ନୂଆଦିଲ୍ଲୀ,୫।୮: ଅଯୋଧ୍ୟା ବିବାଦର ଲାଇଭ୍ ଷ୍ଟ୍ରିମିଂ ଉପରେ ସୁପ୍ରିମ୍କୋର୍ଟ ବିଚାର କରିବେ ବୋଲି ସୋମବାର ସୂଚନା ଦେଇଛନ୍ତି। ସାମ୍ବିଧାନିକ ବ୍ୟବସ୍ଥାର ଅନୁଚ୍ଛେଦ ୧୯(୧)-ଏ ଅନ୍ତର୍ଗତ ଏହି ବିବାଦର…
କରାଚୀ,୫।୮(ପି.ଟି.)- ପାକିସ୍ତାନ ପେସର ହସନ ଅଲି ସେପ୍ଟେମ୍ବର ୨୦ରେ ଭାରତୀୟ ନାଗରିକ ସମିଆ ଆର୍ଜୁଙ୍କୁ ଦୁବାଇଠାରେ ବିବାହ କରିବେ। ତାଙ୍କ ବିବାହ ଉତ୍ସବକୁ ଭାରତୀୟ କ୍ରିକେଟରଙ୍କୁ ଆମନ୍ତ୍ରଣ…
ନୂଆଦିଲ୍ଲୀ, ୫।୮: ଜମ୍ମୁ-କଶ୍ମୀରରୁ ଲଦାଖକୁ ଅଲଗା କରି ଦିଆଯାଇଛି। ଜମ୍ମୁ-କଶ୍ମୀର ଏବେ ରାଜ୍ୟର ମାନ୍ୟତା ହରାଇବା ସହିତ ଧାରା ୩୭୦ ଅନୁସାରେ ଏହାର ବିଶେଷ ରାଜ୍ୟ ମାନ୍ୟତା…
ଇସଲାମାବାଦ,୫।୮: ଜମ୍ମୁ-କଶ୍ମୀରରେ ବହୁ ପରିମାଣରେ ମୁତୟନ ହୋଇଥିବା ସୁରକ୍ଷାକର୍ମୀଙ୍କୁ ଦେଖି ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ଏହା ଉପେର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ହସ୍ତକ୍ଷେପ ଲୋଡିଛନ୍ତି।…
ବରଗଡ଼ ଅଫିସ,୫।୮: ବରଗଡ଼ ଜିଲା ଭେଡେନ ଥାନା ଅନ୍ତର୍ଗତ ବସେକେଲା ଗ୍ରାମର କେତେକ ଲୋକେ ଜଣେ ମହିଳାଙ୍କ ପୈତୃକ ସମ୍ପତ୍ତି ଜବରଦଖଲ କରିଥିବା ଅଭିଯୋଗ ହୋଇଛି। ତେବେ…
ପାପଡ଼ାହାଣ୍ଡି,୫।୮(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମାଝୀଗୁଡ଼ା ପଞ୍ଚାୟତ ଝାଳିଆଗୁଡ଼ା ଗ୍ରାମର ଜଣେ ଯୁବକ ସୋମବାର ଭାଲୁ ଆକ୍ରମଣରେ ଗୁରୁତର ହୋଇଛନ୍ତି। ତାଙ୍କର ନାମ ଆଶାରାମ ମୁଦୁଲି(୨୫)।…
ରାଜନଗର,୫।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ବ୍ଲକ ଚନ୍ଦନଗରସ୍ଥିତ ପ୍ରାଚୀନ ଶୈବପୀଠ ଚନ୍ଦ୍ରମଉଳି ମହାଦେବଙ୍କ ପୀଠରେ ଶ୍ରାବଣ ମାସର ତୃତୀୟ ସୋମବାରରେ ଶତାଧିକ ଭକ୍ତ ଜଳାଲାଗି କରିଛନ୍ତି। ଆଜି…
ଶ୍ରୀନଗର,୫।୮: ବର୍ତ୍ତମାନ ଜମ୍ମୁ କଶ୍ମୀରରେ ଉତ୍ତେଜନାପୂର୍ଣ୍ଣ ପରିସ୍ଥିତି ଲାଗିରହିଛି। ଗୋଟିଏ ପଟେ କଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ଓ ଓମାର ଅବଦୁଲ୍ଲାଙ୍କୁ ନଜରବନ୍ଦୀ ରଖାଯାଇଥିବା ବେଳେ…
ରାଜନଗର,୫।୮(ଡି.ଏନ୍.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ ଚାନ୍ଦିବାଉଁଶମୂଳ ପଞ୍ଚାୟତ ଯଦୁଚନ୍ଦ୍ରପୁର ଗ୍ରାମର ଭାଗଚାଷୀ ବୈଲୋଚନ ରାଉତ(୪୮)ଙ୍କ ସାପକାମୁଡ଼ାରେ ମୃତ୍ୟୁ ଘଟିଛି। ସୋମବାର ସକାଳେ ବିଲରେ କାମ କରୁଥିବାବେଳେ…
ଲକ୍ଷ୍ନୌ,୫।୮: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଆସନ୍ତା ୧୫ ତାରିଖ ପର୍ଯ୍ୟନ୍ତ ସମସ୍ତ ସରକାରୀ ଅଧିକାରୀଙ୍କ ଛୁଟି ବାତିଲ କରିଛନ୍ତି। ଏପଟେ ଛୁଟିରେ ଥିବା ବା…