ଗାଡ଼ି ଚଳାଇବା ବେଳେ ମୋବାଇଲରେ କଥା ହେବା ହେଲା କାଳ: ଅଟୋ ଓଲଟି ୭ ଛାତ୍ରୀଛାତ୍ର ଆହତ, ଜଣେ ଗୁରୁତର

ଚନ୍ଦ୍ରଗିରି,୯।୮(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ଥାନା ଜାଲିବାଡ଼ଇ ଗ୍ରାମ ନିକଟରେ ଶୁକ୍ରବାର ସକାଳେ ଏକ ଅଟୋ ଓଲଟି ପଡିବାରୁ ୮ ଛାତ୍ରୀଛାତ୍ର ଆହତ ହୋଇଥିବା ବେଳେ ଜଣେ…

ଶ୍ରୀଲଙ୍କା ପ୍ରଶଂସକଙ୍କ ସହ ଜନ୍ମଦିନ ପାଳିଲେ ଓ୍ବିଲିୟମସନ

କଲମ୍ବୋ,୯।୮- ନିକଟରେ ଶେଷ ହୋଇଥିବା ଆଇସିସି ବିଶ୍ୱକପ୍‌ରେ ନ୍ୟୁଜିଲାଣ୍ଡ ଦଳକୁ ଫାଇନାଲରେ ପହଞ୍ଚାଇଥିବା ଅଧିନାୟକ କେନ୍‌ ଓ୍ବିଲିୟମସନଙ୍କ ପ୍ରଶଂସକଙ୍କ ସଂଖ୍ୟା ବିଶ୍ୱରେ ବୃଦ୍ଧି ପାଇବାରେ ଲାଗିଛି। ଓ୍ବିଲିୟମସନ…

ସ୍ୟାଟ ଉଚ୍ଛେଦକୁ ଗଞ୍ଜାମ ଓକିଲ ସଂଘର ବିରୋଧ: କାର୍ଯ୍ୟରୁ ନିବୃତ୍ତ ରହିଲେ ଆଇନଜୀବୀ

ବ୍ରହ୍ମପୁର ଅଫିସ,୯।୮: ଓଡ଼ିଶା ପ୍ରଶାସନିକ ଟ୍ରିବ୍ୟୁନାଲ (ସ୍ୟାଟ) ଉଚ୍ଛେଦ ପ୍ରତିବାଦରେ ଶୁକ୍ରବାର ଗଞ୍ଜାମ ଓକିଲ ସଂଘ ପକ୍ଷରୁ ଆଇନଜୀବୀମାନେ କାର୍ଯ୍ୟରୁ ନିବୃତ୍ତ ରହିଛନ୍ତି। ଏ ନେଇ ଗଞ୍ଜାମ…

ସରକାରୀ ଯୋଜନା ସମ୍ପର୍କରେ ସଚେତନ କରିବ ଏଲ୍‌ଇଡି ଡିସ୍‌ପ୍ଲେ

ବ୍ରହ୍ମପୁର ଅଫିସ୍‌,୯।୮: ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଭେଷଜ(ଏମ୍‌କେସିଜି) ମହାବିଦ୍ୟାଳୟ ଏବଂ ଚିକିତ୍ସାଳୟଠାରେ ଦୁଇଟି ଏଲ୍‌ଇଡି ଡିସ୍‌ପ୍ଲେ ବୋର୍ଡ ଶୁକ୍ରବାର ପୂର୍ବାହ୍ନରେ ଉଦ୍‌ଘାଟିତ ହୋଇଯାଇଛି । ରାଜ୍ୟ…

