ମେଟଲ୍‌ ମିଟ୍‌-୨୦୧୯: ଜୁନିୟର୍‌ ଗ୍ରୁପ୍‌ରେ ୪୩ଟିମ୍‌

ଭୁବନେଶ୍ୱର,୩।୮(ବ୍ୟୁରୋ):‘ମେଟଲ୍‌ ମିଟ୍‌-୨୦୧୯’ର ଜୁନିୟର୍‌ ଗ୍ରୁପ୍‌ ପାଇଁ ରେଜିଷ୍ଟ୍ରେଶନ୍‌ ଶେଷ ହୋଇଛି। ଏଥିରେ ଓଡ଼ିଶାର ୪୨ଟି ପ୍ରମୁଖ ଶିକ୍ଷାନୁଷ୍ଠାନରୁ ମୋଟ ୪୩ଟି ଟିମ୍‌ ଭାଗ ନେଇଛନ୍ତି। ମେଟଲ୍‌ ମିଟ୍‌-୨୦୧୯ରେ…

ଅପରେଶନ୍‌ ଅଲ୍‌ଆଉଟ୍‌: ବାରପୋରାରେ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟର

ଶ୍ରୀନଗର,୩।୮: ଜମ୍ମୁ-କଶ୍ମୀର ସୋପୋରରେ ଅପରେଶନ୍‌ ଅଲ୍‌ଆଉଟ୍‌ ଅନ୍ତର୍ଗତ ସୁରକ୍ଷାକର୍ମୀଙ୍କ ଏନ୍‌କାଉଣ୍ଟରରେ ଜଣେ ଆତଙ୍କବାଦୀଙ୍କ ମୃତ୍ୟୁ ଘଟିଛି। ଆତଙ୍କବାଦୀଙ୍କ ଗୁଳିରେ ଜଣେ ଯବାନ ଆହତ ହୋଇଥିବା କୁହାଯାଉଛି। ସ୍ଥାନୀୟ…

ମାନବିକତା ଭୁଲିଗଲେ ପୁଅବୋହୂ: ପାଇଖାନା ଘରେ ରହୁଛନ୍ତି ୮୨ ବର୍ଷର ମା’

ଗୋପ, ୩।୮(ଡି.ଏନ୍‌.ଏ.): ଦଶମାସ ୧୦ ଦିନ ଗର୍ଭରେ ଧରି ସନ୍ତାନଙ୍କୁ ଜନ୍ମ ଦେଇଥିବା ବୃଦ୍ଧା ମା’ ଆଜି ପାଇଖାନା ଘରେ। ନିଜର ୪ ପୁଅବୋହୂ ଥିବାବେଳେ ଜନ୍ମକଲା…

ମେଗା କୁଇଜ୍‌ ଇଭେଣ୍ଟ୍‌ ‘ମେଟଲ୍‌ମିଟ୍‌-୨୦୧୯’ ଆରମ୍ଭ

ଭୁବନେଶ୍ୱର,୩।୮(ବ୍ୟୁରୋ): ଦୈନିକ ଇଂଲିଶ ଖବରକାଗଜ ‘ଓଡ଼ିଶାପୋଷ୍ଟ’ ପକ୍ଷରୁ ଆୟୋଜିତ ମେଗା କୁଇଜ୍‌ ପ୍ରତିଯୋଗିତା ‘ମେଟଲ୍‌ମିଟ୍‌ ୨୦୧୯’ ଭୁବନେଶ୍ୱରର ହୋଟେଲ୍‌ ସ୍ବସ୍ତି ପ୍ରିମିୟମ୍‌ଠାରେ ଆରମ୍ଭ ହୋଇଛି। ଓଡ଼ିଶାର ପ୍ରମୁଖ…

