ଜୁନାଗଡ,୨।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ନୂଆଗୁଡା-ଭେଜିପଦର ଗ୍ରାମକୁ ସଂଯୋଗ କରୁଥିବା ଦେଢ କି.ମି. ରାସ୍ତା ରକ୍ଷଣାବେକ୍ଷଣ ଅଭାବ ଏବେ ମରଣଯନ୍ତ୍ରା ପାଲଟିଛି। ଦୀର୍ଘ ୧୦ ବର୍ଷରୁ ଊର୍ଦ୍ଧ୍ୱ…
କେସିଙ୍ଗା,୨।୮(ଡି.ଏନ.ଏ.)-କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ ବାଲସିସ୍ଥିତ ଜବାହର ଉଚ୍ଚ ବିଦ୍ୟାପୀଠ ପରିସରରେ ବନମହୋତ୍ସବ ଓ ଚାରା ରୋପଣ କାର୍ଯ୍ୟକ୍ରମ ଗୁରୁବାର ଅନୁଷ୍ଠିତ ହୋଇଯାଇଛି। ପ୍ରଧାନଶିକ୍ଷକ ଅଭୟ…
ଅନୁଗୋଳ ଅଫିସ, ୨।୮-ଅନୁଗୋଳ ଜିଲା ବଲାସିଂହା ପଞ୍ଚାୟତ ବାଲିସାହିଠାରୁ ସୁରାବ ଯାଇଥିବା ୪ କିମି ରାସ୍ତା ଶୋଚନୀୟ ହୋଇପଡିଛି। ଅସରାଏ ବର୍ଷା ହେଲେ ସେଠାରେ ପାଣି ଜମି…
ଅନୁଗୋଳ ଅଫିସ, ୨।୮- ପଶୁ ହେଲେ ବି ଜୀବନ ଅଛି। ଯନ୍ତ୍ରଣାରେ ଛଟପଟ ହେଉଛି। ଏପରି ଅବସ୍ଥାରେ ତା’ର ଯତ୍ନ ଜରୁରୀ। ହେଲେ ଅବିବେକୀ ମାଲିକ ଜଣକ…
ଢେଙ୍କାନାଳ ଅଫିସ, ୨ା୮-ଢେଙ୍କାନାଳ ଜିଲା ସପ୍ତଶଯ୍ୟା ପଞ୍ଚାୟତ ଅଧୀନ ବଣଜଙ୍ଗଲ ଘେରା ମାଝିସାହି ଗ୍ରାମରେ ସଚେତନ ନାଗରିକ ଫୋରମ୍ ପକ୍ଷରୁ ଗୁରୁବାର ବନ ମହୋତ୍ସବ ଅନୁଷ୍ଠିତ ହୋଇଯାଇଛି।…
ଘର ଉତ୍ତରପ୍ରଦେଶ। କିନ୍ତୁ ତାଙ୍କ ପରିଚୟ ରହିଛି ନାଲ୍କୋ ଅଞ୍ଚଳରେ। ଜଣେ ଭଲ ଚାବି କାରିଗର ଭାବେ ବର୍ଷ ବର୍ଷ ଧରି ସେ ଏଠାରେ କାର୍ଯ୍ୟ କରିଆସୁଛନ୍ତି।…
ବ୍ରହ୍ମପୁର ଅଫିସ,୨ା୮- ବ୍ରହ୍ମପୁର ସମବାୟ କେନ୍ଦ୍ର (ବିସିସି) ବ୍ୟାଙ୍କ ପକ୍ଷରୁ ଚଳିତ ବର୍ଷ ଖରିଫ ଧାନ ଚାଷ ନିମନ୍ତେ କୃଷିଋଣ ପ୍ରଦାନ ଜୁଲାଇ ୩୧ରେ ଶେଷ ହୋଇଛି…
ଛତ୍ରପୁର,୨ା୮(ଡି.ଏନ.ଏ.)- ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ବ୍ଲକ ପିଇଓ (ପଞ୍ଚାୟତ ନିର୍ବାହୀ ଅଧିକାରୀ) ଡି. ସନ୍ତୋଷ ପ୍ରଧାନଙ୍କୁ ଗଞ୍ଜାମ ଜିଲାପାଳ ବୁଧବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି। ମଦ୍ୟପାନ କରି…
ଆସିକା,୨ା୮(ଡି.ଏନ୍.ଏ.)- ଆସିକା-ବାଲିପଦର ମୁଖ୍ୟ ରାସ୍ତାର ଭେଟନଈ ପଲ୍ଲୀମାଳ ନିକଟରେ ଗୁରୁବାର ପୂର୍ବାହ୍ନ ପ୍ରାୟ ୧୦ଟାରେ ଏକ ଘରୋଇ ଅର୍ଥ ଲଗାଣକାରୀ ସଂସ୍ଥାର ଜଣେ ମହିଳା ଏଜେଣ୍ଟଙ୍କଠାରୁ ଲୁଟ…
ଫିରିଙ୍ଗିଆ, ୨ା୮- ଯାତାୟାତ ସୁବିଧା ନାହିଁ। ଆମ୍ବୁଲାନ୍ସ ଯାଇ ପାରିଲା ନାହିଁ। ଫଳରେ ଜଣେ ଆସନ୍ନ ପ୍ରସବାଙ୍କୁ ଅଟୋରେ ଆଣିବାବେଳେ ସେଥିରେ ସେ ପୁତ୍ର ସନ୍ତାନ ଜନ୍ମ…