ଲୋପ ପାଇବାକୁ ବସିଛି ଭାରତର ୧୯୭ ଭାଷା

ନୂଆଦିଲ୍ଲୀ,୧୦।୮: ଭାରତର ୧୯୭ ଭାଷା ଲୋପ ପାଇବାକୁ ବସିଛି। ସେଥିମଧ୍ୟରୁ ୧୦ଟି ବିଭିନ୍ନ ଭାଷା ସମ୍ପର୍କରେ ମାତ୍ର ଶହେ ଜଣେ ସୂଚନା ପ୍ରଦାନକାରୀ ରହିଛନ୍ତି। ଏସବୁ ଭାଷା…

ତିରୁମାଲ ମନ୍ଦିରକୁ ୧୪ କୋଟି ଟଙ୍କା ଦାନ କଲେ ୨ ପ୍ରବାସୀ ଭାରତୀୟ

ତିରୁମାଲା,୧୦।୮: ଆନ୍ଧ୍ରପ୍ରଦେଶରେ ଥିବା ଭଗବାନ ବାଲାଜିଙ୍କ ତିରୁମାଲା ମନ୍ଦିରକୁ ୨ ଜଣ ପ୍ରବାସୀ ଭାରତୀୟ ବ୍ୟବସାୟୀ ଶୁକ୍ରବାର ୧୪ କୋଟି ଟଙ୍କା ଦାନ କରିଛନ୍ତି। ତେଲଗୁ କ୍ୟାଲେଣ୍ଡରର…

୧ ଲକ୍ଷ ଦସ୍ତଖତ ଲାଗି ଅଭିଯାନ ଆରମ୍ଭ: ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନିତ କରିବାକୁ ପ୍ରୟାସ

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଜାତିର ପିତା ମହାତ୍ମା ଗାନ୍ଧୀଙ୍କ ୧୫୦ ତମ ଜନ୍ମ ବାର୍ଷିକ ଅବସରରେ ଅହିଂସାକୁ ସମ୍ବିଧାନର ମୁଖବନ୍ଧରେ ସ୍ଥାନୀତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ…

ପାକିସ୍ତାନ ହାତ ଛାଡ଼ିଲା ରୁଷିଆ: ଭାରତ ନେଇଛି ସାମ୍ବିଧାନିକ ନିଷ୍ପତ୍ତି

ମସ୍କୋ, ୧୦।୮: ଭାରତ ଅନୁଚ୍ଛେଦ ୩୭୦ର ଉଚ୍ଛେଦ କରିବା ପରେ ପାକିସ୍ତାନ ଏହାର ବିରୋଧ କରିବା ଜାରି ରଖିଛି। ତେବେ ରୁଷିଆର ମନ୍ତବ୍ୟ ପାକିସ୍ତାନକୁ ଝଟ୍‌କା ଦେଇଛି।…

କ୍ୟାପିଟାଲ ହସ୍ପିଟାଲରେ ପୋଲିସକୁ ମାଡ଼ ଘଟଣା: କାର୍ଯ୍ୟାନୁଷ୍ଠାନ ନ ହେଲେ ଆନ୍ଦୋଳନ

ଭୁବନେଶ୍ୱର,୧୦ା୮(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲରେ ବୁଧବାର ରାତିରେ କାର୍ଯ୍ୟରତ ୪ଜଣ ପୋଲିସ କର୍ମଚାରୀଙ୍କୁ ପ୍ରାୟ ୧୦ଜଣ ଯୁବକ ମାଡ଼ ମାରିଥିଲେ। ଏହି ଘଟଣାର ଦୃଶ୍ୟ ସିସିଟିଭି ଫୁଟେଜରେ କଏଦ…

