ଚଳିତ ବର୍ଷରୁ ମିଳିବ ଗରିମା ପୁରସ୍କାର: ‘ମୋ ସ୍କୁଲ’ ଅଭିଯାନରେ ୮୯୫୧ ସ୍କୁଲ ପାଇଛନ୍ତି ୮୯କୋଟି ଟଙ୍କା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ସ୍କୁଲଗୁଡ଼ିକରେ ଗୁଣାତ୍ମକ ଶିକ୍ଷା ବୃଦ୍ଧି କରିବା ଲାଗି ରାଜ୍ୟ ସରକାର ‘ମୋ ସ୍କୁଲ’ ଅଭିଯାନ ଆରମ୍ଭ କରିଛନ୍ତି। ଏହି ଯୋଜନାର ମୂଳ ଲକ୍ଷ୍ୟ, ସ୍କୁଲର…

ରାଜ୍ୟରେ ୧୩ ନିଗମ କ୍ଷତିରେ ଚାଲିଛି: ଖର୍ଚ୍ଚ କମାଇବା ପାଇଁ ସ୍ବେଚ୍ଛାକୃତ ଅବସର ଯୋଜନା

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟରେ ୩୬ଟି ନିଗମ ଅଛି। ସେଥିରେ ୧୦,୪୭୩ ପଦବୀ ଖାଲି ରହିଛି। ନିଗମଗୁଡ଼ିକ ମଧ୍ୟରୁ ୨୩ଟି ଲାଭ କରୁଥିବା ବେଳେ ୧୩ଟି କ୍ଷତିରେ ଚାଲୁଛି। ଶନିବାର…

ରାଜ୍ୟରେ ଆଉ ନିର୍ମାଣ ହେବ ୪ ପ୍ଲାନେଟାରିୟମ,ଖର୍ଚ୍ଚ ହେବ ୩୦ କୋଟି

ଭୁବନେଶ୍ୱର,୩।୮(ବ୍ୟୁରୋ): ରାଜ୍ୟର ୩୦ଟି ଜିଲାରେ ବିଜ୍ଞାନ ପାର୍କ ନିର୍ମାଣ ହେବ। ପ୍ରଥମ ପର୍ଯ୍ୟାୟରେ ୧୦ଟି ଜିଲାରେ ଏହି ପାର୍କ ନିର୍ମାଣ କରାଯିବ। ଏଥିସହ ୪ଟି ସ୍ଥାନରେ ନୂତନ…

ନିରପେକ୍ଷ ଅମ୍ପାୟରଙ୍କୁ ପଣ୍ଟିଂଙ୍କ ସମାଲୋଚନା

ସିଡ୍‌ନୀ,୩।୮(ଏଏଫ୍‌ପି)- ଇଂଲଣ୍ଡର ବର୍ମିଂହାମଠାରେ ଚାଲିଥିବା ପ୍ରଥମ ଆଶେସ ଟେଷ୍ଟରେ ଅମ୍ପାୟରଙ୍କ ବହୁ ତ୍ରୁଟି ପରିଲକ୍ଷିତ ହୋଇଛି। ଏଥିଯୋଗୁ ପୂର୍ବତନ ଅଷ୍ଟ୍ରେଲିଆନ ଅଧିନାୟକ ରିକି ପଣ୍ଟିଂ ଶନିବାର ନିରପେକ୍ଷ…

ରାଶିଫଳ: ରବିବାର, ଅଗଷ୍ଟ ୦୪ ତାରିଖ – Daily Horoscope

ମେଷ ସ୍ବାସ୍ଥ୍ୟ ସମସ୍ୟା ନିୟନ୍ତ୍ରଣାଧୀନ ରହିବାରୁ ଆଶ୍ୱସ୍ତି ଲାଭ। ଉନ୍ନତ ଚିନ୍ତା,ନିରଳସ ଉଦ୍ୟମ,ଆନ୍ତରିକତାପୂର୍ଣ୍ଣ କାର୍ଯ୍ୟ ଓ ମନ ବୁଝିଲା ଭଳି କଥା କହି ପ୍ରଶଂସିତ ହେବେ। ଶିକ୍ଷାକ୍ଷେତ୍ରରେ…

ଟ୍ରାଫିକ ଜାମ୍‌ରେ ଫସିଲେ: ସ୍କୁଲ ଯାଇ ନ ପାରି ଫାଣ୍ଡିରେ ବସିଲେ ଛାତ୍ରୀଛାତ୍ର

ଯୋଡ଼ା, ୩।୮(ଡି.ଏନ୍‌.ଏ.): କେନ୍ଦୁଝର ଜିଲା ଦେଇ ଯାଇଥିବା ୫୨୦ ନମ୍ବର ଜାତୀୟ ରାଜପଥର ବିଲେଇପଦା, ଯୋଡ଼ା, ଭଦ୍ରାସାହି, ବଡ଼ବିଲ ରାସ୍ତାରେ ଟ୍ରାଫିକ ସମସ୍ୟା ଦେଖାଦେଇଛି । ପ୍ରଶାସନର…

ଲାଇମ୍‌ ଲାଇଟ୍‌ରୁ ଦୂରେଇ ଯାଇଥିଲେ ଏହି ଅଭିନେତ୍ରୀ, ଫେରିବା ପରେ ଚିହ୍ନି ହେଉନି

ଟେଲି ଅଭିନେତ୍ରୀ ଶମା ସିକନ୍ଦର ୪ ଅଗଷ୍ଟରେ ୩୮ତମ ଜନ୍ମଦିବସ ପାଳନ କରିବେ। ଶମା ନିଜର ହଟ୍‌ ଲୁକ୍‌ ପାଇଁ ସବୁବେଳେ ଚର୍ଚ୍ଚାରେ ରହିଥାନ୍ତି। କିଛିଦିନ ତଳେ…

ପାକିସ୍ତାନରେ ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ ଶ୍ରୀଲଙ୍କା ପ୍ରତିନିଧି

କରାଚୀ,୩।୮(ପିଟି)- ଶ୍ରୀଲଙ୍କା କ୍ରିକେଟର ଦୁଇଜଣିଆ ପ୍ରତିନିଧି ଦଳ ବୁଧବାର ପାକିସ୍ତାନ ଗସ୍ତ କରିବେ। ସେମାନେ ସେଠାକାର ସୁରକ୍ଷା ବ୍ୟବସ୍ଥା ଯାଞ୍ଚ କରିବେ। ସେମାନଙ୍କ ନିଷ୍ପତ୍ତି ଉପରେ ଆସନ୍ତା…

ଭାଜପା ଏମ୍‌ପିଙ୍କ ‘ପାଠଶାଳା’ରେ କାହିଁକି ପଛରେ ବସିଲେ ମୋଦି

ନୂଆଦିଲ୍ଲୀ,୩।୮: ଭାଜପା ଏମ୍‌ପିଙ୍କ ପାଇଁ ଶନିବାର ଆୟୋଜିତ ପାଠଶାଳା ବା ଅଭ୍ୟାସ ବର୍ଗ କାର୍ଯ୍ୟକ୍ରମରେ ରାଜ୍ୟ ସଭା ଓ ଲୋକ ସଭାର ପ୍ରାୟ ସମସ୍ତ ଏମ୍‌ପି ଯୋଗ…

ପିଓକେରେ ୧୫ ଆତଙ୍କବାଦୀଙ୍କ ସହ ଦେଖିବାକୁ ମିଳିଲେ ମସୁଦ ଅଜହରଙ୍କ ଭାଇ

ନୂଆଦିଲ୍ଲୀ,୩।୮: ପାକିସ୍ତାନ ଅଧିକୃତ କଶ୍ମୀର(ପିଓକେ)ରେ ଜୈଶ-ଇ-ମହମ୍ମଦ ଆତଙ୍କବାଦୀ ସଙ୍ଗଠନର ମୁଖ୍ୟ ମସୁଦ ଅଜହରଙ୍କ ଭାଇ ଇବ୍ରାହିମ୍‌ ଅଜହରଙ୍କ ଅନୁପସ୍ଥିତିକୁ ନେଇ ବିଶେଷ ସୂତ୍ରରୁ ସୂଚନା ମିଳିଛି। ସୂଚନା…