ଚର୍ଚ୍ଚାରେ ଥାଏ।…