ନୂଆଦିଲ୍ଲୀ,୬-୮: ଆମେରିକା-ଚାଇନା ମଧ୍ୟରେ ବାଣିଜ୍ୟ ଯୁଦ୍ଧ ଅଧିକ ଘନୀଭୂତ ହେବାକୁ ଯାଉଥିବା ବେଳେ ଆମେରିକା ଫେଡେରାଲ ରିଜର୍ଭ ସୁଧ ହାର ୦.୨୫% ହ୍ରାସ କରିବା କାରଣରୁ ନିବେଶକମାନେ…
ନୂଆଦିଲ୍ଲୀ,୬-୮: ଦିଲ୍ଲୀରୁ ବାରାଣସୀକୁ ଚାଲୁଥିବା ସେମି ହାଇସ୍ପିଡ୍ ଟ୍ରେନ ବନ୍ଦେ ଭାରତ ଏକ୍ସପ୍ରେସରେ ଏଣିକି ଏୟାର ହୋଷ୍ଟେସ୍ଙ୍କ ଭଳି ଟ୍ରେନ ହୋଷ୍ଟେସ ଯାତ୍ରୀଙ୍କୁ ସେବା ଯୋଗାଇବେ। ଏହି…
ନୂଆଦିଲ୍ଲୀ,୬ା୮(ପି.ଟି./ଆଇଏଏନ୍ଏସ୍): ଜମ୍ମୁ-କଶ୍ମୀରକୁ ସ୍ବତନ୍ତ୍ର ରାଜ୍ୟର ମାନ୍ୟତା ପ୍ରଦାନ କରୁଥିବା ସମ୍ବିଧାନର ଅନୁଚ୍ଛେଦ ୩୭୦କୁ କେନ୍ଦ୍ର ସରକାର ସୋମବାର ଉଚ୍ଛେଦ କରିଛନ୍ତି। ଏହାସହ ଜମ୍ମୁ-କଶ୍ମୀର ପାଇଁ ଥିବା ସ୍ବତନ୍ତ୍ର…
ଛତ୍ରପୁର/ଗଞ୍ଜାମ, ୬ା୮(ଡି.ଏନ.ଏ.)-ଗଞ୍ଜାମ ଥାନା ଅଞ୍ଚଳରେ କାମ ଦେବା ନାଁରେ ଜଣେ ମହିଳାଙ୍କୁ ବଳାକତ୍ାର ଉଦ୍ୟମ କରିବା ଘଟଣାର ଅଭିଯୁକ୍ତ ତଥା ଗ୍ରାସୀମ ଇଣ୍ଡଷ୍ଟ୍ରିଜ୍ର ପୁର୍ବତନ ମୁଖ୍ୟ ସୁରକ୍ଷା…
ବ୍ରହ୍ମପୁର ଅଫିସ୍,୬ା୮-ପୁଅମାନଙ୍କ ତୁଳନାରେ ଝିଅଙ୍କ ସଂଖ୍ୟା ନୈରାଶ୍ୟଜନକ ଯୋଗୁ ଯେଉଁ ଗଞ୍ଜାମ ଜିଲାର ବଦନାମ୍ ଥିଲା, ସେଇ ଜିଲାରେ ଝିଅଙ୍କ ସଂଖ୍ୟା ଉତ୍ସାହଜନ ଭାବେ ବଢ଼ିବାରେ ଲାଗିଛି।…
ଖଣ୍ଡପଡା,୬।୮(ସ୍ବ.ପ୍ର.)-ଚଳିତ ଓଟିଇଟି ପରୀକ୍ଷାରେ ନୟାଗଡ଼ ଜିଲା ପାଣିପଇଲା ନିକଟ ଇଞ୍ଜିନିୟରିଂ କଲେଜ ପରୀକ୍ଷାକେନ୍ଦ୍ରରେ ସୋମବାର ପରୀକ୍ଷାର୍ଥୀମାନଙ୍କୁ ବହୁ ହିନସ୍ତା ହେବାକୁ ପଡିଛି। ପରୀକ୍ଷାକେନ୍ଦ୍ର ଭିତରକୁ ପଶିବା ପୂର୍ବରୁ…
ଛତ୍ରପୁର,୬ା୮(ଡି.ଏନ.ଏ.)-ଛତ୍ରପୁର ମିଳିତ କ୍ରିୟାନୁଷ୍ଠାନ କମିଟିର ଏକ ଜରୁରୀ ବୈଠକ ସୋମବାର ସନ୍ଧ୍ୟାରେ ସ୍ଥାନୀୟ ରିଡିଙ୍ଗ ରୁମରେ ଅନୁଷ୍ଠିତ ହୋଇଥିଲା ା ଛତ୍ରପୁରରେ ଖୋଲିବାକୁ ଥିବା କେନ୍ଦ୍ରୀୟ ବିଦ୍ୟାଳୟ…
ପୋଲସରା,୬।୮(ଡି.ଏନ.ଏ.)-ପୋଲସରାର ପୂର୍ବତନ ବିଧାୟକଙ୍କ ନାଁରେ ଜମି ହଡ଼ପ ଅଭିଯୋଗ ଆସିଛି। ଅବନ୍ତୀନଗରସ୍ଥିତ ପୈତୃକ ଜମିରେ ପୂର୍ବତନ ବିଧାୟକ ନିରଞ୍ଜନ ପ୍ରଧାନ ଚଞ୍ଚକତା କରି ଘର ନିର୍ମାଣ କରିଥିବା…
ଖଣ୍ଡପଡ଼ା,୬।୮(ସ୍ବ.ପ୍ର.)-ମହାନଦୀରୁ ନୟାଗଡ଼ ସହରକୁ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ବିଭିନ୍ନ ସ୍ଥାନରେ କଣା ହୋଇଥିବା ଯୋଗୁ ପାଣି ଲିକ୍ ହୋଇ ପଥଚାରୀଙ୍କ ପାଇଁ ସମସ୍ୟା ସୃଷ୍ଟି…
ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ…