୪ରୁ ୭ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩।୮(ବ୍ୟୁରୋ): ଉତ୍ତର ପୂର୍ବ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ସମଗ୍ର ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି…

ଅଗଷ୍ଟ ୧୫ ପୂର୍ବରୁ ହୋଇପାରେ ବଡ଼ ନିଷ୍ପତ୍ତି : ଆଶଙ୍କାରେ କଶ୍ମୀରବାସୀ

ଶ୍ରୀନଗର,୩ା୮(ଆଇଏଏନ୍‌ଏସ୍‌): ଜମ୍ମୁ-କଶ୍ମୀରକୁ ସପ୍ତାହକ ମଧ୍ୟରେ ଅତିରିକ୍ତ ୩୮,୦୦୦ ଯବାନଙ୍କୁ ପଠାଯିବା ପରେ ଉପତ୍ୟକାବାସୀ ଆଶଙ୍କାରେ ରହିଛନ୍ତି। କେନ୍ଦ୍ର ସରକାର ଗତ ୨୭ ତାରିଖରେ ୧୦ ହଜାର ଓ…

ବାତ୍ୟାକୁ ପୂରିଲା ୩ ମାସ: ପୁରୀ ଜିଲାରେ ଅସଜଡ଼ା ଶିକ୍ଷା ଭିତ୍ତିଭୂମି

ପୁରୀ ଅଫିସ, ୩।୮: ୨୦୧୯ ମେ ୩ ତାରିଖ। ଉପକୂଳବର୍ତ୍ତୀ ପୁରୀ ଜିଲା ପାଇଁ ଅଭିଶପ୍ତ ଦିନଟିଏ। ଏହିଦିନ ପୁରୀକୁ ଛାରଖାର କରିଦେଇଥିଲା ବାତ୍ୟା ଫନୀ। ଶନିବାର…

ସମ୍ପରେ ଫସି ଠିକାଦାରଙ୍କ ସମେତ ୩ ମୃତ

ଭୁବନେଶ୍ୱର, ୩ା୮(ବ୍ୟୁରୋ): ଏକ ନିର୍ମାଣାଧୀନ ଘରର ପାଣି ସମ୍ପ୍‌ରେ ଫସି ଜଣେ ଶ୍ରମିକ ଠିକାଦାର ଓ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଛି। ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ପୁରୀ…

ପ୍ରତି ରବିବାର ସଫା ହେବ ମହାପୁରୁଷଙ୍କ ପ୍ରତିମୂର୍ତ୍ତି

ଭୁବନେଶ୍ୱର,୩।୮(ବ୍ୟୁରୋ): ସହରର ବିଭିନ୍ନ ଛକରେ ଥିବା ମହାପୁରୁଷମାନଙ୍କ ପ୍ରତିମୂର୍ତ୍ତି ଆଉ ଅପରିଷ୍କାର ହୋଇ ପଡ଼ି ରହିବନି। ଏଣିକି ପ୍ରତି ରବିବାର ମହାପୁରୁଷଙ୍କ ମୂର୍ତ୍ତି ସଫା କରିବା ଲାଗି…

ଦେବାଶୀଷ ଚାଟାର୍ଜୀ ମାଇଣ୍ଡଟ୍ରି ସିଇଓ, ଏମ୍‌ଡି

ନୂଆଦିଲ୍ଲୀ,୩-୮: ଆଇଟି କମ୍ପାନୀ ମାଇଣ୍ଡଟ୍ରି ଲିମିଟେଡ କଗ୍ନିଜାଣ୍ଟର ପୂର୍ବତନ କାର୍ଯ୍ୟନିର୍ବାହୀ ଅଧିକାରୀ ଦେବାଶୀଷ ଚାଟାର୍ଜୀଙ୍କୁ ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଏବଂ ପରିଚାଳନା ନିର୍ଦ୍ଦେଶକ(ଏମ୍‌ଡି) ଭାବେ ନିଯୁକ୍ତ କରିଥିବା…

୨୦୧୮ରେ ବିଶ୍ୱର ବୃହତ ଅର୍ଥନୀତି;୫ରୁ ୭କୁ ଖସିଲା ଭାରତ

ନୂଆଦିଲ୍ଲୀ,୩-୮: ଅର୍ଥନୀତି କ୍ଷେତ୍ରରେ ମୋଦି ସରକାରଙ୍କୁ ଜୋର୍‌ ଝଟକା ଲାଗିଛି। ୨୦୨୪-୨୫ ସୁଦ୍ଧା ୫ ଲକ୍ଷ କୋଟି ଡଲାର ସହ ବିଶ୍ୱର ତୃତୀୟ ବୃହତ ଅର୍ଥନୀତି ହେବ…

ଟ୍ରେଡ୍‌ ଓ୍ବାର୍‌ ଘନୀଭୁତ;ଚାଇନା ସାମଗ୍ରୀରୁ ୧୦% ଚାର୍ଜ ଆଦାୟ କରିବ ଆମେରିକା

ଓ୍ବାଶିଂଟନ,୩-୮: ଚାଇନାରୁ ଆସୁଥିବା ଅତିରିକ୍ତ ୩୦୦ ବିଲିୟନ ଡଲାର(୨୧ ଲକ୍ଷ କୋଟି ଟଙ୍କା) ସାମଗ୍ରୀ ଉପରେ ଆମେରିକା ସେପ୍ଟେମ୍ବର ପହିଲାରୁ ୧୦ ପ୍ରତିଶତ ଚାର୍ଜ(ଇମ୍ପୋର୍ଟ ଟାରିଫ) ଆଦାୟ…

ପୋଷ୍ଟ ଅଫିସ୍‌ରେ ମିଳିବ କ୍ଷୁଦ୍ର ଋଣ

ନୂଆଦିଲ୍ଲୀ,୩-୮: ଏନ୍‌ଡିଏ ସରକାର କ୍ଷମତାରେ ଫେରିବା ପରେ ପୋଷ୍ଟ ଅଫିସ୍‌ର କାୟାକଳ୍ପ ବଦଳିବାରେ ଲାଗିଛି। ଚିଠି, ପାର୍ସଲ ମନିଅର୍ଡର ବାଣ୍ଟୁଥିବା ପୋଷ୍ଟ ଅଫିସ ଆଜି ବ୍ୟାଙ୍କିଙ୍ଗ୍‌ ସେବା…

ଭାରତରେ ଶାଖା ଖୋଲିବ ବ୍ୟାଙ୍କ ଅଫ୍‌ ଚାଇନା

ମୁମ୍ବାଇ,୩-୮: ବିଶ୍ୱରେ ୫ମ ସ୍ଥାନ ହାସଲ କରିଥିତ୍ବା ବ୍ୟାଙ୍କ ଅଫ୍‌ ଚାଇନା ଭାରତରେ ଏକ ଶାଖା ଖୋଲିବାକୁ ଯାଉଛି। ଏଥିପାଇଁ ଭାରତୀୟ ରିଜର୍ଭ ବ୍ୟାଙ୍କ(ଆର୍‌ବିଆଇ) ଏହାକୁ ଅନୁମତି…