ହାଇଦ୍ରାବାଦ ଓପନ୍‌ ଟାଇଟଲ ଜିତିଲେ ସୌରଭ

ହାଇଦ୍ରାବାଦ,୧୧।୮(ପି.ଟି.)- ଜାତୀୟ ଚାମ୍ପିୟନ ସୌରଭ ବର୍ମା ଏଠାରେ ଅନୁଷ୍ଠିତ ହୋଇଥିବା ହାଇଦ୍ରାବାଦ ଓପନ ସୁପର ୧୦୦ ବ୍ୟାଡମିଣ୍ଟନ ଟୁର୍ନାମେଣ୍ଟରେ ଟାଇଟଲ ହାସଲ କରିଛନ୍ତି। ରବିବାର ଅନୁଷ୍ଠିତ ପୁରୁଷ…

ଥାଇଲାଣ୍ଡ ମହିଳା କ୍ରିକେଟ ଦଳର ବିଶ୍ୱରେକର୍ଡ

ଦୁବାଇ, ୧୧।୮(ପି.ଟି.)-ଅନ୍ତର୍ଜାତୀୟ କ୍ରିକେଟରେ ବିଶେଷ ଜଣାଶୁଣା ନ ଥିବା ଥାଇଲାଣ୍ଡ ମହିଳା କ୍ରିକେଟ ଦଳ ଏକ ବିଶ୍ୱରେକର୍ଡର ଅଧିକାରୀ ହୋଇଛି। କ୍ରମାଗତ ୧୭ଟି ଟି୨୦ ଅନ୍ତର୍ଜାତୀୟ ମ୍ୟାଚ…

ଦାରିଙ୍ଗବାଡି ବ୍ଲକ ଉନ୍ନୟନ କାର୍ଯ୍ୟ ସମୀକ୍ଷା କଲେ ଏମ୍‌ପି, ବିଧାୟକ

ଦାରିଙ୍ଗବାଡ଼ି,୧୧ା୮(ଡି.ଏନ.ଏ.)- କନ୍ଧମାଳ ଏମ୍‌ପି ଡ. ଅଚ୍ୟୁତ ସାମନ୍ତ ଓ ଜି.ଉଦୟଗିରି ବିଧାୟକ ସାଲୁଗା ପ୍ରଧାନ ରବିବାର ଦାରିଙ୍ଗବାଡ଼ି ବ୍ଲକରେ ଚାଲିଥିବା ଉନ୍ନୟନ କାର୍ଯ୍ୟର ସମୀକ୍ଷା କରିବା ସହ…

ବନ୍ୟା ପ୍ରପୀଡ଼ିତ ଅଞ୍ଚଳ ମହିଳାମାନେ ନ୍ୟାଭି ସୈନ୍ୟଙ୍କ ହାତରେ ବାନ୍ଧିଲେ ରାଖୀ

ପୁଣେ,୧୧।୮: ମହାରାଷ୍ଟ୍ର, କେରଳ, କର୍ନାଟକ, ଗୁଜରାଟ ଏବଂ ମଧ୍ୟ ପ୍ରଦେଶରେ ଏବେ ବନ୍ୟା ପରିସ୍ଥିତି ଭୟଙ୍କର ହୋଇଛି। ଲକ୍ଷ ଲକ୍ଷ ଲୋକ ବାସହରା ହୋଇଛନ୍ତି। ମହାରାଷ୍ଟ୍ରରେ ପ୍ରବଳ…

ବିଧାୟିକାଙ୍କ ଦ୍ୱାରା ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଆସିକା,୧୧ା୮(ଡ଼ି.ଏନ.ଏ.)- ଆସିକା ଏନଏସିରେ ଆମ ସହର ଆମ ଉନ୍ନତି ଯୋଜନାରେ ହୋଇଥିବା ବିଭିନ୍ନ ପ୍ରକଳ୍ପକୁ ରବିବାର ବିଧାୟିକା ମଞ୍ଜୁଳା ସ୍ବାଇଁ ଉଦଘାଟନ କରିଛନ୍ତି। ଓଡିଆ ସାହି ଫୁଲକେସିନୀ…

