ଡାକ୍ତରଖାନା ଶୌଚାଳୟରେ ତାଲା: ଶୌଚ ହେବାକୁ ଯାଇ ବୃଦ୍ଧା ହୀନସ୍ତା

ଭୁବନ, ୮।୮(ଡି.ଏନ.ଏ.) ଢେଙ୍କାନାଳ ଜିଲା ଭୁବନ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପରିଚାଳନାଗତ ଅବ୍ୟବସ୍ଥା ଚରମ ସୀମାରେ ପହଞ୍ଚତ୍ଛି। କେତେବେଳେ ବର୍ଷା ପାଣିରେ ରୋଗୀ ଘାଣ୍ଟି ହେଉଛନ୍ତି ତ, ଆଉ…

ମିଳିମିଶି କାର୍ଯ୍ୟ କରିବାକୁ ଆଇ-ଲିଗ୍‌ କ୍ଲବ୍‌ଗୁଡିକୁ ଫିଫାର ପରାମର୍ଶ

ନୂଆଦିଲ୍ଲୀ,୮।୮(ପି.ଟି.)- ସବୁ ପ୍ରକାର ସମସ୍ୟାର ସମାଧାନ ପାଇଁ ମିଳିମିଶି କାର୍ଯ୍ୟ କରିବାକୁ ବିଦ୍ରୋହ କରିଥିବା ଆଇ- ଲିଗ୍‌ କ୍ଲବଗୁଡିକୁ ବିଶ୍ୱ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ଫିଫା…

ରକ୍ଷଣଭାଗର ଭୂମିକା ଗୁରୁତ୍ୱପୂର୍ଣ୍ଣ: ସବିତା

ବେଙ୍ଗାଲୁରୁ, ୮।୮- ଚଳିତମାସ ୧୭ରୁ ୨୧ ପର୍ଯ୍ୟନ୍ତ ଜାପାନର ଟୋକିଓଠାରେ ହେବାକୁଥିବା ଅଲିମ୍ପିକ୍‌ ଟେଷ୍ଟ ଇଭେଣ୍ଟ ହକି ଟୁର୍ନାମେଣ୍ଟ ପାଇଁ ଭାରତୀୟ ସିନିୟର ମହିଳା ଓ ପୁରୁଷ…

କଶ୍ମୀରରେ ନୀରବତାର ରାଜୁତି

ଶ୍ରୀନଗର,୮ା୮(ପି.ଟି.): ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ଜମ୍ମୁ-କଶ୍ମୀରୀ ରାସ୍ତାଘାଟ ଶୂନଶାନ। ସବୁଠି ଅଖଣ୍ଡ ନୀରବତା ରାଜୁତି କରୁଛି। ଶ୍ରୀନଗର ସମେତ ବିଭିନ୍ନ ସହରରେ ପୋଲିସ ଓ ସଶସ୍ତ୍ର…

ରୋଗୀଙ୍କ ଜୀବନ ସହ ଖେଳ: ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ବୁହା

ତାଳଚେର,୮ା୮(ନି.ପ୍ର.)  ରୋଗୀଙ୍କ ଜୀବନ ରକ୍ଷାରେ ଆମ୍ବୁଲାନ୍ସର ଭୂମିକା ଗୁରୁତ୍ୱପୂର୍ଣ୍ଣ। ହେଲେ ଏନ୍‌ଟିପିସି ପରିଚାଳନାଧୀନ ତାଳଚେର ଥର୍ମାଲ (ଟିଟିପିଏସ୍‌) ହସ୍ପିଟାଲ କର୍ତ୍ତୃପକ୍ଷ ଆମ୍ବୁଲାନ୍ସରେ ବର୍ଜ୍ୟବସ୍ତୁ ପରିବହନ କରୁଛନ୍ତି। ଏପରି…

ପଦକ ଧରି ଫେରିଲେ ଡିସ୍‌କସ୍‌ କୁଇନ୍‌ ପାର୍ବତୀ

କଟକ ଅଫିସ,୮ା୮- ଇଟାଲୀର ଟୋରିନୋ ସହରରେ ଶେଷ ହୋଇଥିବା ୟୁରୋପିଆନ ମାଷ୍ଟର୍ସ ଗେମ୍ସରେ ଭାରତ ପାଇଁ ଡବଲ ପଦକ ବିଜୟୀ ହୋଇ ଫେରିଛନ୍ତି ଅନ୍ତର୍ଜାତୀୟ ଆଥଲେଟ ପାର୍ବତୀ…

ଲଗାଣ ବର୍ଷାରେ ବଡ଼ଚଣାରେ ଜନଜୀବନ ପ୍ରଭାବିତ: ବ୍ୟାପକ ଫସଲ ଜଳମଗ୍ନ

ଚଣ୍ଡିଖୋଲ,୮ା୮(ଡି.ଏନ୍‌.ଏ.): ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଯୋଗୁ ବୁଧବାର ବର୍ଷା ଲାଗିରହିଛି। ଫଳରେ ବଡ଼ଚଣା ବ୍ଲକ ଅଞ୍ଚଳରେ ଜନଜୀବନ ପ୍ରଭାବିତ ହୋଇଛି। ବ୍ଲକ ଅଞ୍ଚଳର ଚଣ୍ଡିଖୋଲ, ବାଲିଚନ୍ଦ୍ରପୁର, ଛତିଆ,…

ଅନୁଗୋଳ ପୌରପାଳିକାର ପଦକ୍ଷେପ: ଡେଲି ମାର୍କେଟରେ ଫଳ, ପରିବା ବ୍ୟବସାୟ

ଅନୁଗୋଳ ଅଫିସ,୮।୮ - ଅନୁଗୋଳ ପୌରପାଳିକା ପକ୍ଷରୁ ବୁଧବାର ଏକ ବଡ଼ ପଦକ୍ଷେପ ନିଆଯାଇଛି। ସହରରେ ବୁଲି ଠେଲାରେ ଫଳ ବ୍ୟବସାୟ କରୁଥିବା ବ୍ୟବସାୟୀଙ୍କୁ ଡେଲି ମାର୍କେଟରେ…

ଜାରକା ବଜାରର ବାଇପାସ୍‌ ରାସ୍ତା କୃତ୍ରିମ ବନ୍ୟା

ଧର୍ମଶାଳା,୮ା୮(ଡି.ଏନ୍‌.ଏ.): ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜାରକା ବଜାର ଦେଇ ଯାଇଥିବା ୧୬ ନମ୍ବର ଜାତୀୟ ରାଜପଥ ପାର୍ଶ୍ୱରେଥିବା ଡ୍ରେନ୍‌ ସଫା ନ ହୋଇ ପଡିରହିଛି। ଏବେ ଲଗାଣ…

ବିଶ୍ୱଚାମ୍ପିୟନଶିପ୍‌ ଟିମ୍‌ରେ ମେରୀକମ୍‌, ଲଭ୍‌ଲିନା

ନୂଆଦିଲ୍ଲୀ, ୮।୮ (ପି.ଟି.)- ଛ’ଥର ବିଶ୍ୱବିଜୟିନୀ ଏମ୍‌.ସି. ମେରୀକମ୍‌ ଓ ଲଭ୍‌ଲିନା ବୋରଗୋହିନ ଆଗାମୀ ମହିଳା ବିଶ୍ୱ ବକ୍ସିଂ ଚାମ୍ପିୟନଶିପ୍‌ ପାଇଁ ଭାରତୀୟ ଦଳରେ ମନୋନୀତ ହୋଇଛନ୍ତି।…