ସାରାବଙ୍ଗ ପଞ୍ଚାୟତ ସମ୍ମୁଖରେ ଧାରଣା

ନୂଆପଡା ଅଫିସ,୩ା୮ ନୂଆପଡା ଜିଲା ସଦର ବ୍ଲକ ସାରାବଙ୍ଗ ପଞ୍ଚାୟତରେ ଉନ୍ନୟନ କାମରେ ଅନିୟମିତତା ହୋଇଥିବା ନେଇ ସାରାବଙ୍ଗ ଗ୍ରାମବାସୀ ଆଜକୁ ଦେଢ ମାସ ହେବ ଧାରଣା…

ଦାବି ପୂରଣ ପାଇଁ ଖବରଦାତାଙ୍କ ପ୍ରତୀକ ଧାରଣା

ଦଶପଲ୍ଲା,୩ା୮(ଡି.ଏନ.ଏ.): ଦଶପଲ୍ଲା ଥାନା ସମ୍ମୁଖରେ ଖବରଦାତା କ୍ରିୟାନୁଷ୍ଠାନ କମିଟି ତରଫରୁ ଦ୍ୱିତୀୟ ପର୍ଯ୍ୟାୟ ଧାରଣା ଶୁକ୍ରବାର ଆରମ୍ଭ ହୋଇଛି। ଜୁନ୍‌ ୧୦ରୁ ୧୪ତାରିଖ ପର୍ଯ୍ୟନ୍ତ ସେମାନେ ନିଜର…

ବସ ଦୁର୍ଘଟଣା, ଅଳ୍ପକେ ବର୍ତ୍ତିଲା ଯାତ୍ରୀ

କୋକସରା,୩।୮(ଡି.ଏନ.ଏ.) କଳାହାଣ୍ଡି ଜିଲା ଆମପାଣି ଥାନା ଅଧୀନ ୨୬ ନଂ. ଜାତୀୟ ରାଜପଥ ସିଉନି ଗାଁ ବିଦ୍ୟାଳୟ ସାମ୍ନା ବୁଲାଣିରେ ଶୁକ୍ରବାର ଏକ ଯାତ୍ରୀବାହୀ ବସ୍‌ ଭାରସାମ୍ୟ…

ପରିଚଏ ଖୁଜୁଛେ କୁଦେଲପଟା ଗଁ। ହକ୍‌, ମଉଲିକ ସୁବିଧାରୁ ବଁଚିତ୍‌ ଗଁ। ବାସୀ

ଭବାନୀପାଟଣା,୩।୮(ଡି.ଏନ.ଏ.): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକ ସଦରନୁ ୧୪ କି.ମି. ଦୂରେ ରହିଛେ ତ୍ରିଲୋଚନପୁର ପଁଚେତ୍‌ ଅଧୀନ କୁଦେଲପଟା ଗଁା। ଗଁାଟା ନିୟମଗିରି ପାଡାଡ଼ ଅଂଚଲରେ ରହିଥିଲାବେଲେ…

ରଘୁନାଥ ଜୁନିୟର ମହାବିଦ୍ୟାଳୟ ନବାଗତ ଶିକ୍ଷାର୍ଥୀଙ୍କୁ ସ୍ବାଗତ

ବୋଲଗଡ଼,୩ା୮(ଡି.ଏନ.ଏ.): ବୋଲଗଡ଼ ବ୍ଲକ ଦେଉଳିସ୍ଥିତ ରଘୁନାଥ ଜୁନିୟର ମହାବିଦ୍ୟାଳୟରେ ନାମ ଲେଖାଇଥିବା ଚଳିତବର୍ଷର ୧ମ ବର୍ଷ ଛାତ୍ରୀଛାତ୍ରଙ୍କ ପାଇଁ ଶୁକ୍ରବାର ଏକ ସ୍ବାଗତ ଉତ୍ସବ ଅନୁଷ୍ଠିତ ହୋଇଯାଇଛି…

ଚିକିସତ୍ା ଲାଗି ବଁଧା ପଡ଼ଲା ରାଶନ କାର୍ଡ:କଟକ ବଡ଼ ଡାକ୍‌ତରଖାନା ଗଲେ ରାଜେନ୍ଦ୍ର

କଣ୍ଟାମାଳ,୩।୮(ଡି.ଏନ୍‌.ଏ): ବୌଦ୍ଧ ଜିଲା କଣ୍ଟାମାଳ ବ୍ଲକ ସହରିପାଲି ଗଁାର ରାଜେନ୍ଦ୍ର କଲତା(୨୭)। ସେ ଗୁଟେ ଦୁରଘଟନାର ଶିକାର ହେଇ ବୁର୍ଲାରେ ଚିକିସତ୍ିତ ହେଉଥିଲେ। ହେଲେ ଡାକ୍‌ତର ରାଜେନ୍ଦ୍ରକଁୁ…

ଆବାସ ଯୋଜନାରୁ ବଁଚିତ୍‌ ନିଅଁ। ସି ପରିବାର:ତାଲିକାର ନମ୍ବର ଦେଖି ଦିନ୍‌ଯାଉଛେ

ଅତାବିରା, ୩।୮ (ଡି.ଏନ୍‌.ଏ): ବରଗଡ଼ ଜିଲା ଅତାବିରା ବ୍ଲକ ବୁଗବୁଗା ପଁଚେତ୍‌ କର୍ମୀଟିକ୍ରାର ଗୁଟେ ଅସାହା ପରିବାର ଘର ଅଭାବୁ ପରହର ଘରେ ଆଶ୍‌ରେ ନେଇଛନ୍‌। ଏନ୍‌ତାଥି…

ରାସ୍‌ତାରେ ପଲ୍‌ହା ରୁଇଲେ ଗଁ। ବାସୀ

  ଜାମଟିକ୍ରା, ୩।୮ (ଡି.ଏନ୍‌.ଏ): ଗଁା ଗଁାରେ ହେବା ବିକାଶ। ହଁସ୍‌ବେ ଜନତା ଆର ବିକାଶ ହେବା ଗଁାର। ଏନ୍‌ତା ସବୁ ନାରା ଦେଇ ସରକାର ପରଚାର…

ଚଢା ଦରରେ ବିକ୍ରି ହେଉଛି ୟୁରିଆ: ବସ୍ତା ପ୍ରତି ୨୬୬ ପରିବର୍ତ୍ତେ ନେଉଛନ୍ତି ୩୬୦ ଟଙ୍କା

ନୟାଗଡ଼ ଅଫିସ,୩ା୮: ନୟାଗଡ଼ ବ୍ଲକ ଇଟାମାଟିର ଏକ ସାର ବିକ୍ରୟ କେନ୍ଦ୍ରରୁ ଜଣେ ଚାଷୀ ଶୁକ୍ରବାର ୟୁରିଆ ବସ୍ତା ପିଛା ୩୬୦ ଟଙ୍କାରେ କିଣିଥିଲେ। ଚାଷୀ ଜଣକ…

ହିତାଧିକାରୀ ବଛାନିଛାରେ ଗପଲତି ଅଭିଯୋଗ:ଆବାସ ଯୋଜନାରୁ ବଁଚିତ୍‌ ହକ୍‌ଦାର ହିତାଧିକାରୀ

ଲୋଇସିଂହା,୩।୮(ଡି.ଏନ୍‌.ଏ.): ୨୦୨୨ ତକ୍‌ ଦେଶର ସବୁ ମାଟି ଘର ପକାଘରରେ ପରିନତ କରବାକେ କେନ୍ଦ୍ର ଆର ରାଏଜ୍‌ ସରକାର ଯୋର ଦେଇ କହୁଛନ୍‌। ଇଆଡ଼େ ନିହାତି ଗରିବ୍‌…