ଜଳ ଯୋଗାଣ ପାଇପ ଲିକ୍‌, ଧୋଇହୋଇ ଯାଉଛି ପୂର୍ତ୍ତ ବିଭାଗ ରାସ୍ତା

ଖଣ୍ଡପଡ଼ା,୬।୮(ସ୍ବ.ପ୍ର.)-ମହାନଦୀରୁ ନୟାଗଡ଼ ସହରକୁ ପାନୀୟ ଜଳ ଯୋଗାଣ ହେଉଥିବା ପାଇପ ବିଭିନ୍ନ ସ୍ଥାନରେ କଣା ହୋଇଥିବା ଯୋଗୁ ପାଣି ଲିକ୍‌ ହୋଇ ପଥଚାରୀଙ୍କ ପାଇଁ ସମସ୍ୟା ସୃଷ୍ଟି…

ରାଜ୍ୟରେ ଶିଳ୍ପ ବନ୍ଦର ପ୍ରଭାବ: ୮ବର୍ଷରେ ୯୩୯୦ଜଣ ଚାକିରି ହରାଇଛନ୍ତି

ଭୁବନେଶ୍ୱର,୬ା୮(ବ୍ୟୁରୋ): ରାଜ୍ୟର ଅନୂ୍ୟନ ୧୭ ଶିଳ୍ପ ୨୦୧୦ରୁ ୨୦୧୮ ମଧ୍ୟରେ ବନ୍ଦ ହୋଇଯିବା କାରଣରୁ ୯,୩୯୦ ଲୋକ ଚାକିରି ହରାଇଛନ୍ତି। ରାଜ୍ୟ ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ବିଧାନସଭାରେ…

କନ୍ଦାଖାଇ କଲେଜ ପକ୍ଷରୁ ସଫେଇ

କୃଷ୍ଣପ୍ରସାଦ,୬ା୮(ଡି.ଏନ.ଏ)-ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକସ୍ଥିତ କନ୍ଦାଖାଇ ବିଜ୍ଞାନ ଓ କଳା ମହାବିଦ୍ୟାଳୟର ଯୁକ୍ତ ୩ ଜାତୀୟ ସେବା ସଂସ୍ଥା ଏବଂ ଭାରତ ସ୍କାଉଟ୍‌ ଗାଇଡ୍‌ ମିଳିତ ଆନୁକୂଲ୍ୟରେ…

ଉଦ୍ଧାର ହାତୀ ଛୁଆଙ୍କୁ ନେଇ ଚିନ୍ତାରେ ବନ ବିଭାଗ

ଢେଙ୍କାନାଳ ଅଫିସ,୬ା୮ ଢେଙ୍କାନାଳ ଜିଲାରେ ବିଭିନ୍ନ ଜଙ୍ଗଲରୁ ଉଦ୍ଧାର ହେଉଥିବା ହାତୀ ଛୁଆଙ୍କୁ ନେଇ ବନ ବିଭାଗର ଚିନ୍ତା ବଢୁଛି। ଉଦ୍ଧାର ହାତୀ ଛୁଆଙ୍କୁ ସୁରକ୍ଷିତ ଭାବରେ…

ଆମ ପୋଲିସ ପକ୍ଷରୁ ଚାରାରୋପଣ

ଧର୍ମଶାଳା/ଜେନାପୁର,୬ା୮(ଡି.ଏନ୍‌.ଏ.)- ଧର୍ମଶାଳା ବ୍ଲକ ଜେନାପୁର ଥାନା ଆମ ପୋଲିସ ସମିତି ପକ୍ଷରୁ ସୋମବାର ବୃନ୍ଦାଦେଈପୁର ଗଡଜାତ ସ୍ମାରକୀ ପୀଠଠାରେ ଚାରାରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଯାଜପୁର ଏସ୍‌ପି…

ମନ୍ଥର ଗତିରେ ଚାଲିଛି ଏମ୍‌ଜିଏନ୍‌ଆର୍‌ଇଜିଏସ୍‌

ବଅଁରପାଳ,୬।୮-ଗ୍ରାମାଞ୍ଚଳର ଗରିବ ଅଣକୁଶଳୀ ଶ୍ରମିକମାନଙ୍କୁ କାମ ଯୋଗାଇ ଦେବା ଉଦ୍ଦେଶ୍ୟରେ ଅତୀତରେ କେନ୍ଦ୍ର ସରକାରଙ୍କ ପକ୍ଷରୁ ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମ ନିଯୁକ୍ତି ଯୋଜନା…

ପଲିଥିନ ଯାଞ୍ଚ ସମୟରେ ଉତ୍ତେଜନା

ଅନୁଗୋଳ ଅଫିସ, ୬।୮ ପୌରପାଳିକା ପକ୍ଷରୁ ସୋମବାର ଅପରାହ୍ନରେ ସହରର ବ୍ଲକ ଛକରେ ଥିବା ବିଭିନ୍ନ ଫଳ ଦୋକାନରେ ପଲିଥିନ ଚଢ଼ାଉ କରାଯାଇଥିଲା। ଏହି ସମୟରେ ପଲିଥିନ…

୪ ଶିଶୁ ଶ୍ରମିକ ଉଦ୍ଧାର

ସୁକିନ୍ଦା,୬।୮(ଡି.ଏନ୍‌.ଏ.) - ଦୀର୍ଘଦିନ ଧରି ଇଟାଭାଟିଠାରୁ ଆରମ୍ଭ କରି ମୋଟରସାଇକେଲ ଗ୍ୟାରେଜ ଏବଂ ଢାବାରେ ଶିଶୁ ଶ୍ରମିକଭାବେ ଏକ ରକମ ବନ୍ଧକ ରହିଥିବା ୪ ଶିଶୁ ଶ୍ରମିକଙ୍କୁ…

ଭରତପୁର ଖଣିରୁ ମୁଣ୍ଡବିହୀନ ମୃତଦେହ ଉଦ୍ଧାର

ତାଳଚେର, ୬ା୮(ନି.ପ୍ର.) ଅନୁଗୋଳ ଜିଲା ତାଳଚେରସ୍ଥିତ ଏମ୍‌ସିଏଲ୍‌ର ଭରତପୁର କୋଇଲା ଖଣିରେ ଚାଲିଥିବା ଉଦ୍ଧାର କାର୍ଯ୍ୟ ବେଳେ ସୋମବାର ଏକ ମୁଣ୍ଡବିହୀନ ଗଳିତ ମୃତଦେହ ଉଦ୍ଧାର କରାଯାଇଛି।…

ନାବାଳିକା ବଳାତ୍କାର ଘଟଣା:ପୀଡିତାଙ୍କ ବୟାନ ରେକର୍ଡ

ଅନୁଗୋଳ ଅଫିସ, ୬।୮ ଅନୁଗୋଳ ସହର ବସ୍‌ଷ୍ଟାଣ୍ଡ ନିକଟରେ ବଳାତ୍କାରର ଶିକାର ହୋଇଥିବା ମହାରାଷ୍ଟ୍ରର ଏକ ଶ୍ରମିକ ପରିବାରର ୮ ବର୍ଷିୟା ନାବାଳିକା ସୁସ୍ଥ ହୋଇ ରବିବାର…