ସ୍ବାଧୀନତା ଦିବସରେ ଏଠି ସମସ୍ତେ ପିନ୍ଧନ୍ତି ଖଦି ପୋଷାକ

ଭାରତ ସ୍ବାଧୀନତାର ସ୍ବପ୍ନ ଦେଖିଥିବା ଜାତିର ପିତା ମହାତ୍ମାଗାନ୍ଧୀଙ୍କ ଉଦ୍‌ବୋଧନରେ ସେତେବେଳେ ବହୁମାତ୍ରାରେ ଅନୁପ୍ରାଣିତ ହୋଇଥିଲେ ଛାତ୍ର ଗୋଷ୍ଠୀ। ଇଂରେଜମାନଙ୍କୁ ଦେଶରୁ ହଟାଇବାକୁ ଗାନ୍ଧିଜୀ ଯେଉଁ ମନ୍ତ୍ର…

୩୭୦ ଉପରେ ପାର୍ଲାମେଣ୍ଟରେ ଭାଷଣ ଦେଇ ରାତାରାତି ହିରୋ ହେଲେ ଏମ୍‌ପି, ଏବେ ଫେସବୁକକୁ ନେଇ ଚିନ୍ତିତ

ନୂଆଦିଲ୍ଲୀ, ୮।୮:ଜମ୍ମୁ-କଶ୍ମୀରରୁ ୩୭୦ ଅନୁଚ୍ଛେଦ ଉଠିବା ଏବଂ ରାଜ୍ୟକୁ ଦୁଇଭାଗ କରି ୨ଟି କେନ୍ଦ୍ର ଶାସିତ ଅଞ୍ଚଳ କରିବାକୁ କେନ୍ଦ୍ର ସରକାରଙ୍କ ନିଷ୍ପତ୍ତିକୁ ସ୍ବାଗତ କରିଛନ୍ତି ଦେଶବାସୀ।…

ସହପାଠୀଙ୍କ ପାଖରେ ନ ଥିଲା ଭଲ ଜୋତା, ମା’ଙ୍କୁ କହି ୧୫୦୦ ହଳ ଜୋତା ବାଣ୍ଟିଲେ

ସହପାଠୀଙ୍କ ପାଖରେ ଭଲ ଜୋତା ନ ଥିଲା ବୋଲି ଜଣେ ୯ ବର୍ଷର ଝିଅ ତାଙ୍କ ମା’ଙ୍କୁ କହି ଶ୍ରେଣୀରେ ୧୫୦୦ ହଳ ଜୋତା ବାଣ୍ଟିଛନ୍ତି। ଆଶ୍ଚର୍ଯ୍ୟ…

୮ ମାସ ୮ ତାରିଖ ସନ୍ଧ୍ୟା ୮ଟାରେ ଦେଶକୁ ସମ୍ବୋଧନ କରିବେ ମୋଦି

ନୂଆଦିଲ୍ଲୀ,୮।୮: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଗୁରୁବାର ସନ୍ଧ୍ୟାରେ ଏକ ସ୍ବତନ୍ତ୍ର ବେତାର କାର୍ଯ୍ୟକ୍ରମ ମାଧ୍ୟମରେ ଦେଶକୁ ସମ୍ବୋଧିତ କରିବେ। ୮ ମାସ ୮ ତାରିଖ ଓ ସନ୍ଧ୍ୟା…

୧୨ କୋଟି ଜିଏସ୍‌ଟି ଠକି ବ୍ୟବସାୟୀ ଗିରଫ

କଟକ ଅଫିସ, ୮।୮: ଜିଏସ୍‌ଟି ଠକେଇ ମାମଲାରେ ବଲାଙ୍ଗୀରର ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରାଯାଇଛି। ସେ ହେଲେ ଟିଟଲାଗଡ଼ର ତୀର୍ଥଙ୍କର ପଟେଲ। ତୀର୍ଥଙ୍କର ୧୨ କୋଟି…

ଜାତୀୟ କ୍ରୀଡ଼ା ପୁରସ୍କାର: ଚୟନ କମିଟିରେ ମେରୀକମ୍‌, ବାଇଚୁଙ୍ଗ୍‌

ନୂଆଦିଲ୍ଲୀ, ୮।୮ (ପି.ଟି.)- ଚଳିତ ବର୍ଷ ଜାତୀୟ କ୍ରୀଡ଼ା ପୁରସ୍କାର ଚୟନ ଲାଗି ଗୋଟିଏ ମାତ୍ର କମିଟି ଗଠନ କରାଯାଇଛି। ଯେଉଁଥିରେ ୬ଥର ବିଶ୍ୱ ଟାଇଟଲ ବିଜୟିନୀ…

ଭାରତ ପାଇଁ ୩ ଆକାଶ ପଥ ବନ୍ଦ କଲା ପାକିସ୍ତାନ

ଇସଲାମାବାଦ,୮।୮: ଜମ୍ମୁ-କଶ୍ମୀରେ ଅନୁଚ୍ଛେଦ ୩୭୦ ହଟାଇ ଦିଆଯିବା ପରେ ଏକ ପ୍ରକାର ଅଡୁଆରେ ପଡିଯାଇଛି ପାକିସ୍ତାନ। ନିଜକୁ ଅସୁରକ୍ଷିତ ଭାବି ସେ ଭାରତ ସହ ଗୋଟିଏ ପରେ…

୩୭୦ ଉଚ୍ଛେଦକୁ ସମର୍ଥନ କଲେ କଂଗ୍ରେସ ନେତା

ନୂଆଦିଲ୍ଲୀ,୮।୮:ସମ୍ବିଧାନର ଅନୁଚ୍ଛେଦ ୩୭୦ ଉଚ୍ଛେଦକୁ ନେଇ କଂଗ୍ରେସ ଦୁଇ ଫାଳ ହୋଇଯାଇଛି। କିଛି ନେତା ଏହାକୁ ସମର୍ଥନ କରୁଥିଲାବେଳେ ଆଉ କିଛି ନେତା ଏହାକୁ ବିରୋଧ କରୁଛନ୍ତି।…

ଉପବାଚସ୍ପତି ରଜନୀକାନ୍ତ ସିଂହ ଆହତ

ଭୁବନେଶ୍ୱର, ୮।୮(ବ୍ୟୁରୋ): ଓଡ଼ିଶା ବିଧାନସଭାର ଉପବାଚସ୍ପତି ରଜନୀକାନ୍ତ ସିଂହ ଗୁରୁବାର ଆହତ ହୋଇଛନ୍ତି। ଝୁଣ୍ଟିପଡ଼ିବାରୁ ତାଙ୍କ ଆଣ୍ଠୁରେ ଗୁରୁତର ଆଘାତ ଲାଗିଥିବା ସୂଚନା ମିଳିଛି।

ଟ୍ରକ୍‌-ବାଇକ୍‌ ମୁହାଁମୁହିଁ : ବାଇକଚାଳକ ମୃତ

ଅନୁଗୋଳ ଅଫିସ,୮।୮: ଅନୁଗୋଳ ସହର ଉପକଣ୍ଠ ହୁଲୁରିସିଂହା ପୋଲ ନିକଟରେ ଦୁର୍ଘଟଣା ଘଟି ଜଣଙ୍କର ମୃତ୍ୟୁ ହୋଇଛି। ସୂଚନା ଅନୁଯାୟୀ, ଅନୁଗୋଳରୁ ବେପାର ସାରି ରନ୍ତଲେଇ ଗ୍ରାମର…