‘ମିଶନ ବିୟୁଟି ସିଟି’ ତ୍ୱରାନ୍ବିତ: ଓଟି ରୋଡ୍‌ରୁ ହଟିଲା ଜବରଦଖଲ

ବାଲେଶ୍ୱର ଅଫିସ, ୯।୮-ବାଲେଶ୍ୱର ସହରରେ ବିଭିନ୍ନ ସ୍ଥାନରେ ଜବରଦଖଲ ଓ ହୋର୍ଡ଼ିଂ ଉଚ୍ଛେଦ ଗତ ଜୁଲାଇ ୨୨ତାରିଖରୁ ଆରମ୍ଭ ହୋଇଥିବା ବେଳେ ଗୁରୁବାର ପୂର୍ବାହ୍ନ ୧୧ଟାରେ ରେମୁଣା…

ମଧ୍ୟାହ୍ନଭୋଜନ ଚାଉଳ ଚୋରି ଅଭିଯୋଗ

ରେମୁଣା, ୯।୮(ଡି.ଏନ.ଏ.)-ବିଦ୍ୟାଳୟରେ ଦିଆଯାଉଥିବା ମଧ୍ୟାହ୍ନଭୋଜନ ପାଇଁ ଯୋଗାଇ ଦିଆଯାଉଥିବା ୫୦ କିଲୋ ଚାଉଳ ବ୍ୟାଗ୍‌ରୁ ୫ରୁ ୧୦ କିଲୋ ପର୍ଯ୍ୟନ୍ତ ଯୋଗାଣକାରୀ ସଂସ୍ଥା ଦ୍ୱାରା ହେରଫେର ହେଉଥିବା…

ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣା: ନିରପେକ୍ଷ ତଦନ୍ତ ଦାବି କଲେ କେନ୍ଦ୍ରମନ୍ତ୍ରୀ

ବାଲିଆପାଳ, ୯ା୮(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଇଡକୋଛକ ସ୍ଥିତ ରାଜଧାନୀ ଢାବାରେ ନାବାଳକଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ସମ୍ପୃକ୍ତ ଢାବା ମାଲିକ ସାବୁଦ୍ଦିନ ଶାହାଙ୍କୁ ପୋଲିସ ଗିରଫ ନ…

ପୃଥ୍ବୀ ଶ’ ଡୋପିଂ ମାମଲା: ବିସିସିଆଇର କାର୍ଯ୍ୟଧାରାକୁ ସମାଲୋଚନା

ନୂଆଦିଲ୍ଲୀ, ୯|୮ (ପି.ଟି.)- ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ଗୁରୁବାର ପୃଥ୍ବୀ ଶ’ ଡୋପିଂ ଉଲ୍ଲଂଘନ ମାମଲା ଉପରେ ଏହାର ଟାଇମ୍‌ ଲାଇନ୍‌ ପ୍ରକାଶ କରିଛି।…

ଭାରତୀୟ ଆର୍ଚେରୀ ଆସୋସିଏଶନ ସସ୍‌ପେଣ୍ଡ

କୋଲକାତା, ୯ା୮ (ପି.ଟି.)-ବିଶ୍ୱ ଆର୍ଚେରି (ଡବ୍ଲ୍ୟୁଆଇ) ଗୁରୁବାର ଭାରତୀୟ ଆର୍ଚେରି ଆସୋସିଏଶନ (ଏଏଆଇ)କୁ ସସ୍‌ପେଣ୍ଡ କରିଛି। ଏଏଆଇରେ ଦୁଇ ପରସ୍ପର ବିରୋଧୀ ଗୋଷ୍ଠୀ ସମାନ୍ତରାଳ ନିର୍ବାଚନ କରିବା…

ପୁମା ସହ ଦୂତୀଙ୍କ ଚୁକ୍ତି

ନୂଆଦିଲ୍ଲୀ,୯।୮(ପି.ଟି.)-ଦେଶର ଦ୍ରୁତତମ ମହିଳା ଧାବିକା ତଥା ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ଗ୍ଲୋବାଲ ସ୍ପୋଟର୍‌ସ କମ୍ପାନୀ ପୁମା ସହ ଚୁକ୍ତି କରିଛନ୍ତି। ଗୁରୁବାର ଏ ନେଇ ପୁମା…

ଚାଇନାରେ କ୍ରିକେଟ ଲାଗି ରହିଛି ଗୋଟିଏ ଘାସ ପିଚ୍‌

ସାଙ୍ଘାଇ,୯।୮(ଏଏଫ୍‌ପି)- ଚାଇନାରେ ପ୍ରାୟ ନାଗରିକଙ୍କୁ କ୍ରିକେଟ କ୍ରୀଡ଼ା ବିଷୟରେ ଜଣାନାହିଁ। ୧.୪ ବିଲିୟନ ଜନସଂଖ୍ୟାଙ୍କ ଲାଗି ଗୋଟିଏ ଘାସ ପିଚ୍‌ ରହିଛି। ଏବେ ସେମାନେ ଫୁଟ୍‌ବଲ ପିଚ୍‌ରେ…

ଖବର ଦେବାକୁ ଡରୁଛି ଓସିଏ

କଟକ ଅଫିସ,୯ା୮-ଖବର ଦେବାକୁ ଓଡ଼ିଶା କ୍ରିକେଟ ଆସୋସିଏଶନ(ଓସିଏ) ଡରୁଛି। ବୟସ ଜାଲିଆତିଠାରୁ ଆରମ୍ଭ କରି ବାରମ୍ବାର ବେନିୟମ ଓ ଦୁର୍ନୀତିର ଅଭିଯୋଗ ଯୋଗୁ ଏହାର ଅଧିକାରୀମାନେ ବୋଧହୁଏ…

ଭିଜା ଲାଗି ସାହାଯ୍ୟ ଲୋଡିଲେ ଦୂତୀ

ନୂଆଦିଲ୍ଲୀ,୯।୮(ପି.ଟି.):ବିଶ୍ୱ ଆଥଲେଟିକ୍ସ ଚାମ୍ପିୟନଶିପ୍‌ ଯୋଗ୍ୟତା ହାସଲ ପାଇଁ ସ୍ପ୍ରିଣ୍ଟ କୁଇନ୍‌ ଦୂତୀ ଚାନ୍ଦ ୟୁରୋପରେ କେତୋଟି ରେସ୍‌ରେ ଭାଗ ନେବା ପାଇଁ ଇଚ୍ଛା ପ୍ରକାଶ କରିଛନ୍ତି। ତେବେ…

ଅମ୍‌ଲାଙ୍କ ସନ୍ନ୍ୟାସ

ଜୋହାନ୍ସବର୍ଗ,୯।୮- ଦକ୍ଷିଣ ଆଫ୍ରିକା ଦଳର ଓପନିଂ ବ୍ୟାଟ୍ସମ୍ୟାନ ହାସିମ ଅମ୍‌ଲା ଅନ୍ତର୍ଜାତୀୟ କ୍ରିକେଟର ସମସ୍ତ ଫର୍ମାଟରୁ ଗୁରୁବାର ଅବସର ଘୋଷଣା କରିଛନ୍ତି। ଏଥିସହ ତାଙ୍କ ୧୫ ବର୍ଷର…