ପ୍ରତିଶ୍ରୁତି ପାଳନ ନ କରି ପାରିବାରୁ ନିଜକୁ ଦଣ୍ଡ ଦେଲେ ମେୟର: ମହିଳାଙ୍କ ପୋଷାକ ପିନ୍ଧି ବୁଲିଲେ

ମେକ୍ସିକୋ ସିଟି,୬।୮: ନିର୍ବାଚନରେ ଦେଇଥିବା ପ୍ରତିଶ୍ରୁତି ପାଳନ ନ କରି ପାରିବାରୁ ଜଣେ ମେୟର ନିଜକୁ ଦଣ୍ଡ ଦେଇଛନ୍ତି। ସେ ସର୍ବସାଧାରଣ ସ୍ଥଳରେ ମହିଳାଙ୍କ ପୋଷାକ ପିନ୍ଧି…

ଗର୍ଭାବସ୍ଥାରେ ସମସ୍ୟା ଓ ଥାଇରଏଡ୍‌

”ଯେତେବେଳେ ଥାଇରଏଡ୍‌ ଗ୍ରନ୍ଥିରୁ ଯଥେଷ୍ଟ ପରିମାଣର ହରମୋନ୍‌ ଉପତ୍ନ୍ନ ହୋଇ ନ ଥାଏ ସେତେବେଳେ ଏହା ଓଭ୍ୟୁଲେଶନ ସମୟରେ ଡିମ୍ବାଶୟରୁ ଡିମ୍ବାଣୁର ନିଷ୍କାସନ ଏବଂ ପ୍ରଜନନତାକୁ ହ୍ରାସ…

ସିଙ୍କ୍‌ ସଫା କରିବାର ସରଳ ଉପାୟ

ସିଙ୍କ୍‌ର ଉପଯୁକ୍ତ ଯତ୍ନ ନ ନେଲେ ସେଥିରେ ଖାଦ୍ୟ ପଦାର୍ଥର ଅବଶିଷ୍ଟାଂଶ ଜମା ହୋଇ ଦୁର୍ଗନ୍ଧ ସୃଷ୍ଟି ହୋଇଥାଏ। ତେବେ ଏହାକୁ ଦୂର କରିବାକୁ ନିମ୍ନୋକ୍ତ ଟିପ୍ସ…

ରାଜଧାନୀରେ ସିରିଜ୍‌ ଏନ୍‌କାଉଣ୍ଟର ଘଟଣା: ଲୁଟ୍‌ କାର୍‌ରେ ରାତି କାଟୁଥିଲେ ଗ୍ୟାଙ୍ଗ୍‌ ସଦସ୍ୟ

ଭୁବନେଶ୍ୱର,୬।୮(ବ୍ୟୁରୋ): କମିଶନରେଟ ପୋଲିସ ରାଜଧାନୀରେ ଗୋଟିଏ ଗ୍ୟାଙ୍ଗ୍‌ର ୫ ଅଭିଯୁକ୍ତଙ୍କୁ ଏନ୍‌କାଉଣ୍ଟର କରିବା ପରେ ସେମାନଙ୍କ ସମ୍ପର୍କରେ ବହୁ ଗୁମର ଧୀରେ ଧୀରେ ପଦାକୁ ଆସିବାରେ ଲାଗିଛି।…

ସିକ୍ରେଟ୍‌ କାଶ୍ମୀର ମିଶନ୍‌: ବରିଷ୍ଠ ମନ୍ତ୍ରୀଙ୍କୁ ବି ଜଣା ନ ଥିଲା ମୋଦିଙ୍କ ଚାଲ୍‌

ଶ୍ରୀନଗର, ୬।୮: ଜମ୍ମୁ-କଶ୍ମୀରରେ ୩୭୦ ଧାରା ଉଠିବା ନିଷ୍ପତ୍ତି ନେଇ ସମସ୍ତଙ୍କୁ ଆଶ୍ଚର୍ଯ୍ୟ କରିଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ମୋଦିଙ୍କ ‘ମିଶନ୍‌ କଶ୍ମୀର’ ନିଷ୍ପତ୍ତି ଗୁପ୍ତ ଭାବରେ…

