ଘରର ମାଟି କାନ୍ଥ ପଡ଼ି ମହିଳାଙ୍କ ମୃତ୍ୟୁ

କେନ୍ଦୁଝର,୮।୮(ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ହର୍ଷପୁର ଗଁ। ରେ ବୁଧବାର ପ୍ରବଳ ବର୍ଷା ହୋଇଛି। ଲଗାଣ ବର୍ଷା ଯୋଗୁଁ ମାଟି ଘର ସବୁ ସନ୍ତସନ୍ତିଆ ହୋଇଯାଇଛି। ଫଳରେ…

ରିଷଭ ପନ୍ତଙ୍କୁ କ୍ଷମା ମାଗିଲେ ରୋହିତ

ଗୁୟାନା,୭।୮: ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ତୃତୀୟ ତଥା ଅନ୍ତିମ ଟି୨୦ ମ୍ୟାଚରେ ଭାରତ ବିଜୟୀ ହୋଇଛି। ଏହି ମ୍ୟାଚରେ ଓ୍ବିକେଟକିପର ରିଷଭ ପନ୍ତ ୬୫ ରନର ବିଜୟୀ ଇନିଂସ…

କୋରାପୁଟ ଜିଲାରେ ୧୫୪୭.୭ ମିମି ବର୍ଷା ରେକର୍ଡ : ବୈପାରୀଗୁଡ଼ା ବ୍ଲକରେ ସର୍ବାଧିକ ୧୭୨ ମିମି

କୋରାପୁଟ,୮।୮(ସ୍ବ.ପ୍ର.): କୋରାପୁଟ ଜିଲାରେ ଗୁରୁବାର ୧୫୪୭.୭ ମିମି ବର୍ଷା ହୋଇଥିବା ଜିଲା ଜରୁରୀ ବିଭାଗ ପକ୍ଷରୁ ଜଣାଯାଇଛି। ସେଥିମଧ୍ୟରୁ ଜିଲାର ବୈପାରୀଗୁଡ଼ା ବ୍ଲକରେ ସର୍ବାଧିକ ୧୭୨ ମିମି…

ପାକିସ୍ତାନୀ ଡାକ୍ତରଙ୍କୁ ଦେଶ ଛାଡ଼ିବାକୁ ଆଦେଶ ଦେଲା ସୌଦି

ରିୟାଦ୍‌,୮।୮: ପାକିସ୍ତାନୀ ଡାକ୍ତରଙ୍କୁ ଦେଶ ଛାଡ଼ିବାକୁ ସୌଦି ସରକାର ଆଦେଶ ଦେଇଛନ୍ତି। ପାକିସ୍ତାନୀ ଡାକ୍ତର ଚିକିତ୍ସା କ୍ଷେତ୍ରରେ ସଫଳ ହୋଇପାରୁ ନ ଥିବା ସୌଦି ଅଭିଯୋଗ କରିଛି।…

ହାଇ ଆଲର୍ଟରେ ୧୯ ବିମାନ ବନ୍ଦର

ନୂଆଦିଲ୍ଲୀ,୮।୮: ଆଗକୁ ସ୍ବାଧୀନତା ଦିବସ ଏହାସହ କଶ୍ମୀର ପ୍ରସଙ୍ଗକୁ ନେଇ ପରିବେଶ ଉଷ୍ମ ଥିବାରୁ ଦେଶର ପ୍ରାୟ ୧୯ଟି ବିମାନ ବନ୍ଦରରେ ହାଇ ଆଲର୍ଟ ଜାରି କରାଯାଇଛି।…

ଦେଶର ୧୦ ଶ୍ରେଷ୍ଠ ଥାନା ତାଲିକାରେ ଓଡ଼ିଶାର ତରଭା: ଭାରତ ସରକାରଙ୍କ ଗୃହ ମନ୍ତ୍ରଣାଳୟ ପକ୍ଷରୁ ମିଳିଲା ପ୍ରମାଣପତ୍ର

