ନୂଆ ରୂପ ନେଲା ରୂପାଲି ହାଟ, ୨୨୦ ପିଣ୍ଡିକୁ ମିଳିଲା ସ୍ମାର୍ଟ ଲୁକ୍‌

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ବାତ୍ୟା ‘ଫନୀ’ରେ ସମ୍ପୂର୍ଣ୍ଣ ଭାବେ ଭାଙ୍ଗିଯାଇଥିବା ଶହୀଦନଗର ରୂପାଲି ହାଟର ପୁନରୁଦ୍ଧାର ହୋଇଛି। ଇଟା, ସିମେଣ୍ଟରେ ସ୍ବତନ୍ତ୍ର ପିଣ୍ଡି ତିଆରି କରାଯିବା ସହ ଆଲୁମିନିୟମ…

ବସନ୍ତପୁର ପ୍ରାଥମିକ ବିଦ୍ୟାଳୟ: ଶିକ୍ଷକ ନ ଥିବାରୁ ତାଲା ପକାଇଲେ ଗ୍ରାମବାସୀ

ପୁରୁଣା ଭୁବନେଶ୍ୱର,୧୧।୮(ଡି.ଏନ.ଏ.): ଭୁବନେଶ୍ୱର ଉପକଣ୍ଠ ବସନ୍ତପୁର ଶାସନର ଗ୍ରାମବାସୀ ବସନ୍ତପୁର ପ୍ରାଥମିକ ବିଦ୍ୟାଳୟରେ ପିଲାଙ୍କ ପାଠ ପଢାଇବାକୁ ଶିକ୍ଷକଙ୍କ ସଂଖ୍ୟା କମ୍‌ ଥିବାରୁ ଶନିବାର ତାଲା ପକାଇଥିଲେ।…

ରାଜଧାନୀରେ ୩୦ ମହିଳାଙ୍କଠାରୁ ଲୁଟ୍‌ ଘଟଣା: ଧରାପଡ଼ିଲା ୨ଜଣିଆ ଲୁଟେରା ଗ୍ୟାଙ୍ଗ୍‌; ୧୫ ମୋବାଇଲ, ୩୦ ଭ୍ୟାନିଟି, ସୁନା ଅଳଙ୍କାର, ବାଇକ୍‌ ଜବତ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରାଜଧାନୀରେ ଗତ କିଛିମାସ ହେବ ମାତିଥିବା ଭ୍ୟାନିଟି ଓ ମୋବାଇଲ୍‌ ଫୋନ୍‌ ଲୁଟେରା ଗ୍ୟାଙ୍ଗ୍‌କୁ ଠାବ କରିଛି କମିଶନରେଟ ପୋଲିସ। ଏହି ୨ଜଣିଆ ଗ୍ୟାଙ୍ଗ୍‌ର…

ଜଷ୍ଟିସ ଅରିଜିତ ପଶାୟତ ପାଇବେ ଭୂମି ଗୌରବ ସମ୍ମାନ

କଟକ ଅଫିସ, ୧୧।୮: ଆସନ୍ତା ୧୭ରେ କଟକ ସାରଳା ଭବନଠାରେ ବିଶିଷ୍ଟ ଆଇନଜ୍ଞ ତଥା ସୁପ୍ରିମକୋର୍ଟର ପୂର୍ବତନ ବିଚାରପତି ଅରିଜିତ ପଶାୟତଙ୍କୁ ଭୂମି ଗୌରବ ସମ୍ମାନରେ ସମ୍ମାନିତ…

ଓଡ଼ିଶା ଜର୍ନାଲିଜମ୍‌ ଆଓ୍ବାର୍ଡ-୨୦୧୯: ଇଂଲିଶ ଖବରକାଗଜ ‘ଓଡ଼ିଶା ପୋଷ୍ଟ’, ‘ଧରିତ୍ରୀ’ର ସସ୍ମିତା ପାଇକରାୟ ସମ୍ମାନିତ

