ଏଏପି ଛାଡ଼ିବେ ଅଲ୍‌କା ଲାମ୍ବା

ନୂଆଦିଲ୍ଲୀ, ୫ା୮(ପି.ଟି.): ଏଏପି ଉପରେ ଅସନ୍ତୁଷ୍ଟ ଥିବା ଚାନ୍ଦ୍‌ନିଚୌକ୍‌ ବିଧାୟକ ଅଲ୍‌କା ଲାମ୍ବା ଦଳ ଛାଡ଼ିବାକୁ ରବିବାର ଆଗ୍ରହ ପ୍ରକାଶ କରିଛନ୍ତି। ଜନସଭାରେ ସମର୍ଥକଙ୍କ ମତାମତ ନେଇ…

ଚାଲିଛି ରାହୁଲଙ୍କ ଉତ୍ତରାଧିକାରୀ ଖୋଜା: ଚର୍ଚ୍ଚାରେ ପାଇଲଟ୍‌, ସିନ୍ଧିଆଙ୍କ ନାମ

ନୂଆଦିଲ୍ଲୀ, ୫ା୮(ପି.ଟି.): କଂଗ୍ରେସ କାର୍ଯ୍ୟକାରୀ କମିଟି(ସିଡବ୍ଲ୍ୟୁସି) ବୈଠକ ଅଗଷ୍ଟ ୧୦ରେ ବସିବାକୁ ଯାଉଛି। ଏହି ବୈଠକରେ ଦଳର ନେତା କିଏ ହେବ, ସେନେଇ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବାର…

କୁନ୍ଦୁଲି ବଳାତ୍କାର ଘଟଣା : କମିଶନଙ୍କ ରିପୋର୍ଟ ନେଇ ବିରୋଧୀ ଗରମ

ଭୁବନେଶ୍ୱର,୫ା୮(ବ୍ୟୁରୋ): କୁନ୍ଦୁଲି ରିପୋର୍ଟ ବିଧାନସଭାରେ ଉପସ୍ଥାପିତ ହେବାପରେ ବିରୋଧୀଙ୍କ ଟାର୍ଗେଟରେ ରାଜ୍ୟ ସରକାର। କାହାକୁ ସୁରକ୍ଷା ଦେବାକୁ ଏଭଳି ରିପୋର୍ଟ ପ୍ରସ୍ତୁତ କରାଯାଇଛି ବୋଲି ବିରୋଧୀ ପ୍ରଶ୍ନ…

ପଟ୍ଟା ମିଳିଛି, ଜମି ଚିହ୍ନଟ ହେଉନି

ଅମରପାଲି, ୫।୮(ଡି.ଏନ.ଏ) ସରକାର ଭୁମିହୀନମାନଙ୍କୁ ଘରଡିହ ଯୋଗାଇ ଦେଇଛନ୍ତି। ଏପରିକି ଉକ୍ତ ପରିବାରମାନଙ୍କୁ ପଟ୍ଟା ବି ମିଳି ସାରିଛି। ମାତ୍ର ବିଭାଗୀୟ ଅଧିକାରୀଙ୍କ ଉଦାସୀନତା ଯୋଗୁଁ ଦିଆଯାଇଥିବା…

ଆନୁଷ୍ଠାନିକ ଅବକ୍ଷୟ ରୋକିବା ଉପରେ ଗୁରୁତ୍ୱ

ବଲାଙ୍ଗୀର ଅଫିସ, ୫ା୮:  ବ୍ୟକ୍ତିର ଉପଲବ୍ଧିକୁ ତାର ସାମାଜିକ ଅବଦାନ ଦୃଷ୍ଟିରୁ ବିଚାର କରାଯିବା ଉଚିତ୍‌। ଏହି ଦୃଷ୍ଟିରୁ ବିଚାର କଲେ ପୂର୍ବତନ ସାଂସଦ ଜନସେବୀ କୃଷ୍ଣଚନ୍ଦ୍ର…

ଭାରତର ଦାବିକୁ ପାକ୍‌ର ପ୍ରତ୍ୟାଖ୍ୟାନ

ଇସ୍‌ଲାମାବାଦ୍‌, ୫ା୮(ପି.ଟି.): ଭାରତୀୟ ସୀମାପଟେ ମରି ପଡ଼ିଥିବା ଯବାନଙ୍କୁ ନେବା ଲାଗି ଭାରତ କହିଥିବାବେଳେ ପାକିସ୍ତାନ ପକ୍ଷରୁ ଏହାକୁ ପ୍ରତ୍ୟାଖ୍ୟାନ କରାଯାଇଛି। ପାକିସ୍ତାନ ପଟୁ କୌଣସି ସେନା…

ଦୃଢ ଇଚ୍ଛାଶକ୍ତି, ଆତ୍ମବିଶ୍ୱାସ ଜଗନ୍ନାଥଙ୍କୁ କରିଛି ସକ୍ଷମ

ସୋନପୁର, ୫।୮(ନି.ପ୍ର) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଦଶରାଜପୁର ଗାଁର ଜଗନ୍ନାଥ ଦାସ(୪୬)। ଆଖିକୁ ଭଲ ଦେଖା ଯାଉନି। ଗୋଡ ଓ ହାତ ଥରୁଛି। ତଳେ ଗୋଡ…

ପହ୍ଲାଘାରୀକୁ ଦଳି ନଷ୍ଟ କଲେ ହାତୀପଲ

ଅମରପାଲି, ୫।୮(ଡି.ଏନ.ଏ.) ସୁବର୍ଣ୍ଣପୁର ଜିଲା ଉଲୁଣ୍ଡା ବ୍ଲକ ଅନ୍ତର୍ଗତ କୋଟସମଲାଇରେ ହାତୀ ଉପଦ୍ରବ ଦେଖାଦେଇଛି। ସେମାନେ ପହ୍ଲାରେ ଥିବା ଧାନକୁ ଦଳିଚକଟି ନଷ୍ଟ କରିଦେଉଛନ୍ତି। ଚଳିତ ବର୍ଷ…

୩୦ ଓଡ଼ିଆ ଶ୍ରମିକ ଉଦ୍ଧାର

ସୁରଟ,୫ା୮: ପ୍ରବଳ ବର୍ଷା ଯୋଗୁ ତିନିଦିନ ହେଲା ଗୁଜରାଟର ନଭସାରୀ ଅଞ୍ଚଳରେ ଫସି ରହିଥିବା ୩୦ ଓଡ଼ିଆ ଶ୍ରମିକଙ୍କ ସମେତ ୩୨ ଜଣଙ୍କୁ ସ୍ଥାନୀୟ ପ୍ରଶାସନ ରବିବାର…

ଦକ୍ଷିଣ ଆଫ୍ରିକା କୋଚ୍‌ ପଦରୁ ଗିବସନ ବିଦା

ଜୋହାନ୍ସବର୍ଗ,୫ା୮- ଦକ୍ଷିଣ ଆଫ୍ରିକା ଦଳର ମୁଖ୍ୟ କୋଚ୍‌ ଓଟିସ ଗିବସନଙ୍କ ସମେତ ପୂରା କୋଚିଂ ଟିମ୍‌ ଓ ମ୍ୟାନେଜମେଣ୍ଟ ଷ୍ଟାଫଙ୍କୁ ବିଦା କରିଥିବା କ୍ରିକେଟ ଦକ୍ଷିଣ ଆଫ୍ରିକା…