ଅଗଷ୍ଟ ୧୬ରେ ପାଳିତ ହେବ ପ୍ରଫେସର ମନମୋହନ ମହାନ୍ତିଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକୀ

ଭୁବନେଶ୍ୱର,୯।୮(ବ୍ୟୁରୋ): ଆସନ୍ତା ୧୬ ତାରିଖରେ ସ୍ଥାନୀୟ ରୋଟାରୀ ଭବନରେ ‘ହୋପ୍‌ ଫାଉଣ୍ଡେଶନ’ ପକ୍ଷରୁ ସ୍ବର୍ଗତ ପ୍ରଫେସର ମନମୋହନ ମହାନ୍ତିଙ୍କର ପ୍ରଥମ ଶ୍ରାଦ୍ଧବାର୍ଷିକୀ ପାଳନ କରାଯିବ। ଏନେଇ ସ୍ପେଶାଲ…

ସାମ୍ନାକୁ ଆସିଲେ ବାଘକୁ ମାରିଦିଅ: ମୋଦି କହିଲେ ମୋର ସଂସ୍କାର ଏମିତି ନୁହେଁ

ନୂଆଦିଲ୍ଲୀ,୯।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ପବ୍ଲିସିଟି କ୍ଷେତ୍ରରେ ଟିକେ ଆଗରେ ବୋଲି କୁହାଯାଏ। ତେବେ ନିକଟରେ ସେ ଡିସ୍‌କଭରି ଚ୍ୟାନେଲରେ ପ୍ରସାରିତ ମ୍ୟାନ ଭର୍ସେସ୍‌ ଓ୍ବାଇଲ୍ଡର ଏକ…

ହସ୍‌ପିଟାଲରେ ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଉନ୍ମୋଚିତ, ମିଳିବ ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସୂଚନା

ଭୁବନେଶ୍ୱର,୯।୮(ବ୍ୟୁରୋ): ସ୍ବାସ୍ଥ୍ୟ ସେବା କ୍ଷେତ୍ରରେ ଜନସଚେତନତା ବୃଦ୍ଧି ତଥା ସ୍ବାସ୍ଥ୍ୟ ସେବା ସମ୍ପର୍କିତ ସମସ୍ତ ଅପ୍‌ଡେଟ୍‌ ସୂଚନା ଲୋକଙ୍କ ନିକଟରେ ପହଞ୍ଚିବ। ଏଥି ନିମନ୍ତେ କ୍ୟାପିଟାଲ୍‌ ହସ୍ପିଟାଲ…

ଛେଣ୍ଡିପଦା ବ୍ଲକର ବିଭିନ୍ନ ପ୍ରକଳ୍ପ ଉଦ୍‌ଘାଟିତ

ଛେଣ୍ଡିପଦା,୯।୮(ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକର ବିଭିନ୍ନ ପଞ୍ଚାୟତର ପ୍ରକଳ୍ପ ଗୁଡିକୁ ଶୁକ୍ରବାର ବିଧାୟକ ସୁଶାନ୍ତ କୁମାର ବେହେରା ଉଦଘାଟ୍‌ନ କରିଛନ୍ତି। ‘ଆମ ଗାଁ ଆମ ବିକାଶ’…

ପାରିବାରିକ ଅଶାନ୍ତି, ଅଧ୍ୟାପକଙ୍କ ଆତ୍ମହତ୍ୟା

ଭଞ୍ଜନଗର/ଜଗନ୍ନାଥପ୍ରସାଦ,୯।୮(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଜଗନ୍ନାଥପ୍ରସାଦ ବ୍ଲକ ଅନ୍ତର୍ଗତ ବିଡ଼ିପୁରସ୍ଥିତ ତେନ୍ତୁଳିଆ ଦେବସ୍ଥାନ ମହାବିଦ୍ୟାଳୟର ଇତିହାସ ବିଭାଗ ମୁଖ୍ୟ ଅଧ୍ୟାପକ ଡ. ପ୍ରଭାକର ମହାପାତ୍ର ଶୁକ୍ରବାର ଆତ୍ମହତ୍ୟା କରିଛନ୍ତି।…

ତ୍ରିଶୂଳୀ ନଦୀକୁ ଖସିଲା ବସ୍‌ ୩ ମୃତ ୨୩ ନିଖୋଜ

କାଠମାଣ୍ଡୁ,୯।୮: ମଧ୍ୟ ନେପାଳର ଧାଙ୍ଗଡିଙ୍ଗ ଜିଲାରେ ତ୍ରିଶୂଳୀ ନଦୀକୁ ଶୁକ୍ରବାର ସକାଳେ ଏକ ଯାତ୍ରୀବାହି ବସ୍‌ ଖସି ପଡିବା ଫଳରେ ଅତିକମ୍‌ରେ ୩ ଜଣଙ୍କ ମୃତ୍ୟୁ ହୋଇଥିବା…

ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ…

ଶ୍ରୀଲଙ୍କା ପ୍ରଶଂସକଙ୍କ ସହ ଜନ୍ମଦିନ ପାଳିଲେ ଓ୍ବିଲିୟମସନ

କଲମ୍ବୋ,୯।୮- ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳକୁ ଫାଇନାଲରେ ପହଞ୍ଚାଇଥିବା ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ପ୍ରଶଂସକଙ୍କ ସଂଖ୍ୟା ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି। ଓ୍ବିଲିୟମସନ…

ସ୍ୟାଟ ଉଚ୍ଛେଦକୁ ଗଞ୍ଜାମ ଓକିଲ ସଂଘର ବିରୋଧ: କାର୍ଯ୍ୟରୁ ନିବୃତ୍ତ ରହିଲେ ଆଇନଜୀବୀ

ବ୍ରହ୍ମପୁର ଅଫିସ,୯।୮: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ (ସ୍ୟାଟ) ଉଚ୍ଛେଦ ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି। ଏ ନେଇ ଗଞ୍ଜାମ…

ସରକାରୀ ଯୋଜନା ସମ୍ପର୍କରେ ସଚେତନ କରିବ ଏଲ୍‌ଇଡି ଡିସ୍‌ପ୍ଲେ

ବ୍ରହ୍ମପୁର ଅଫିସ୍‌,୯।୮: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ(ଏମ୍‌କେସିଜି) ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟଠାରେ ଦୁଇଟି ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟ…