ପାନୀୟଜଳ ପ୍ରକଳ୍ପ କାର୍ଯ୍ୟକ୍ଷମ ହେବାରେ ବିଳମ୍ବ: ଦୂଷିତ ପାଣି ପିଇ ଲୋକେ ରୋଗାକ୍ରାନ୍ତ

ଖଣ୍ଡପଡ଼ା,୨ା୮(ସ୍ବ.ପ୍ର.)-ଭାପୁର ବ୍ଲକ ଅନ୍ତର୍ଗତ ପଥରଚକଡ଼ା ପଞ୍ଚାୟତସ୍ଥ ମାଧପୁର ଗ୍ରାମବାସୀ ପାନୀୟଜଳ ଅଭାବରୁ ବାଧ୍ୟହୋଇ ଦୂଷିତ ନଳକୂପ ପାଣି ବ୍ୟବହାର କରି ରୋଗାକ୍ରାନ୍ତ ହେଉଛନ୍ତି। ବିଶେଷ ଭାବେ ଗ୍ରାମର…

ସାମୁଦ୍ରିକ ଥାନା ଜଳ ସୀମାକୁ ନେଇ ଦ୍ୱନ୍ଦ୍ୱ

ପାରାଦୀପ,୨ା୮(ସ୍ବ.ପ୍ର.): ପାରାଦୀପରେ ଦୁଇଟି ସାମୁଦ୍ରିକ ଥାନା ରହିଛି। ଗୋଟିଏ ହେଲା ନେହେରୁ ବଙ୍ଗଳାରେ ଥିବା ସାମୁଦ୍ରିକ ଥାନା ଓ ଅନ୍ୟଟି ହେଲା ନୂଆ ବଜାରସ୍ଥିତ ଜଟାଧାର ମୁହାଣ…

ଶାରଳା ମନ୍ଦିର : ନିର୍ଦ୍ଦେଶ ମାନିଲେନି ଦୋକାନୀ, କାର୍ଯ୍ୟାନୁଷ୍ଠାନ ଶୂନ

ଜଗତ୍‌ସିଂହପୁର ଅଫିସ,୨ା୮: ଝଙ୍କଡ଼ବାସିନୀ ମା’ଶାରଳାଙ୍କ ପୀଠ ପରିସରରେ ପାର୍କିଂ ନିଲାମୀ ନେଇଥିବା ବ୍ୟକ୍ତି, ଭୋଗ ଓ ଦୀପ ଦୋକାନୀ ଦୀର୍ଘଦିନ ଧରି ରାଜସ୍ବ ଲୁଟି ଚାଲିଥିଲେ ସୁଦ୍ଧା…

ବିପର୍ଯ୍ୟସ୍ତ ଅବସ୍ଥାରେ ମାର୍କେଟ କମ୍ପ୍ଲେକ୍ସ : ଭଡ଼ା ଅର୍ଥ କିଏ ନେଉଛି ଜଣାନାହିଁ

ନାଉଗାଁ,୨ା୮(ସ୍ବ.ପ୍ର.): ଗ୍ରାମାଞ୍ଚଳର ବେକାର ଯୁବକମାନଙ୍କୁ ଆତ୍ମନିର୍ଭରଶୀଳ କରିବା ପାଇଁ ସରକାର ବିଭିନ୍ନ ପଞ୍ଚାୟତର ଛକ ଜାଗା, ବଜାର ଆଦି ସ୍ଥାନରେ ମାର୍କେଟ କମ୍ପ୍ଲେକ୍ସ ନିର୍ମାଣ କରୁଛନ୍ତି। ଏସବୁ…

ବଣ୍ଟା ନ ହୋଇ ଶ୍ରେଣୀଗୃହରେ ପଡିରହିଛି ନାପକିନ୍‌: ପିଲାଙ୍କୁ ମିଳିନି ବ୍ୟାଗ, ଜୋତା,ୟୁନିଫର୍ମ

ଚନ୍ଦାହାଣ୍ଡି, ୨।୮(ଡି.ଏନ.ଏ.)- ସରକାରଙ୍କ ପକ୍ଷରୁ ଖୁସି ଯୋଜନାରେ ଛାତ୍ରୀଙ୍କ ପାଇଁ ନାପକିନ ବଣ୍ଟନର ବ୍ୟବସ୍ଥା କରାଯାଇଛି । ତେବେ ନବରଙ୍ଗପୁର ଜିଲା ଚନ୍ଦାହାଣ୍ଡି ବ୍ଲକରେ ଏହି ଯୋଜନା…

