କିପରି କାର୍ଯ୍ୟ କରିବ ନୂଆ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ଦୁଇଟି କେନ୍ଦ୍ରଶାସିତ ଅଞ୍ଚଳରେ ପରିଣତ କରିବା ପାଇଁ କେନ୍ଦ୍ର ସରକାର ଆଣିଥିବା ବିଲ୍‌ ସୋମବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଏହା ଆଇନରେ ପରିଣତ…

ଯୁକ୍ତ୩ ଦ୍ୱିତୀୟ ପର୍ଯ୍ୟାୟ ମେରିଟ୍‌ ଲିଷ୍ଟ ପ୍ରକାଶ

ଭୁବନେଶ୍ୱର, ୬।୮(ବ୍ୟୁରୋ): ରାଜ୍ୟର ୧୦୪୭ ଡିଗ୍ରୀ କଲେଜରେ ଯୁକ୍ତ୩ ପ୍ରଥମ ବର୍ଷ ନାମଲେଖା ନିମନ୍ତେ ସୋମବାର ଦ୍ୱିତୀୟ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ବା ମେରିଟ୍‌ ଲିଷ୍ଟ୍‌…

ସହଜରେ ବିମାନ ବନ୍ଦରରୁ ମିଳିପାରିବ ହଜିଯାଇଥିବା ସାମଗ୍ରୀ

ଭୁବନେଶ୍ୱର, ୬।୮(ବ୍ୟୁରୋ): ବିମାନ ବନ୍ଦରରେ ଛାଡ଼ି ଚାଲି ଆସିଥିବା ବା ହଜିଯାଇଥିବା ଜିନିଷପତ୍ର ଅତି ସହଜରେ ପାଇପାରିବେ ଯାତ୍ରୀ। ଏଥିପାଇଁ ଭାରତୀୟ ବିମାନ ବନ୍ଦର ପ୍ରାଧିକରଣ (ଏଏଆଇ)…

ମୋଦିଙ୍କ ମିଶନ ସଫଳ କରାଇଲେ ଶାହ

ନୂଆଦିଲ୍ଲୀ,୬ା୮: ଜମ୍ମୁ-କଶ୍ମୀରରୁ ଅନୁଚ୍ଛେଦ ୩୭୦ ହଟାଇବା ସହ ଏହାକୁ ଦୁଇଭାଗ କରିବା ଲାଗି ଜୁନ୍‌ ତୃତୀୟ ସପ୍ତାହରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅବଗଣନା ଆରମ୍ଭ କରିଥିଲେ। ଏଥିପାଇଁ…

ଧାରା ୩୭୦ ଉଚ୍ଛେଦକୁ ଶିଳ୍ପ ଜଗତର ସ୍ବାଗତ

ନୂଆଦିଲ୍ଲୀ,୬-୮: ସମ୍ବିଧାନର ଧାରା ୩୭୦ ଦ୍ୱାରା ଜମ୍ମୁ କଶ୍ମୀରକୁ ପ୍ରଦାନ କରାଯାଇଥିବା ସ୍ବତନ୍ତ୍ର ମାନ୍ୟତା ଉଚ୍ଛେଦ ନେଇ କେନ୍ଦ୍ର ସରକାର ସୋମବାର ଘୋଷଣା କରିଥିବା ବେଳେ ଏହାକୁ…

ଆରମ୍ଭ ହେଲା ଏମ୍‌ପିସି ବୈଠକ;ରେପୋ ହାର ହ୍ରାସ ଆଶାରେ ଶିଳ୍ପ ଜଗତ

ନୂଆଦିଲ୍ଲୀ,୬-୮: ରିଜର୍ଭ ବ୍ୟାଙ୍କ ଅଫ୍‌ ଇଣ୍ଡିଆ( ଆର୍‌ବିଆଇ) ଗଭର୍ନର ଶକ୍ତିକାନ୍ତ ଦାସଙ୍କ ଅଧ୍ୟକ୍ଷତାରେ ମୁଦ୍ରା ନୀତି କମିଟି (ଏମ୍‌ପିସି) ବୈଠକ ସୋମବାରଠାରୁ ଆରମ୍ଭ ହୋଇଛି। ଏହା ଚଳିତ…

ଅଭିବୃଦ୍ଧି ପାଇଁ ତ୍ୱରିତ ପଦକ୍ଷେପ ନିଆଯିବ: ନିର୍ମଳା

ନୂଆଦିଲ୍ଲୀ,୬-୮: ଦେଶର ଅର୍ଥନୈତିକ ଅଭିବୃଦ୍ଧିରେ ଉନ୍ନତି ଲାଗି ସରକାର ତ୍ୱରିତ ପଦକ୍ଷେପ ଗ୍ରହଣ କରିବେ। ଏହାକୁ ଧ୍ୟାନରେ ରଖି ଦେଶର ବାଣିଜ୍ୟ ଲିଡରଙ୍କଠାରୁ ମତାମତ ଗ୍ରହଣ କରାଯିବ…

ନିବେଶକଙ୍କ ଉପରେ ଚଡ଼କ;ଏଫ୍‌ପିଆଇ ଉଠାଇ ନେଲେ ୧୫ ଲକ୍ଷ କୋଟି

ମୁମ୍ବାଇ,୬-୮: କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ୍‌ ଜୁଲାଇ ୫ରେ ବଜେଟ ଓ ଫାଇନାନ୍ସିଆଲ ବିଲ୍‌ ଉପସ୍ଥାପନ କରିଥିଲେ। ଏଥିରେ ଅତି ଧନୀ ଓ ବିଦେଶୀ ପୋର୍ଟଫୋଲିଓ ନିବେଶକ(ଏଫ୍‌ପିଆଇ)ଙ୍କ…

ଷ୍ଟକ୍‌ ବଜାରରେ ଛାଇଗଲା ୩୭୦ ଧାରା ପ୍ରଭାବ

ମୁମ୍ବାଇ,୭-୮: ଦେଶର ଷ୍ଟକ୍‌ ବଜାର ପାଇଁ ଅନେକଗୁଡ଼ିଏ ନକରାମତ୍କ ସୂଚନା ରହିଥିଲେ ସୁଦ୍ଧା ସୋମବାର ଜମ୍ମୁ-କଶ୍ମୀରରେ ୩୭୦, ୩୫ଏ ଧାରା ଉଚ୍ଛେଦ ସୂଚନା ଛାଇ ରହିଥିଲା। ଏଥିଯୋଗୁ…

ଜମ୍ମୁ-କଶ୍ମୀର ହେବ ସର୍ବବୃହତ୍‌ କେନ୍ଦ୍ରଶାସିତ ଅଞ୍ଚଳ

ନୂଆଦିଲ୍ଲୀ,୬ା୮(ପି.ଟି.): କେନ୍ଦ୍ର ସରକାର ଜମ୍ମୁ-କଶ୍ମୀରକୁ ଦୁଇ ଭାଗ କରିବା ସହ ୩୭୦ ଧାରା ଉଚ୍ଛେଦ କରିଛନ୍ତି। ଜମ୍ମୁ-କଶ୍ମୀର ଓ ଲଦାଖ୍‌କୁ ଅଲଗା କରାଯାଇ ଦୁଇଟି କେନ୍ଦ୍ର ଶାସିତ…