ଦାରିଦ୍ର୍ୟ ଯୋଗୁ ନିଜ ପିଲାଙ୍କୁ ବନ୍ଧା ରଖି ଋଣ ଆଣୁଛନ୍ତି ଲୋକେ

ଶିବପୁରୀ,୯।୮: ଉତ୍ତର ପ୍ରଦେଶ ଶିବପୁରୀ ଜିଲାର ମୁଧେନି ଗାଁରେ ଦାରିଦ୍ର୍ୟତାର ଏକ କରୁଣ ଚିତ୍ର ଦେଖିବାକୁ ମିଳିଛି। ଏହି ଗାଁର ଲୋକେ ମେଷପାଳକଙ୍କ ପାଖରେ ନିଜ ପିଲାଙ୍କୁ…

ବିବାହ କରି ମଧ୍ୟ ଏହି ଅଭିନେତ୍ରୀଙ୍କ ପାଇଁ ପାଗଳ ଥିଲେ ଗାଙ୍ଗୁଲି

ଟିମ୍‌ ଇଣ୍ଡିଆରେ ‘ଦାଦା’ ନାମରେ ଜଣାଶୁଣା ପୂର୍ବତନ କ୍ରିକେଟ ଖେଳାଳି ସୌରଭ ଗାଙ୍ଗୁଲି ପଡିଆରେ ଯେତିକି ପ୍ରଭାବୀ, ବ୍ୟକ୍ତିଗତ ଜୀବନରେ ମଧ୍ୟ ସେତିକି ଲୋକପ୍ରିୟ। ଫେବୃୟାରୀ ୨୧,…

ଗ୍ରାଉଣ୍ଡରେ ନାଚିଲେ କୋହଲି

ଗୁୟାନା,୯।୮- ସ୍ଥାନୀୟ ବ୍ରାଏନ ଲାରା ଗ୍ରାଉଣ୍ଡଠାରେ ଓ୍ବେଷ୍ଟଇଣ୍ଡିଜ ଓ ଭାରତ ମଧ୍ୟରେ ଅନୁଷ୍ଠିତ ପ୍ରଥମ ଦିନିକିଆ ବର୍ଷା ଯୋଗୁ ବାତିଲ ହୋଇଯାଇଥିଲା। ମ୍ୟାଚ୍‌ରେ କେବଳ ୧୩ ଓଭର…

ଶ୍ରୀନଗର ବିମାନବନ୍ଦରରେ ୟେଚୁରୀ ଅଟକ

ଶ୍ରୀନଗର, ୯।୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ଉଚ୍ଛେଦ ଏବଂ ଉକ୍ତ ରାଜ୍ୟକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ବିଭକ୍ତ କରାଯିବା ପରେ ସେଠାକୁ ଦଳୀୟ ଗସ୍ତରେ ଯାଇଥିବା ସିପିଆଇ(ଏମ୍‌)…

କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି ଦାବିରେ ଆମରଣ ଅନଶନ

ବାସୁଦେବପୁର,୯।୮(ଡି.ଏନ୍‌.ଏ.) : ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ନୂଆଗାଁ ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ଚିନ୍ମୟୀ ପଣ୍ଡାଙ୍କୁ ପଞ୍ଚାୟତରୁ ବଦଳି ଦାବିରେ ବ୍ଲକ କାର୍ଯ୍ୟାଳୟ ପରିସରରେ ପଞ୍ଚାୟତର ସରପଞ୍ଚ…

ମାନସିକ ବିକୃତ ମହିଳାଙ୍କୁ ଥଇଥାନ କେନ୍ଦ୍ରକୁ ପଠାଗଲା

ଧର୍ମଗଡ଼,୯।୮(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା ଧର୍ମଗଡ଼ ସହରରେ ବୁଲୁଥିବା ଜଣେ ମାନସିକ ବିକୃତ ମହିଳାଙ୍କୁ ଧର୍ମଗଡ଼ସ୍ଥିତ ଏକ ଥଇଥାନ କେନ୍ଦ୍ରକୁ ଶୁକ୍ରବାର ହସ୍ତାନ୍ତର କରାଯାଇଛି। ମାନସିକ ବିକୃତି ଥିବା…