ଭୁବନେଶ୍ୱର,୧୧।୮(ବ୍ୟୁରୋ): ବିଶ୍ୱର ବଡ଼ ବଡ଼ ଦେଶ ମଧ୍ୟରେ ଭାରତର ସ୍ବାତନ୍ତ୍ର୍ୟ ରହିଛି। ଆମ ଦେଶରେ ସୁପ୍ରିମ୍‌କୋର୍ଟ ପରି ନ୍ୟାୟାଳୟ ଥିବାବେଳେ ଗଣମାଧ୍ୟମ ପରି ଜାଗ୍ରତ ପ୍ରହରୀ ମଧ୍ୟ…

ଜିଲା ଚିଠି ସୁନ୍ଦରଗଡ଼..ଅଧିକାର ପାଇଁ ଲଢ଼େଇ

ଆଦିବାସୀ ଓ ପାରମ୍ପରିକ ବନବାସୀଙ୍କ ଜଙ୍ଗଲ ଜମି ଅଧିକାରକୁ ନେଇ ଏବେ ଜିଲାରେ ଆନ୍ଦୋଳନ ମୁଣ୍ଡ ଟେକିଛି। ଜଙ୍ଗଲ ଅଧିକାର ଆଇନ-୨୦୦୬ ଅନୁଯାୟୀ ଗ୍ରାମସଭା ଜରିଆରେ ମନୋନୀତ…

ଆଜି ଉତ୍ତର, ପଶ୍ଚିମ ଓଡ଼ିଶାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୧୧।୮(ବ୍ୟୁରୋ)- ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଦୁର୍ବଳ ହୋଇଛି। ଏହା ଫଳରେ ରାଜ୍ୟରେ ବର୍ଷାର ପରିମାଣ କମିଯାଇଛି। ଶନିବାର ବଲାଙ୍ଗୀରରେ ସର୍ବାଧିକ ୧୨ ମିଲିମିଟର ବର୍ଷା…

ଭିସୁଟ୍‌ରେ ଆନ୍ଦୋଳନ ମହଙ୍ଗା ପଡ଼ିଲା: ଅଧ୍ୟାପକ ବହିଷ୍କୃତ,୨ ନିଲମ୍ବିତ; ୧୫ ଜଣଙ୍କୁ କାରଣ ଦର୍ଶାଅ ନୋଟିସ

ସମ୍ବଲପୁର,୧୧।୮(ବ୍ୟୁରୋ): ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟ (ଭିସୁଟ୍‌)ରେ ଆନ୍ଦୋଳନ ଚଳାଇଥିବା ଅଧ୍ୟାପକମାନଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ରାଜ୍ୟପାଳ ତଥା କୁଳାଧିପତିଙ୍କ କାର୍ଯ୍ୟାଳୟର…

ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଆରମ୍ଭ ହେବ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ସାର୍ଟିଫିକେଟ କୋର୍ସ

ଭୁବନେଶ୍ୱର, ୧୧।୮(ବ୍ୟୁରୋ): ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟରେ ଏକ ନୂତନ ପାଠ୍ୟକ୍ରମ ଆରମ୍ଭ ହେବାକୁ ଯାଉଛି। ଚଳିତ ଶିକ୍ଷାବର୍ଷରୁ ପୁସ୍ତକ ପ୍ରକାଶନ ସମ୍ବନ୍ଧୀୟ ଏକ ସାର୍ଟିଫିକେଟ କୋର୍ସ ଆରମ୍ଭ…

‘ମର୍ଦ୍ଦାନି ୨’ ରିଲିଜ ଡିସେମ୍ବର ୧୩

ମୁମ୍ବାଇ: ରାଣୀ ମୁଖାର୍ଜୀଙ୍କ ଅଭିନୀତ ‘ମର୍ଦ୍ଦାନି ୨’ ଡିସେମ୍ବର ୧୩ରେ ରିଲିଜ ହେବାକୁ ଯାଉଛି। ଏଥିରେ ଜଣେ ପୋଲିସ ଅଫିସର ଭାବେ ଶିବାନୀ ରଏ ଭୂମିକାରେ ଅଭିନୟ…