ଧରପଗଡ଼ ସତ୍ତ୍ୱେ କମୁନି ଗଞ୍ଜେଇ କାରବାର:ସନ୍ଦେହଘେରରେ ନିର୍ଦ୍ଦିଷ୍ଟ ପୋଲିସ କର୍ମଚାରୀଙ୍କ ଭୂମିକା

ବୈପାରୀଗୁଡ଼ା,୨ା୮(ଡି.ଏନ୍‌.ଏ.)-ପ୍ରାକୃତିକ ସୌନ୍ଦର୍ଯ୍ୟ, ମନୋରମ ପର୍ଯ୍ୟଟନ ସ୍ଥଳ ଓ ଆଦିବାସୀ ଭାଷା, ସଂସ୍କୃତି ପାଇଁ ଏକଦା ପରିଚିତ ଥିବା ଅବିଭକ୍ତ କୋରାପୁଟ ଏବେ ଗଞ୍ଜେଇ ଚାଷ ଓ ଚାଲାଣ…

ଜିଲାସ୍ତରୀୟ ବିଜ୍ଞାନଡ୍ରାମା ପ୍ରତିଯୋଗୀତା

ନୂଆପଡା ଅଫିସ,୨|୮-ସ୍ଥାନୀୟ ନ୍ୟାଶନାଲ ହାଇସ୍କୁଲରେ ଜିଲା ଶିକ୍ଷା ବିଭାଗ ପକ୍ଷରୁ ଜିଲାସ୍ତରୀୟ ବିଜ୍ଞାନଡ୍ରାମା ପ୍ରତିଯୋଗିତା ଅନୁଷ୍ଠିତ ହୋଇଯାଇଛି । ଏଥିରେ ଜିଲା ଶିକ୍ଷାଧିକାରୀ ଲକ୍ଷ୍ମଣ କୁମାର ଭୋଇ…

ସର୍ଗିମୁଣ୍ଡାରେ ଅନାହାର ମୃତ୍ୟୁ ପ୍ରସଙ୍ଗ: ଦଳିତ ଅଧିକାର ମଞ୍ଚର ବୋଡେନ ବ୍ଲକ ଘେରାଉ

ନୂଆପଡା ଅଫିସ/ବୋଡେନ,୨ା୮-ନୂଆପଡା ଜିଲା ବୋଡେନ ବ୍ଲକ କର୍ଲାକୋଟ ଗ୍ରାମପଞ୍ଚାୟତ ସର୍ଗିମୁଣ୍ଡା ଗାଁର ଗୌତମ ବେହେରାଙ୍କ ମୃତ୍ୟୁ ଅନାହାର ଜନିତ ହୋଇଥିଲା। ଏହି ଘଟଣା ଉପରେ ଜିଲା ପ୍ରଶାସନ…

ମୁରତୁ ସଂଗେ ଯୁଝୁଛନ୍‌ ଅସାହା ବୁରୁଧ୍‌

କର୍ଲାମୁଣ୍ଡା, ୨ା ୮(ଡି.ଏନ୍‌.ଏ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗଜବାହାଲ ପଁଚେତ୍‌ ଭାଲୁପିଆ ଗାଁର ଝନେ ୭୦ ବଛ୍‌ରିଆ ବୁରୁଧ୍‌ ରୋଗ୍‌ରେ ପୀଡ଼ିତ ହେଇ ମୁରତୁ ସଂଗେ…

ରକ୍ଷଣାବେକ୍ଷଣ ଅଭାବ, ୧୦ ବର୍ଷରୁ ଊର୍ଦ୍ଧ୍ୱ ହେବ ମରାମତି ହୋଇନାହିଁ: ମରଣଯନ୍ତ୍ରା ପାଲଟିଛି ନୂଆଗୁଡା-ଭେଜିପଦର ରାସ୍ତା

ଜୁନାଗଡ,୨।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନୂଆଗୁଡା-ଭେଜିପଦର ଗ୍ରାମକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ରକ୍ଷଣାବେକ୍ଷଣ ଅଭାବ ଏବେ ମରଣଯନ୍ତ୍ରା ପାଲଟିଛି। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ…