ସ୍ବାମୀଙ୍କ ନାଁରେ ସଙ୍ଘୀନ ଅଭିଯୋଗ: ୩ ବର୍ଷର ପୁଅକୁ ଧରି ଥାନା ଆଗରେ ବସିଲେ ମହିଳା 

ଅମରପାଲି,୨୬।୯(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ଆଦର୍ଶ ଥାନା ଆଗରେ ଶାଶୁଘର ଲୋକେ ଯୌତୁକ ନିଯର୍‌ୟାତନା ଦେଉଥିବା ଅଭିଯୋଗ କରି ଜନୈକା ପୀଡ଼ିତା ମହିଳା ଶୁକ୍ରବାର ଧାରଣା…

ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର, ଆଜି ଆକାଉଣ୍ଟକୁ ଆସିବ ଦରମା

ଭୁବନେଶ୍ୱର, ୨୬।୯: ସରକାରୀ କର୍ମଚାରୀମାନଙ୍କ ପାଇଁ ଖୁସି ଖବର।  ଶାରଦୀୟ ଦୁର୍ଗାପୂଜା ପାଇଁ ରାଜ୍ୟର ସମସ୍ତ ସରକାରୀ କର୍ମଚାରୀଙ୍କୁ ଆଗୁଆ ମିଳିବ ଦରମା। ରାଜ୍ୟର ସମସ୍ତ ସରକାରୀ…

ଗାହାକିଆ ଠାରୁ ଗସାପାଙ୍ଗା ଭୂସ୍ଖଳନ ଘଟଣା: ମରାମତି ଜୋରଦା,ର ରାସ୍ତାରୁ ହଟିଲା…

ଦାରିଙ୍ଗବାଡି,୨୬।୯ (ଅରୁଣ ସାହୁ):ଗାହାକିଆ ଠାରୁ ଗସାପାଙ୍ଗା ରାସ୍ତାରେ ଭୂସ୍ଖଳନ ଘଟଣା ଖବର ପ୍ରକାଶିତ ପରେ ରାସ୍ତା ମରାମତି କରାଯିବା ସହ ରାସ୍ତା ଉପରେ ପଡିଥିବା ବଡ଼ବଡ଼ ପଥରକୁ…

ରାଶିଫଳ: ଶନିବାର, ସେପ୍ଟେମ୍ବର ୨୭ ତାରିଖ – Daily Horoscope

ମେଷ ଆଜି ଅଷ୍ଟମ ଚନ୍ଦ୍ର ହେତୁ କର୍ମକ୍ଷେତ୍ରରେ ଅପ୍ରୀତିକର ପରିସ୍ଥିତିର ସାମ୍‍ନା କରିବାକୁ ପଡ଼ିପାରେ। ସମ୍ମୁଖରେ ଭଲ କହୁଥିବା ଲୋକଟି ପଛରେ ବିଭିନ୍ନ କଥା କହୁଥିବାର ଶୁଣିବାକୁ…

ପ୍ରକାଶ ପାଇଲା OPSC ରେଜଲ୍ଟ, ଶ୍ରେଷ୍ଠ ୧୦ ମଧ୍ୟରେ ଜଣେ ମାତ୍ର ମହିଳା

ଭୁବନେଶ୍ୱର, ୨୬।୯: ଓଡ଼ିଶା ପ୍ରଶାସନିକ ସେବା (OPSC) ପରୀକ୍ଷା 2023ର ଫଳାଫଳ ଆଜି ପ୍ରକାଶ କରିଛି। ଏହି ପରୀକ୍ଷାରେ ସଫଳତା ଅର୍ଜନ କରିଥିବା ପ୍ରିୟାଂଶୁ ପାଲ୍ ପ୍ରଥମ…

ଗିରଫ ହେଲେ ଓ୍ବାଙ୍ଗଚୁକ, ଏନଜିଓ ଲାଇସେନ୍ସ ବାତିଲ ନେଇ ସରକାରଙ୍କୁ ଦେଇଥିଲେ ଚେତାବନୀ

ଲଦାଖ,୨୬।୯: ଲଦାଖର ସାମାଜିକ ଏବଂ ପରିବେଶ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ପୋଲିସ ଶୁକ୍ରବାର ଗିରଫ କରିଛି। ଲଦାଖରେ ସମ୍ପ୍ରତି ଘଟିଥିବା ହିଂସା ପରେ ଏହି କାର୍ଯ୍ୟାନୁଷ୍ଠାନ ନିଆଯାଇଛି,…

ସଫେଇ କରି ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଲେ

ଭଞ୍ଜନଗର,୨୬।୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟ ଜାତୀୟ ସେବା ଯୋଜନା ଶାଖା ୧ ଓ ୨ ପକ୍ଷରୁ ଶୁକ୍ରବାର ମିଳିତ ଭାବେ…

ମୋଦିଙ୍କ ସହ କିଏ ସେହି ମହିଳା IAS ଯାହାଙ୍କୁ ନେଇ ହେଉଛି ଖୁବ ଆଲୋଚନା

ନୂଆଦିଲ୍ଲୀ,୨୬।୯: ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଅରୁଣାଚଳ ପ୍ରଦେଶର ପାପୁମପାରେ ଜିଲାରେ ଥିଲେ। ସେଠାରେ ପହଞ୍ଚିବା ପରେ ତାଙ୍କୁ ଲୋକପ୍ରିୟ IAS ଅଧିକାରୀ ବିଶାଖା ଯାଦବ ସ୍ବାଗତ…

ଏଣିକି ହାତପାଆନ୍ତାରେ ମିଳିବ ସରକାରୀ ସେବା, ସରକାର ଲଞ୍ଚ କଲେ ହ୍ବାଟ୍‌ସଅପ୍ ନମ୍ବର

ଭୁବନେଶ୍ୱର,୨୬।୯: ଓଡ଼ିଶା ସରକାର ମେଟା ସହଯୋଗରେ ‘ଆମ ସାଥୀ’ ଓ୍ଵାଟସଆପ ଚାଟବଟ ଓ ORTPSA ସେଣ୍ଟ୍ରାଲ ମନିଟରିଂ ସିଷ୍ଟମ ୨.୦ ଉନ୍ମୋଚନ କରିଛନ୍ତି। ମୁଖ୍ୟ ସଚିବ ମନୋଜ…

ରୌଫ, ସାହିବଜାଦାଙ୍କ ବିରୋଧରେ ବିସିସିଆଇ ଆଣିଲା ବଡ଼ ଅଭିଯୋଗ

ଦୁବାଇ,୨୬ା୯: ଗତ ରବିବାର ଭାରତ ବିପକ୍ଷ ଏସିଆ କପ୍‌ ସୁପର-୪ ମ୍ୟାଚ୍‌ ବେଳେ ଉସୁକାଇବା ଭଳି ବ୍ୟବହାର ଲାଗି ପାକିସ୍ତାନର ହାରିସ ରୌଫ ଓ ସାହିବଜାଦା ଫର୍ହାନଙ୍କ…