୧୬ରେ ଆନ୍ଦୋଳନକୁ ଓହ୍ଲାଇବେ ୫୦ ହଜାର ଶିକ୍ଷକ, କର୍ମଚାରୀ

ଭୁବନେଶ୍ୱର, ୧୩।୮(ବ୍ୟୁରୋ): ଆସନ୍ତା ୧୬ ତାରିଖ ‘ଶିକ୍ଷକ ଦାବି ଦିବସ’ରେ ନିଜର ହକ୍‌ ପାଇଁ ୫୦ ହଜାର ଶିକ୍ଷକ ଓ କର୍ମଚାରୀ ରାସ୍ତାକୁ ଓହ୍ଲାଇବେ। ଓଡ଼ିଶା ସ୍କୁଲ…

ରାସ୍ତା ଉପରେ ପାଣି, ଯୋଗାଯୋଗ ବିଚ୍ଛିନ୍ନ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ବ୍ଲକ ନେଡିପଦରଠାରୁ ଜାର୍ଗିପଦର ପର୍ଯ୍ୟନ୍ତ ପ୍ରଧାନମନ୍ତ୍ରୀ ଗ୍ରାମ ସଡକ ଯୋଜନା(ପିଏମ୍‌ଜିଏସ୍‌ୱାଇ)ରେ ହୋଇଥିବା ରାସ୍ତା ପାର୍ଶ୍ୱ ବର୍ଷାରେ ଧୋଇ ଯାଇଥିଲା। ଏବେ ଏହି ରାସ୍ତା ବୁଡିଯାଇଛି।…

ଗଞ୍ଜେଇ ଜବତ, ୨ ଗିରଫ

ଫିରିଙ୍ଗିଆ,୧୩ା୮: ଫିରିଙ୍ଗିଆ ପୋଲିସ ମାଶ୍ରିପଡା ରାସ୍ତା ପୁକେରିମା ସାହିରେ ଚଢ଼ାଉ କରି ଏକ ବୋଲରରୁ ୧ କୁଇଣ୍ଟାଲ ୬ କେଜି ଗଞ୍ଜେଇ ଜବତ କରିଛି। ଏହି ଘଟଣାରେ…

ବେକାବୁ ହେଲାଣି ବନ୍ୟା: ଭୂସ୍ଖଳନରେ ୯ ମୃତ

ନୂଆଦିଲ୍ଲୀ, ୧୩ା୮(ପି.ଟି.): କେରଳ, କର୍ନାଟକ, ମହାରାଷ୍ଟ୍ର, ଗୁଜରାଟରେ ବର୍ଷାଜନିତ ବନ୍ୟା ପରିସ୍ଥିତି ଏବେ ବି ଗମ୍ଭୀର ରହିଥିବାବେଳେ ଉଦ୍ଧାର ଓ ରିଲିଫ କାର୍ଯ୍ୟ ଜାରି ରହିଛି। ଏଥିସହ…

ପ୍ରତି ସକାଳେ ପତାକା ଉତ୍ତୋଳନ

ବ୍ରହ୍ମପୁର ଅଫିସ୍‌,୧୩ା୮- ତ୍ରିରଙ୍ଗା କେବଳ ଯେ ଆମ ଦେଶର ଜାତୀୟ ପତାକା ତାହା ନୁହଁ, ଏହା ପ୍ରତ୍ୟେକ ଭାରତୀୟଙ୍କ ଗର୍ବ ଏବଂ ଗୌରବର ପ୍ରତୀକ। ଯିଏ, ଯେଉଁଠି,…

ବିଦ୍ୟୁତ୍‌ ଆଘାତରେ ନାବାଳକଙ୍କ ମୃତ୍ୟୁ, ରାସ୍ତାରୋକୋ

ଭଞ୍ଜନଗର,୧୩।୮(ଡି.ଏନ.ଏ.)- ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଗୁଣ୍ଡିରିବାଡ଼ିରେ ସୋମବାର ଅପରାହ୍ନ ପ୍ରାୟ ସାଢ଼େ ୩ଟାରେ ବିଦ୍ୟୁତ୍‌ ଖୁଣ୍ଟକୁ ଭିଡିକରି ରଖିବା ନିମନ୍ତେ ଲାଗିଥିବା ଷ୍ଟେ ତାରରେ ଲାଗି…

ବିନା ଲିଜ୍‌ରେ ପଥର ଖାଦାନ, ବେଧଡ଼କ ପଥରଫଟା

ଦିଗପହଣ୍ଡି,୧୩ା୮(ଡି.ଏନ.ଏ.)- ଦିଗପହଣ୍ଡି ଓ କୁକୁଡ଼ାଖଣ୍ଡି ତହସିଲ ଇଲାକାରେ ଥିବା କେରାଣ୍ଡିମାଳ ପର୍ବତକୁ ଗତ ପ୍ରାୟ ୧୫ ବର୍ଷ ନିର୍ଦ୍ଦିଷ୍ଟ କେତେଜଣ ପଥର ମାଫିଆ ଲୁଟି ଚାଲିଛନ୍ତି। ଏଠାରୁ…

ସର୍ବୋଚ୍ଚ ରାମ ମୂର୍ତ୍ତି ନିର୍ମାଣରେ ଅନିଶ୍ଚିତତା

ଅଯୋଧ୍ୟା,୧୩ା୮(ଆଇଏଏନ୍‌ଏସ୍‌): ଅଯୋଧ୍ୟା ରାମ ଜନ୍ମଭୂମି-ବାବ୍ରୀ ମସ୍‌ଜିଦ ଜମି ବିବାଦ ମାମଲାର ଦୈନନ୍ଦିନ ଶୁଣାଣି ସୁପ୍ରିମକୋର୍ଟରେ ଚାଲିଥିବାବେଳେ ସେପଟେ ଶ୍ରୀରାମଙ୍କର ସର୍ବୋଚ୍ଚ ମୂର୍ତ୍ତି ସ୍ଥାପନକୁ ନେଇ ଅନିଶ୍ଚିତତା ସୃଷ୍ଟି…

ବନ୍ଧୁକ ଦେଖାଇ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ଲୁଟ୍‌

ବେଗୁନିଆପଡ଼ା, ୧୩ା୮ (ଡି.ଏନ.ଏ.) -ପୁଣି ବନ୍ଧୁକ ଦେଖାଇ ଲୁଟ। ଜଣେ ବ୍ୟାଙ୍କ କର୍ମଚାରୀଙ୍କ ଠାରୁ ସୋମବାର ଟଙ୍କା ଓ ମୋବାଇଲ ଲୁଟି ନେଇଛନ୍ତି ଦୁର୍ବୃତ୍ତ। ଘଟଣା ଘଟିଛି…

କେରଳ ବନ୍ୟାରେ ଫସିଛନ୍ତି ସାନଖେମୁଣ୍ଡିର ବହୁ ଶ୍ରମିକ

ପାଟପୁର,୧୩ା୮(ଡି.ଏନ.ଏ.)- ସାନଖେମୁଣ୍ଡି ବ୍ଲକ ପାଟପୁର, ରାଧାଦେଇପୁର, ସାତପେଣ୍ଠ ଗୋପାଳପୁର, ପ୍ରତାପଗିରି ଦଳିତ ସାହି ଗ୍ରାମର ବହୁ ବ୍ୟକ୍ତି କେରଳର ଆନ୍ନାକୁଲମ ଓ ଅଞ୍ଚଳରେ ବନ୍ୟାରେ ଫସି ରହିଛନ୍ତି।…