ଡକାୟତି ଯୋଜନା ବିଫଳ : ୩ ଦୁର୍ଦ୍ଦାନ୍ତ ଅପରାଧୀ ଗିରଫ

ବାଲେଶ୍ୱର ଅଫିସ, ୩।୮: ବାଲେଶ୍ୱର ସହଦେବଖୁଣ୍ଟା ମଡ଼େଲ ଥାନା ଅଧୀନ ଗଳାପୋଲ ନିକଟସ୍ଥ ଭଟ୍ଟରମିଲ୍‌ ପରିସରରେ ଶୁକ୍ରବାର ମଧ୍ୟରାତ୍ରିରେ ୮ରୁ ଊର୍ଦ୍ଧ୍ୱ ଦୁର୍ବୃତ୍ତ ଏକାଠି ହୋଇ ଡକାୟତି…

ହତ୍ୟା ମାମଲାରେ ୪ ନିର୍ଦ୍ଦୋଷରେ ଖଲାସ

ବାଲେଶ୍ୱର ଅଫିସ, ୩।୮: ଏକ ହତ୍ୟା ମାମଲାର ବିଚାର କରି ବାଲେଶ୍ୱର ଅତିରିକ୍ତ ସେସନ୍ସ ଜଜ୍‌ ଗିରିଜା ଶଙ୍କର ମହାପାତ୍ର ଉପଯୁକ୍ତ ସାକ୍ଷ୍ୟପ୍ରମାଣ ଅଭାବରୁ ବାଲେଶ୍ୱର ଜିଲା…

ନବବଧୂଙ୍କୁ ଯୌତୁକ ନିର୍ଯାତନା: ସ୍ବାମୀ ଗିରଫ

ତିହିଡ଼ି, ୩।୮ (ଡି.ଏନ.ଏ.) - ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ବାହାବଳପୁର ପଞ୍ଚାୟତ ପାଳସାହି ଗ୍ରାମର ଦେବକୀ ବାରିକ ନାମ୍ନୀ ଜଣେ ନବବଧୂ ଯୌତୁକ ପାଇଁ…

ଦୁର୍ଘଟଣାଗ୍ରସ୍ତ କାର୍‌ ଛାଡ଼ି ଚାଳକ ଫେରାର, ମୃତାହତଙ୍କ ସୁରାକ ମିଳିନି

ଦାରିଙ୍ଗବାଡ଼ି,୩।୮(ଡି.ଏନ୍‌.ଏ.) : କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ଗାଁ ଶେଷମୁଣ୍ଡରେ ଏକ କାର୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି । କାର୍‌ଟିର ନମ୍ବର ନ ଥିବା ବେଳେ ଅଦ୍ୟାବଧି…

ପଡ଼ିରହିଛି କୁଢ଼କୁଢ଼ ଆବର୍ଜନା, କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା

ଜମନକିରା,୩।୮(ଡି.ଏନ୍‌.ଏ.): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦରମହକୁମାର ଚାରିଆଡ଼େ ଅଳିଆ ଆବର୍ଜନାରେ ଭର୍ତ୍ତି ହୋଇଥିବାବେଳେ ପଞ୍ଚାୟତ କର୍ତ୍ତୃପକ୍ଷ ନୀରବଦ୍ରଷ୍ଟା ସାଜିଛନ୍ତି। ବାରମ୍ବାର ଅଭିଯୋଗ ସତ୍ତ୍ୱେ ପ୍ରତିକାର ବ୍ୟବସ୍ଥା…

ଅର୍ଶ, ପେଟ ଦରଜ ଦୂର କରେ ଡାଳିମ୍ବ ଚୋପା

ସାଧାରଣତଃ ଆମେ ଫଳ ଖାଇସାରିବା ପରେ ଏହାର ଚୋପା ଫିଙ୍ଗି ଦେଇଥାଉ। ଯେଉଁଥିରେ କି ଔଷଧୀୟ ଗୁଣ ଭରି ରହିଥାଏ। ଏହି ଯେମିତି ଡାଳିମ୍ବ ଖାଇ ଆମେ…

ପାକିସ୍ତାନ ହକିର ସହାୟତା ଲାଗି ଆଗେଇ ଆସିଲେ ଅଭିନେତ୍ରୀ ମଓ୍ବେିଶ

କରାଚୀ,୩।୮(ପିଟି)- ଲୋକପ୍ରିୟ ପାକିସ୍ତାନୀ ଅଭିନେତ୍ରୀ ମଓ୍ବେିଶ ହୟାତ ଦେଶରେ ଫିଲ୍ଡ ହକିକୁ ଉଜ୍ଜୀବିତ ରଖିବା ପାଇଁ ପ୍ରୟାସ ଆରମ୍ଭ କରିଛନ୍ତି। ହୟାତ ସ୍ଥାନୀୟ ଅବଦୁଲ ସତ୍ତାର ଇଧି…

ସ୍ବାଧୀନତାର ୭୦ ବର୍ଷ ପରେ ବି ଏଠି ଉଡ଼ି ନ ଥିଲା ଜାତୀୟ ପତାକା

ପ୍ରତିବର୍ଷ ଅଗଷ୍ଟ ୧୫କୁ ଭାରତ ସ୍ବାଧୀନତା ଦିବସ ଭାବେ ପାଳନ କରିଥାଏ। କାରଣ ଭାରତୀୟଙ୍କ ପାଇଁ ଏହି ଦିନର ମହତ୍ତ୍ୱ ଖୁବ୍‌ ଅଧିକ। ହେଲେ ଭାରତରେ ଏମିତି…

ଏଠି ହେଉଛି ପଥର ବର୍ଷା…

ଆକାଶରୁ ସାଧାରଣତଃ ବର୍ଷା ହୋଇଥାଏ। ତେବେ ଆକାଶରୁ ପଥର ବର୍ଷା ହେବା ଶୁଣିଲେ ଯେ କେହି ଆଶ୍ଚର୍ଯ୍ୟ ହେବା ସ୍ବାଭାବିକ। ମହାରାଷ୍ଟ୍ର ଗଢ଼ଚିରୋଲିଠାରେ ଥିବା ଆରମୋରିରେ ଏଭଳି…

‘ଆରମ୍ଭ ହେଲା ଟି୨୦ ବିଶ୍ୱକପ୍‌ ପ୍ରସ୍ତୁତି’

ଲଡରହିଲ,୩।୮(ପି.ଟି.)- ଆସନ୍ତା ବର୍ଷ ଅଷ୍ଟ୍ରେଲିଆରେ ହେବାକୁ ଥିବା ଟି୨୦ ବିଶ୍ୱକପ୍‌ ଲାଗି ଭାରତୀୟ ଦଳ ଓ୍ବେଷ୍ଟଇଣ୍ଡିଜ ବିପକ୍ଷ ୩ ମ୍ୟାଚ୍‌ ବିଶିଷ୍ଟ ସିରିଜ୍‌ରୁ ପ୍ରସ୍ତୁତି ଆରମ୍ଭ କଲା…