ଭାରତର ବିଜ୍ଞାନ ଅଭିମୁଖୀ ଜନଯାତ୍ରା: ସାମିଲ ହେଲେ ବୈଜ୍ଞାନିକ, ଛାତ୍ରୀଛାତ୍ର

ଭୁବନେଶ୍ୱର, ୧୦ା୮(ବ୍ୟୁରୋ): ଭୁବନେଶ୍ୱର ସମେତ ଦେଶର ପ୍ରାୟ ୮୦ଟି ସହରରେ ହଜାର ହଜାର ସଂଖ୍ୟାରେ ବୈଜ୍ଞାନିକ, ଗବେଷକ ତଥା ବିଜ୍ଞାନପ୍ରେମୀ ଛାତ୍ରୀଛାତ୍ରଙ୍କ ସହ ‘ଭାରତର ବିଜ୍ଞାନ ଅଭିମୁଖୀ…

୧୧ରୁ ରଙ୍ଗଶାଳାର ଜାତୀୟ ନାଟକ ମହୋତ୍ସବ: ନଳିନୀ ନିହାରୀ ନାୟକ ପାଇବେ ବ୍ୟୋମକେଶ ସମ୍ମାନ

ପୁରୀ ଅଫିସ, ୧୦ା୮: ଶ୍ରୀକ୍ଷେତ୍ରର ଅଗ୍ରଣୀ ନାଟ୍ୟଅନୁଷ୍ଠାନ ରଙ୍ଗଶାଳା ଆନୁକୂଲ୍ୟରେ ୧୨ତମ ଜାତୀୟ ନାଟକ ମହୋତ୍ସବ ଆସନ୍ତା ୧୧ତାରିଖରୁ ଅନୁଷ୍ଠିତ ହେବ। ଅନ୍ନପୂର୍ଣ୍ଣା ରଙ୍ଗମଞ୍ଚରେ ୫ଦିନ ଧରି…

ବର୍ଷେ ପରେ ଦୂର ହୋଇନି ସୁଜାତାନଗରବାସୀଙ୍କ ଦୁଃଖ

ପୁରୀ ଅଫିସ, ୧୦ା୮: ସାମାନ୍ୟ ବର୍ଷା ହେଲେ ପୁରୀ ପୌରସଂସ୍ଥା ୧ ନଂ. ୱାର୍ଡର ମାଟିତୋଟା ଏବଂ ସୁଜାତାନଗର ଅଞ୍ଚଳବାସୀଙ୍କ ଦୁଃଖ ବଢିଯାଏ। ଜଳବନ୍ଦୀ ଜୀବନ ଅତିବାହିତ…

୨୫ ଗ୍ରାମ ବ୍ରାଉନସୁଗାର ଜବତ, ମହିଳା ଗିରଫ

ପୁରୀ ଅଫିସ, ୧୦ା୮: ପୁରୀ ସହର ବ୍ରାଉନସୁଗାରର ପେଣ୍ଟସ୍ଥଳୀ ପାଲଟିଛି। ଏହାର ଚେର କଲିକତା ପର୍ଯ୍ୟନ୍ତ ଲମ୍ବିଛି। କଟକ ଓ ଭୁବନେଶ୍ୱର କମିଶନରେଟ ପୋଲିସ ପକ୍ଷରୁ ଏ…

ଆରମ୍ଭ ହେଲା ସିଲ୍କ ଇଣ୍ଡିଆ ଏକ୍ସପୋ

ଭୁବନେଶ୍ୱର,୧୦ା୮:ହସ୍ତଶିଳ୍ପୀ ଆର୍ଟିଜାନ୍ସ ଏବଂ ଓ୍ବେଭର୍ସ ଓ୍ବେଲଫେୟାର ଆସୋସିଏଶନ ପକ୍ଷ ରୁ ସ୍ଥାନୀୟ ହୋଟେଲ ନ୍ୟୁ ମ୍ୟାରିୟନଠାରେ ସିଲ୍କ ଇଣ୍ଡିଆ ଏକ୍ସପୋ ଆରମ୍ଭ ହୋଇଛି। କାର୍ଯ୍ୟକ୍ରମକୁ ଏକ୍ସପୋର ଆୟୋଜକ…