ସୋନପୁର/ତରଭା,୮ା୮(ନି.ପ୍ର./ଡି.ଏନ୍‌.ଏ.): ୨୦୧୮ ସର୍ଭେ ଅନୁଯାୟୀ ଭାରତର ୧୦ ଶ୍ରେଷ୍ଠ ଥାନା ତାଲିକାରେ ସୁବର୍ଣ୍ଣପୁର ଜିଲାର ତରଭା ଥାନା ସ୍ଥାନ ପାଇଛି। ଏଥିପାଇଁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍‌ ଶାହ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ୮୦ ଲକ୍ଷ ଲୋକଙ୍କୁ କରାଯାଇଛି ବନ୍ଦୀ: ଶାହ ଫୈସଲ୍‌

ଶ୍ରୀନଗର,୮।୮: ଅନୁଚ୍ଛେଦ ୩୭୦ ଉଚ୍ଛେଦ ପାଇଁ ଜମ୍ମୁ-କଶ୍ମୀରର ୮୦ ଲକ୍ଷ ଲୋକଙ୍କୁ ବନ୍ଦୀ କରାଯାଇଥିବା ଅଭିଯୋଗ କରିଛନ୍ତି ଶାହ ଫୈସଲ୍‌। ଫୈସଲ୍‌ ପୂର୍ବରୁ ଆଇଏଏସ୍‌ ଅଫିସର ଭାବେ…

ଅଭିନନ୍ଦନଙ୍କୁ ମିଳିପାରେ ସେନାର ସର୍ବୋଚ୍ଚ ସମ୍ମାନ

ନୂଆଦିଲ୍ଲୀ,୮।୮: ଭାରତୀୟ ବାୟୁସେନାର ଓ୍ବିଙ୍ଗ କମାଣ୍ଡର ଅଭିନନ୍ଦନ ବର୍ଥମାନଙ୍କୁ ସରକାର ସେନାର ସର୍ବୋଚ୍ଚ ସମ୍ମାନ ପ୍ରଦାନ କରିବାର ଯୋଜନା ରହିଥିବା ଜଣାପଡିଛି। ଗତ ଫେବୃୟାରୀ ୨୭ରେ ମିଗ୍‌-୨୧ବାୟୁସେନା…

ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୨୨ ପ୍ରକଳ୍ପ ଉଦ୍‌ଘାଟିତ: ‘ପୁଞ୍ଜିନିବେଶରେ ଶୀର୍ଷ ୩ କ୍ଷେତ୍ରରେ ସ୍ଥାନ ପାଇବ ଓଡ଼ିଶା’

ଭୁବନେଶ୍ୱର, ୮ା୮(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ୨୨ ନୂତନ ପ୍ରକଳ୍ପର ଶୁଭାରମ୍ଭ କରିଛନ୍ତି। ସଚିବାଳୟରୁ ମେକ୍‌ ଇନ୍‌ ଓଡ଼ିଶା କାର୍ଯ୍ୟକ୍ରମ ଜରିଆରେ ମୁଖ୍ୟମନ୍ତ୍ରୀ ୧୦ଟି ପ୍ରକଳ୍ପର…

ଡୋଭାଲଙ୍କ କଶ୍ମୀର ଭିଡ଼ିଓ: ଲୋକଙ୍କୁ ଅର୍ଥ ଲୋଭ ଦେଖାଇ କରାଯାଇଥିବା ଅଭିଯୋଗ କଲେ ଗୁଲାମ୍‌ନବୀ ଆଜାଦ୍‌

ନୂଆଦିଲ୍ଲୀ,୮।୮: ଅନୁଚ୍ଛେଦ ୩୭୦ର ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରର ସ୍ଥିତି ନେଇ ଶୁଟିଂ କରାଯାଇଥିବା ଭିଡ଼ିଓରେ କୌଣସି ସତ୍ୟାସତ୍ୟ ନାହିଁ ବୋଲି କଂଗ୍ରେସର ବରିଷ୍ଠ ନେତା ଗୁଲାମ୍‌ନବୀ ଆଜାଦ୍‌…