୭ ପ୍ରକଳ୍ପକୁ ସିଙ୍ଗଲ୍‌ ଓ୍ବିଣ୍ଡୋ କର୍ତ୍ତୃପକ୍ଷଙ୍କ ଅନୁମୋଦନ

ଭୁବନେଶ୍ୱର, ୭ା୮(ବ୍ୟୁରୋ): ରାଜ୍ୟ ସରକାର ୭ ପୁଞ୍ଜିନିବେଶ ପ୍ରକଳ୍ପକୁ ମଙ୍ଗଳବାର ଅନୁମୋଦନ କରିଛନ୍ତି। ଏଥିପାଇଁ ମୋଟ ୧୦୩୬.୩୯ କୋଟି ଟଙ୍କା ବିନିଯୋଗ ହେବ। ଏହାଦ୍ୱାରା ୨୭୭୮ ଲୋକଙ୍କ…

ଯୁକ୍ତ୨ ସପ୍ଲିମେଣ୍ଟାରି ପରୀକ୍ଷା ଫଳ: ପାସ୍‌ ହାର ୭୪.୮୪%

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ମଙ୍ଗଳବାର ପ୍ରକାଶ ପାଇଛି। ମୋଟ ପାସ୍‌ ହାର ୭୪.୮୪% ରହିଛି।…

ବଙ୍ଗୋପସାଗର ଉପକୂଳରେ ଅବପାତ: ୪୮ ଘଣ୍ଟା ପ୍ରବଳ ବର୍ଷା, ବନ୍ୟା ଆଶଙ୍କା

ଭୁବନେଶ୍ୱର, ୭ା୮(ବ୍ୟୁରୋ): ଓଡ଼ିଶାର ଉତ୍ତର ପଶ୍ଚିମ ବଙ୍ଗୋପସାଗର ଉପକୂଳ ଓ ପଶ୍ଚିମବଙ୍ଗ ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଅବପାତର ରୂପ ନେଇଛି। ଏହା ପ୍ରଭାବରେ ରାଜ୍ୟରେ ପ୍ରବଳ…

ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପ ମାନ୍ୟତା

ଭୁବନେଶ୍ୱର,୭ା୮(ବ୍ୟୁରୋ): ଓଡ଼ିଶାର ଦୁଇ ନୂଆ କାରିଗରିକୁ ମିଳିବ ହସ୍ତଶିଳ୍ପର ମାନ୍ୟତା। କୁମ୍ଭକାରମାନଙ୍କୁ ହସ୍ପଶିଳ୍ପୀ ବର୍ଗରେ ସାମିଲ କରିବା ସହ ସେମାନଙ୍କ କାରିଗରିକୁ ହସ୍ତଶିଳ୍ପର ମାନ୍ୟତା ଦେବାକୁ ଚିନ୍ତାକରିଛି…

ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ଲୁଟ୍‌: ତାଲା ତାଡ଼ି ନେଇଗଲେ ଆଇରନ ଚେଷ୍ଟ

ବନ୍ତଳା,୭।୮ (ଡି.ଏନ.ଏ.):ଅନୁଗୋଳ ଜିଲା ବନ୍ତଳା ଥାନା ପୋକତୁଙ୍ଗା ସେବା ସମବାୟ ବ୍ୟାଙ୍କରୁ ସୋମବାର ରାତିରେ ଲୁଟ୍‌ ହୋଇଛି। ଦୁର୍ବୃତ୍ତମାନେ ବ୍ୟାଙ୍କ ଗ୍ରୀଲ ତାଡି ଭିତରେ ପଶିବା ସହ…

୧୪ ଦିନରେ ହେଲା ସ୍ଥିତି ସ୍ବାଭାବିକ: ତାଳଚେର କୋଲ୍‌ ଫିଲ୍ଡସ ଚଳଚଞ୍ଚଳ

ତାଳଚେର, ୭ା୮ (ନି.ପ୍ର.)-ଭରତପୁର ଖଣି ଦୁର୍ଘଟଣା ପରେ ୧୪ ଦିନ ଧରି ଠପ୍‌ ହୋଇଯାଇଥିବା ତାଳଚେର କୋଲ୍‌ ଫିଲ୍ଡସରେ ମଙ୍ଗଳବାର ସ୍ଥିତି ଧୀରେ ଧୀରେ ସ୍ବାଭାବିକ ହେଉଛି।…

ମିଶନ କଶ୍ମୀରକୁ ମଞ୍ଜୁରୀ

ନୂଆଦିଲ୍ଲୀ, ୭ା୮ (ପି.ଟି./ ଆଇଏଏନ୍‌ଏସ୍‌): ସମ୍ବିଧାନ ଅନୁଚ୍ଛେଦ ୩୭୦ ସଂକଳ୍ପନାମା ଏବଂ ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳ ପ୍ରତିଷ୍ଠା ପାଇଁ ଉଦ୍ଦିଷ୍ଟ ବିଲ୍‌କୁ…

ଉପଜିଲାପାଳଙ୍କୁ ଭେଟିଲା ଓକିଲ ସଂଘ: ତହସିଲଦାରଙ୍କ ବିରୋଧରେ ଫେରାଦ

ଅନୁଗୋଳ ଅଫିସ, ୭।୮-ଅନୁଗୋଳ ତହସିଲଦାରଙ୍କ ବିରୋଧରେ ଅଭିଯୋଗ ଆଣିଛି ଓକିଲ ସଂଘ। ମଙ୍ଗଳବାର ଅନୁଗୋଳ ଉପଜିଲାପାଳଙ୍କୁ ଭେଟି ସଂଘ କର୍ମକର୍ତ୍ତାମାନେ ଅଭିଯୋଗ ସମ୍ପର୍କରେ ଅବଗତ କରାଇଛନ୍ତି। ଏ…

ଇ-ଟେକ୍‌ ଆବାସିକ କଲେଜ ପ୍ରତିଷ୍ଠା ଦିବସ: ‘ଅଭିଭାବକଙ୍କୁ ସମ୍ମାନ ବିନା ଶିକ୍ଷା ମୂଲ୍ୟହୀନ’

ଢେଙ୍କାନାଳ ଅଫିସ, ୭।୮-ଅଭିଭାବକମାନେ ଚାହାନ୍ତି ସେମାନଙ୍କ ସନ୍ତାନ ଭଲ ପାଠପଢ଼ି ବଡ଼ମଣିଷ ହେଉ। ନିଜ ପିଲାମାନଙ୍କ ପାଇଁ ମା’ବାପା ଏପରି ସ୍ବପ୍ନ ଦେଖିବା ସ୍ବାଭାବିକ। ଏବେ ଦେଖାଯାଉଛି…

ଭୁବନ ସ୍ବାସ୍ଥ୍ୟକେନ୍ଦ୍ରରେ ପଶିଲା ବର୍ଷାପାଣି

ଭୁବନ, ୭।୮(ଡି.ଏନ୍‌.ଏ.)-ଲଘୁଚାପ ପ୍ରଭାବରେ ମଙ୍ଗଳବାର ସନ୍ଧ୍ୟାରେ ଭୁବନ ଅଞ୍ଚଳରେ ପ୍ରବଳ ବର୍ଷା ହୋଇଛି। ଏହାର ସିଧାସଳଖ ପ୍ରଭାବ ପଡ଼ିଛି ସ୍ବାସ୍ଥ୍ୟସେବା ଉପରେ। ଡାକ୍ତରଖାନାରେ ବର୍ଷାଜଳ ପଶିଛି। ରାତି…