ବିଜିୟୁର ନବାଗତ ବିଏଜେଏମ୍‌ସି ଏବଂ ଏମ୍‌ଏଜେଏମ୍‌ସି ଛାତ୍ରୀଛାତ୍ରଙ୍କୁ ସ୍ବାଗତ: ଡିଜିଟାଲ ଗଣମାଧ୍ୟମ ସାମ୍ବାଦିକତାର ଭବିଷ୍ୟତ

ଭୁବନେଶ୍ୱର,୩।୮(ବ୍ୟୁରୋ): ବିର୍ଲା ଗ୍ଲୋବାଲ ୟୁନିଭରସିଟିର ବିର୍ଲା ସ୍କୁଲ ଅଫ କମ୍ୟୁନିକେଶନ ପକ୍ଷରୁ ନବାଗତ ସପ୍ତମ ବ୍ୟାଚ୍‌ର ଏମ୍‌ଏଜେଏମ୍‌ସି ଏବଂ ତୃତୀୟ ବ୍ୟାଚ୍‌ର ବିଏଜେଏମ୍‌ସି(ଅନର୍ସ) ଛାତ୍ରୀଛାତ୍ରମାନଙ୍କର ସ୍ବାଗତ ସମ୍ବର୍ଦ୍ଧନା…

୮୩% ଆତଙ୍କବାଦୀ ଟେକାମାଡ଼କାରୀ

ଶ୍ରୀନଗର,୩ା୮: ଜମ୍ମୁ-କଶ୍ମୀରରେ ଅସ୍ତ୍ର ଧରୁଥିବା ୮୩% ଆତଙ୍କବାଦୀ ପୂର୍ବରୁ ଟେକାମାଡ଼କାରୀ ଥିଲେ। ସେମାନେ ଆତଙ୍କବାଦୀ ସାଜିବା ପରେ ଅଧିକ ସମୟ ବଞ୍ଚତ୍ ପାରିବେ ନାହିଁ। ଦିନ ମଧ୍ୟରେ…

ନଦୀବନ୍ଧ ନିରାପତ୍ତା ବିଲ୍‌ ଲୋକ ସଭାରେ ଗୃହୀତ: ରାଜ୍ୟକୁ କ୍ଷମତା ଦେବା ପାଇଁ ବିଜେଡିର ଦାବି

ନୂଆଦିଲ୍ଲୀ,୩ା୮: ଦେଶର ନଦୀବନ୍ଧଗୁଡିକର ଅନୁଧ୍ୟାନ, ପରିଚାଳନା ଆଦି ପାଇଁ ଆନୁଷ୍ଠାନିକ ବ୍ୟବସ୍ଥା ନିମନ୍ତେ ନଦୀବନ୍ଧ ନିରାପତ୍ତା ବିଲ୍‌ ଶୁକ୍ରବାର ଲୋକ ସଭାରେ ଗୃହୀତ ହୋଇଛି। ଏହାଦ୍ୱାରା ରାଜ୍ୟଗୁଡିକର…

ୟୁଏପିଏ ବିଲ୍‌ ପାର୍ଲାମେଣ୍ଟରେ ଗୃହୀତ

ନୂଆଦିଲ୍ଲୀ,୩ା୮(ପି.ଟି.): ଆତଙ୍କବାଦ ନିରୋଧୀ ଆଇନ (ୟୁଏପିଏ)ରେ ଗୁରୁତ୍ୱପୂର୍ଣ୍ଣ ସଂଶୋଧନକୁ ଶୁକ୍ରବାର ପାର୍ଲାମେଣ୍ଟ ଅନୁମୋଦନ କରିଛି। ଫଳରେ ସନ୍ଦିଗ୍ଧ ବ୍ୟକ୍ତିଙ୍କୁ କେନ୍ଦ୍ର ଓ ରାଜ୍ୟ କର୍ତ୍ତୃପକ୍ଷ ଆତଙ୍କବାଦୀ ଘୋଷଣା…

ଚାଇଲ୍ଡ ଲାଇନ ପକ୍ଷରୁ ୭୧ଶିଶୁ ଉଦ୍ଧାର

ଦାରିଙ୍ଗବାଡ଼ି/ବ୍ରାହ୍ମଣୀଗାଁ,୨ା୮(ଡି.ଏନ୍‌.ଏ.)- କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ବ୍ରାହ୍ମଣୀଗାଁ ଏବଂ ଗଦାପୁର ଅଞ୍ଚଳରେ ବେଆଇନ ଭାବେ ଚାଲିଥିବା ଛାତ୍ରାବାସ ଉପରେ ଜିଲା ପ୍ରଶାସନ କାର୍ଯ୍ୟାନୁଷ୍ଠାନ ନେଇଛି। ଜିଲା ଶିଶୁ…

ଧନ୍ଦାମୂଳକ ଶିକ୍ଷାର ଚାହିଦା ନାହିଁ

ବ୍ରହ୍ମପୁର ଅଫିସ୍‌,୩ା୮-ଛାତ୍ରୀଛାତ୍ରଙ୍କ ମଧ୍ୟରେ ଦକ୍ଷତା ବିକାଶ ଏବଂ ସେମାନଙ୍କୁ ଆମତ୍ନିର୍ଭରଶୀଳ କରିବା ଉଦ୍ଦେଶ୍ୟରେ ନିର୍ଦ୍ଦିଷ୍ଟ କଲେଜଗୁଡ଼ିକରେ ରହିଛି ଧନ୍ଦାମୂଳକ ଶିକ୍ଷା । ଦଶମ ଶ୍ରେଣୀ ପାସ୍‌ କରିବା…

କଶ୍ମୀରରେ ପଶିଛନ୍ତି ପାକିସ୍ତାନୀ ଆତଙ୍କବାଦୀ: ଟାର୍ଗେଟରେ ଅମରନାଥ ଯାତ୍ରୀ

ଶ୍ରୀନଗର,୩ା୮(ପି.ଟି./ ଆଇଏଏନ୍‌ଏସ୍‌): ପାକିସ୍ତାନ ଅଧିକୃତ କଶ୍ମୀର (ପିଓକେ)ରୁ ଜୈଶ୍‌-ଇ-ମହମ୍ମଦ (ଜେଇଏମ୍‌) ସମେତ ଆଉ କେତେକ ସଙ୍ଗଠନର ଆତଙ୍କବାଦୀମାନେ ଉପତ୍ୟକାରେ ଅନୁପ୍ରବେଶ କରିଛନ୍ତି। ଜୁଲାଇ ଶେଷ ସପ୍ତାହରେ ୫…

ସଂଯୋଗ ସତ୍ତ୍ୱେ ଅଘୋଷିତ ବିଦ୍ୟୁତ୍‌ କାଟ ଜାରି: ପର୍ଯ୍ୟଟନ ଶିଳ୍ପ ପାଇଁ ଦିଲ୍ଲୀ, କୋଲକାତାରେ ହେବ ପ୍ରେସ୍‌ ମିଟ୍‌

ପୁରୀ ଅଫିସ, ୩।୮: ବାତ୍ୟାରେ ଛାରଖାର ହୋଇଯାଇଥିଲା ପର୍ଯ୍ୟଟନ ସହର ପୁରୀ। ହୋଟେଲ ଶିଳ୍ପ ମଧ୍ୟ ବିଶେଷ କ୍ଷତିଗ୍ରସ୍ତ ହୋଇଥିଲା। ଶନିବାର ବାତ୍ୟା ଫନୀକୁ ୩ମାସ ପୂରୁଛି।…

ଶ୍ରମ ଆଇନ ସଂଶୋଧନକୁ ବିରୋଧ:ଇପିଏଫ ଅଫିସ ଆଗରେ ସିଟୁର ବିକ୍ଷୋଭ

ବ୍ରହ୍ମପୁର ଅଫିସ,୩ା୮-କେନ୍ଦ୍ର ସରକାରଙ୍କ ପ୍ରଚଳିତ ଶ୍ରମ ଆଇନ ସଂଶୋଧନ ପ୍ରତିବାଦରେ ସେଣ୍ଟର ଅଫ ଇଣ୍ଡିଆନ ଟ୍ରେଡ ୟୁନିୟନସ (ସିଟୁ) ଗଞ୍ଜାମ ଜିଲା କମିଟି ପକ୍ଷରୁ ଶୁକ୍ରବାର ବ୍ରହ୍ମପୁରସ୍ଥ…

ସ୍ତନ୍ୟପାନ ସପ୍ତାହରେ ଫଳ, ଔଷଧ ବଣ୍ଟନ

ବ୍ରହ୍ମପୁର ଅଫିସ୍‌,୩ା୮-ଫ୍ରେଣ୍ଡ୍‌ସ ହେଲ୍‌ପିଂ କ୍ଲବ ତରଫରୁ ସ୍ଥାନୀୟ ଗିରି ମାର୍କେଟ ସ୍ନେହମ୍‌ ହଲ୍‌ରେ ଶୁକ୍ରବାର ସକାଳେ ବିଶ୍ୱ ସ୍ତନ୍ୟପାନ ସପ୍ତାହ ପାଳନ କରାଯାଇଛି। ଭାରତୀୟ ଶିଶୁ ବିଶେଷଜ୍ଞ…