ଏହି ଗାଁରେ ୯ ବର୍ଷ ହେଲା ଖାଲି ଜନ୍ମ ନେଉଛନ୍ତି ଝିଅ, ପୁଅ ଜନ୍ମ ହେଲେ ମିଳିବ ପୁରସ୍କାର

ପୋଲାଣ୍ଡର ମିଜେସ୍କେ ଔନ୍ଦ୍ରଜେନ୍‌ସ୍କି ନାମକ ଏକ ଗାଁରେ ଦୀର୍ଘ ୯ ବର୍ଷ ହେବ କେବଳ ଝିଅ ଜନ୍ମ ହେଉଛନ୍ତି। ୨୦୧୦ ମସିହାରେ ଏହି ଗାଁରେ କେବଳ ଜଣେ…

ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ ହେବ ଉନ୍ନାଓ ପୀଡ଼ିତାଙ୍କ ଚିକିତ୍ସା: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ, ୨।୮: ଉତ୍ତରପ୍ରଦେଶର ବହୁ୍‌ଚର୍ଚ୍ଚିତ ଉନ୍ନାଓ ପୀଡିତା ମାମଲାରେ ଶୁକ୍ରବାର ସୁପ୍ରିମକୋର୍ଟ ପୁଣି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଶୁଣାଇଛନ୍ତି। ପୀଡିତାଙ୍କ ଚିକିତ୍ସା ଦିଲ୍ଲୀ ନୁହେଁ, ଲକ୍ଷ୍ନୌରେ କରାଯିବ…

ମୋଦିଙ୍କୁ ଧନ୍ୟବାଦ ଜଣାଇଲେ ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ

କଲମ୍ବୋ, ୨।୮: ଇଷ୍ଟର ବୋମା ବିସ୍ଫୋରଣ ପରେ ଶ୍ରୀଲଙ୍କାକୁ ସମସ୍ତ ସହାୟତା ଯୋଗାଇ ଦେଇଥିଲା ଭାରତ। ଶ୍ରୀଲଙ୍କା ପ୍ରଧାନମନ୍ତ୍ରୀ ରନିଲ୍‌ ବିକ୍ରମସିଂଘେ ଏଥିପାଇଁ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିପଦସଙ୍କୁଳ ଅବସ୍ଥାରେ ବିଦ୍ୟୁତ ଖୁଣ୍ଟ

ଜମନକିରା,୨।୮(ଡି.ଏନ୍‌.ଏ): ସମ୍ବଲପୁର ଜିଲା ଜମନକିରା ବ୍ଲକ୍‌ ସଦର ମହକୁମାସ୍ଥିତ ମୁଖ୍ୟ ଛକ ଦେଇ ଯାଇଥିବା ଭୋଜପୁର ରାସ୍ତା କଡ଼ରେ ୨ ବର୍ଷରୁ ଅଧିକ ହେବ ଏକ ବିଦ୍ୟୁତ୍‌…

ସ୍କୁଟରକୁ ଧକ୍କା ଦେଲା ଟ୍ରକ୍‌: ଜଣେ ମୃତ, ପ୍ରତିବାଦରେ ତାଳଚେର- ବଅଁରପାଳ ରାସ୍ତାରୋକୋ

ତାଳଚେର,୨।୮(ନି.ପ୍ର.): ଅନୁଗୋଳ ଜିଲା ତାଳଚେରସ୍ଥିତ ଚାଇଁପାଳ ଓଭରବ୍ରିଜ ନିକଟରେ ଶୁକ୍ରବାର ଏକ ଟ୍ରକ୍‌ ସ୍କୁଟରକୁ ଧକ୍କା ଦେଇଛି। ଏଥିରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିବା ସହ ଅନ୍ୟ…

ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରିବେ କର୍ନାଟକ ସରକାର

ବେଙ୍ଗାଲୁରୁ, ୨।୮: ପୁଣି ଥରେ ସରକାରକୁ ଫେରିବା ପରେ ଗରିବଙ୍କ ପାଇଁ ୨ ଲକ୍ଷ ବାସଗୃହ ନିର୍ମାଣ କରାଯିବ ବୋଲି ଘୋଷଣା କରିଛନ୍ତି। ୨୦୨୨ ଭିତରେ ସମସତ୍କୁ…

ତୃତୀୟ ଦିନରେ ଡାକ୍ତରଙ୍କ ଆନ୍ଦୋଳନ

ନୂଆଦିଲ୍ଲୀ୨।୮: ଦିଲ୍ଲୀରେ ନ୍ୟାଶନାଲ ମେଡିକାଲ କମିଶନ ବିଲ୍‌(ଏନ୍‌ଏମ୍‌ସି) ବିରୋଧରେ ଡାକ୍ତରଙ୍କ ବିରୋଧ ଜାରି ରହିଛି। ଦିଲ୍ଲୀ ଏମ୍ସ ଡାକ୍ତରଙ୍କ ଆନ୍ଦୋଳନ ଶୁକ୍ରବାରକୁ ତୃତୀୟ ଦିନରେ ପହଞ୍ଚିଛି। ଆନ୍ଦୋଳନ…

ସାମ୍ବାଦିକ ରବୀଶ କୁମାର ମାଗସେସେ ପୁରସ୍କାର ପାଇଁ ମନୋନୀତ

ନୂଆଦିଲ୍ଲୀ, ୨।୮: ଏସିଆର ନୋବେଲ ପୁରସ୍କାର କୁହାଯାଉଥିବା ରମନ ମାଗସେସେ ପୁରସ୍କାର ୨୦୧୯ ପାଇଁ ଭାରତୀୟ ସାମ୍ବାଦିକ ରବୀଶ କୁମାରଙ୍କ ସମେତ ଏସିଆର ୫ଜଣ ମନୋନୀତ ହୋଇଛନ୍ତି।…

ଭୁବନେଶ୍ବରରେ ହେବ ମା’ ସମଲେଶ୍ବରୀଙ୍କ ମନ୍ଦିର

ଭୁବନେଶ୍ୱର,୨।୮(ବ୍ୟୁରୋ): ରାଜଧାନୀ ଭୁବନେଶ୍ବରରେ ମା’ ସମଲେଶ୍ବରୀଙ୍କ ମନ୍ଦିର ନିର୍ମିତ ହେବ। ସମ୍ବଲପୁର ସମେତ ସମଗ୍ର ପଶ୍ଚିମ ଓଡ଼ିଶାର ଅଧିଷ୍ଠାତ୍ରୀ ଦେବୀ ମା’ ସମଲେଶ୍ବରୀଙ୍କ ବିଶାଳ ଭବ୍ୟ ମନ୍ଦିର…

ଶ୍ରୀଲିଙ୍ଗରାଜଙ୍କ ଜମି ବିକ୍ରୟ ମସୁଧା : ମୁଖ୍ୟମନ୍ତ୍ରୀଙ୍କୁ ପତ୍ର ଲେଖିଲା ପୂଜାପଣ୍ଡା ନିଯୋଗ

ପୁରୁଣା ଭୁବନେଶ୍ୱର,୨।୮(ଡି.ଏନ.ଏ.) : ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଅନେକ ଜମି ଜବରଦଖଲକାରୀଙ୍କ କବ୍‌ଜାରେ। ସେଗୁଡ଼ିକ ଜବରଦଖଲମୁକ୍ତ କରିବାକୁ ମନ୍ଦିର ପ୍ରଶାସନ ବହୁ ବିଳମ୍ବରେ ଅଣ୍ଟା ଭିଡ଼ିଛି। ହେଲେ ଏଥିରେ…