ବାଇକ ଦୁର୍ଘଟଣାରେ ଗୁରୁତର ବୃଦ୍ଧଙ୍କ ମୃତ୍ୟୁ

ବୁଗୁଡ଼ା,୧୧ା୮(ଡି.ଏନ.ଏ.)-ବୁଗୁଡ଼ା ଥାନା ପାଙ୍ଗିଡ଼ି ନିକଟରେ ବାଇକ୍‌ ଦୁର୍ଘଟଣାରେ ଗୁରୁତର ହୋଇଥିବା ବୃଦ୍ଧଙ୍କ ଶନିବାର ବିଳମ୍ବିତ ରାତିରେ ମୃତ୍ୟୁ ଘଟିଛି। ସେ ହେଲେ ପାଙ୍ଗିଡ଼ି ଗ୍ରାମର ରାମଚନ୍ଦ୍ର ଗୌଡ଼…

କୋଇଲା ସହ ପିକ୍‌ଅପ୍‌ ଭ୍ୟାନ ଜବତ:ଜଣେ ଗିରଫ

ତିହିଡ଼ି, ୧୧।୮ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ଥାନା ଅଧୀନ ଜିଝାରପୁର ଗ୍ରାମରୁ ଶନିବାର ରାତିରେ ପୋଲିସ ୪୦ବସ୍ତା କୋଇଲା ଜବତ କରିଛି। ପିକ୍‌ଅପ୍‌ ଭ୍ୟାନ୍‌…

ବଜ୍ରପାତରେ ଜଣେ ଚାଷୀ ମୃତ, ଜଣେ ଗୁରୁତର

ଭଦ୍ରକ ଅଫିସ/ଆରଡ଼ି, ୧୧।୮ (ଡି.ଏନ.ଏ.) - ରବିବାର ଅପରାହ୍ନରେ ବଜ୍ରପାତ ଘଟି ଭଦ୍ରକ ଜିଲା ଧୂଷୁରୀ ଥାନା ଅନ୍ତର୍ଗତ ରଇପୁରରେ ଜଣେ ଚାଷୀଙ୍କ ମୃତ୍ୟୁ ଘଟିଛି। ସେହିପରି…

ଜୟପୁର ରାଜବଂଶ ଶ୍ରୀରାମଙ୍କ ବଂଶଜ :ମହାରାଜା ଭବାନୀ ସିଂହ କୁଶବାହା ବଂଶର ୩୦୭ତମ ରାଜା

ଜୟପୁର: ଅଯୋଧ୍ୟା ବିବାଦ ଉପରେ ସୁପ୍ରିମକୋର୍ଟରେ ଶୁଣାଣି ଚାଲିଛି। ୯ ଅଗଷ୍ଟରେ କୋର୍ଟ ରାମଲାଲଙ୍କ ଓକିଲଙ୍କୁ ପଚାରିଥିଲେ, ଭଗବାନ ଶ୍ରୀରାମଙ୍କର କ’ଣ କେହି ବଂଶଜ ଅଯୋଧ୍ୟା କିମ୍ବା…

ଜନ୍ମ ତାରିଖରୁ ଜାଣନ୍ତୁ ଶୁଭାଶୁଭ

ଜ୍ୟୋତିଷାଚାର୍ଯ୍ୟ ମନିଷ ଶର୍ମାଙ୍କ ଗଣନାରେ ଜନ୍ମ ତାରିଖ ଅନୁଯାୟୀ ଅଗଷ୍ଟ ୧୨ରୁ ୧୮ ତାରିଖ ମଧ୍ୟରେ ଦିନ କେମିତି କଟିବ ତାହା ଜାଣନ୍ତୁ। *୧,୧୦,୧୯ ଓ ୨୮…