ଏମ୍ସ ଗଲେ ଉନ୍ନାଓ ପୀଡିତାଙ୍କ ଓକିଲ

ଲକ୍ଷ୍ନୌ,୬।୮: ଉତ୍ତର ପ୍ରଦେଶ ରାୟବରେଲିରେ ଗତ ମାସରେ ଦୁର୍ଘଟଣାର ଶିକାର ହୋଇଥିବା ଉନ୍ନାଓ ବଳାତ୍କାର ପୀଡିତାଙ୍କ ଓକିଲ ମଙ୍ଗଳବାର ଦିଲ୍ଲୀରେ ଥିବା ଅଲ୍‌ ଇଣ୍ଡିଆ ଇନଷ୍ଟିଚ୍ୟୁଟ ଅଫ୍‌…

ଅଯୋଧ୍ୟା ମାମଲାର ଶୁଣାଣି ଆରମ୍ଭ: ସିଧାପ୍ରସାରଣ ଆବେଦନ ଖାରଜ; ଶହେ ଦିନରେ ଫଇସଲା ସମ୍ଭାବନା

ନୂଆଦିଲ୍ଲୀ,୬।୮: ଅଯୋଧ୍ୟା ମାମଲାର ଶୁଣାଣି ମଙ୍ଗଳବାରଠାରୁ ସୁପ୍ରିମ୍‌କୋର୍ଟରେ ଆରମ୍ଭ ହୋଇଛି। ତେବେ ବିଚାର ପ୍ରକିୟାର ସିଧାପ୍ରସାରଣ ପାଇଁ କରାଯାଇଥିବା ଆବେଦନକୁ ସର୍ବୋଚ୍ଚ ନ୍ୟାୟାଳୟ ଖାରଜ କରିଛନ୍ତି। ଗତ…

ଅନୁଚ୍ଛେଦ ୩୭୦ ଉଚ୍ଛେଦ ପରେ ବାୟୁସେନାକୁ ପ୍ରସ୍ତୁତ ରହିବାକୁ ନିର୍ଦ୍ଦେଶ

ନୂଆଦିଲ୍ଲୀ,୬।୮: ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ଦେବା ଅନୁଚ୍ଛେଦ ୩୭୦ ହଟାଯିବା ପରେ ଏବେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ସବୁ ରାଜ୍ୟ ଓ କେନ୍ଦ୍ର ଶାସିତ ଅଞ୍ଚଳକୁ ସଜାଗ…

ଶ୍ରୀଲିଙ୍ଗରାଜଙ୍କ ଜମିରେ ରହିତାଦେଶ ପ୍ରସଙ୍ଗ:ଶୁକ୍ରବାରକୁ ଘୁଞ୍ଚିଲା ଶୁଣାଣି

ପୁରୁଣା ଭୁବନେଶ୍ୱର, ୬। ୮ (ଡି.ଏନ୍‌.ଏ.): ମହାପ୍ରଭୁ ଶ୍ରୀଲଙ୍ଗରାଜଙ୍କ ନୂଆଗାଁ ମୌଜା ଗଙ୍ଗୁଆ ବ୍ରିଜ୍‌ ନିକଟରେ ରହିଥିବା ଏ୨.୬୩୦ ଡିସିମିଲ ପରିମିତ ଜାଗାରେ ବେଆଇନ ଗୃହ ନିର୍ମାଣ…

କଶ୍ମୀର ସ୍ଥିତି ସ୍ବାଭାବିକ: ଡୋଭାଲଙ୍କ ରିପୋର୍ଟ

ଶ୍ରୀନଗର,୬।୮: ଜମ୍ମୁ-କଶ୍ମୀରର ସ୍ଥିତି ଅନୁଧ୍ୟାନ କରିବା ପାଇଁ ସେଠାକୁ ରାଷ୍ଟ୍ରୀୟ ସୁରକ୍ଷା ପରାମର୍ଶଦାତା ଅଜିତ୍‌ ଡୋଭାଲ ଯାଇଛନ୍ତି। ମଙ୍ଗଳବାର ସେ ରିପୋର୍ଟ ଦେଇଛନ୍ତି ଯେ, ଅନୁଚ୍ଛେଦ-୩୭୦ର ଉଚ୍ଛେଦ…