ଚୋରା ପଥରଖଣି ବ୍ୟବସାୟ: ଅଭିଯୁକ୍ତ ଗିରଫ

ଖୋର୍ଦ୍ଧା ଅଫିସ/ ଭୁବନେଶ୍ୱର, ୩।୮(ବ୍ୟୁରୋ): ଖୋର୍ଦ୍ଧା ଅଞ୍ଚଳରେ ଆତଙ୍କ ଖେଳାଇଥିବା ଚୋରା ପଥର ଖଣିର ଅନ୍ୟତମ ମାଷ୍ଟରମାଇଣ୍ଡ୍‌ ପ୍ରଦୀପ ବେହେରା ଓରଫ କାଳୁ(୨୬) ଶୁକ୍ରବାର ଧରାପଡ଼ିଛନ୍ତି। କ୍ରାଇବ୍ରାଞ୍ଚ…

‘ଆମ ମାଟିର କଳା-୨୦୧୯’ ମହୋତ୍ସବ ପାଳିତ: କଳାକାର ସଂସ୍କୃତିର ଶ୍ରେଷ୍ଠ ବିନ୍ଧାଣି

ଭୁବନେଶ୍ୱର,୩।୮(ବ୍ୟୁରୋ): କଳାର ପ୍ରଚାରପ୍ରସାର ସହିତ କଳାକାରକୁ ଉପଯୁକ୍ତ ସମ୍ମାନ ମିଳିବା ଆବଶ୍ୟକ। କଳାକାର ହେଉଛନ୍ତି ସଂସ୍କୃତିର ଶ୍ରେଷ୍ଠ ବିନ୍ଧାଣୀ ବୋଲି ସଂସ୍କୃତି ମନ୍ତ୍ରୀ ଜ୍ୟୋତିପ୍ରକାଶ ପାଣିଗ୍ରାହୀ ଶୁକ୍ରବାର…

ପ୍ଲାଷ୍ଟିକମୁକ୍ତ ପୁରୀ ଅଭିଯାନ: ଖଲିପତ୍ର ଥାଳି, କପଡ଼ା ବ୍ୟାଗ ବ୍ୟବହାରକୁ ଗୁରୁତ୍ୱ

ପୁରୀ ଅଫିସ, ୩।୮: ପର୍ଯ୍ୟଟନ ସହର ପୁରୀ। ଏଠାକୁ ଦୈନିକ ଦେଶ ବିଦେଶର ପର୍ଯ୍ୟଟକ ଆସୁଛନ୍ତି। ତେଣୁ ସହରକୁ ସ୍ବଚ୍ଛ ଓ ପରିଷ୍କାର ରଖିବାକୁ ହେବ। ଏଭଳି…

ଲକ୍ଷ୍ୟରୁ ଦୂରେଇଛି ଜୀବନ୍ତଖାଦ୍ୟ ପ୍ରଜନନ କେନ୍ଦ୍ର

ବାରଙ୍ଗ,୩।୮(ଡି.ଏନ୍‌.ଏ.): ନନ୍ଦନକାନନର ଶେଷଭାଗ ୧ନଂ ଫାଟକ ପାଖରେ ରହିଛି ଜୀବନ୍ତଖାଦ୍ୟ ପ୍ରଜନନ କେନ୍ଦ୍ର। ଏହି କେନ୍ଦ୍ର ଉପରେ ନନ୍ଦନକାନନର ପ୍ରାୟ ୨୦ରୁ ଊର୍ଦ୍ଧ୍ୱ ପ୍ରଜାତିର ପ୍ରାଣୀ ନିର୍ଭରଶୀଳ।…

ଭାରତୀୟ ବଂଶୋଦ୍ଭବଙ୍କୁ ମିସ୍‌ ଇଂଲଣ୍ଡ ମୁକୁଟ

ଲଣ୍ଡନ: ଭାରତୀୟ ବଂଶୋଦ୍ଭବ ୨୩ବର୍ଷୀୟା ଡାକ୍ତର ଭାଷା ମୁଖାର୍ଜୀ ମିସ୍‌ ଇଂଲଣ୍ଡ ମୁକୁଟ ବିଜୟିନୀ ହୋଇଛନ୍ତି। ଇଂଲଣ୍ଡ ସୁନ୍ଦରୀ ପ୍ରତିଯୋଗିତାରେ ୧୨ଜଣ ମଡେଲଙ୍କୁ ପଛରେ ପକାଇ ସେ…