ବିଜୟ ସହ ମୁରେଙ୍କ ପ୍ରତ୍ୟାବର୍ତ୍ତନ

ଓ୍ବାଶିଂଟନ, ୧।୮ (ଏଏଫ୍‌ପି)- ବ୍ରିଟିଶ ଟେନିସ ତାରକା ତଥା ତିନିଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଆଣ୍ଡି ମୁରେ ଅସ୍ତ୍ରୋପଚାରର ୬ ମାସ ପରେ ଟେନିସ କୋଟ୍‌କୁ ପ୍ରତ୍ୟାବର୍ତ୍ତନ କରିଛନ୍ତି।…

ଛାଡପତ୍ର ପରେ ଭାଙ୍ଗିନି ଏହି ବଲିଉଡ ଯୋଡିଙ୍କ ସମ୍ପର୍କ

ସାଧାରଣତଃ ଛାଡପତ୍ର ପରେ ସ୍ବାମୀ-ସ୍ତ୍ରୀ କୌଣସି ସମ୍ପର୍କ ରଖନ୍ତି ନାହିଁ। କିନ୍ତୁ ବଲିଉଡର ୫ଟି ଆଗଧାଡିର କଳାକାର ବ୍ୟକ୍ତିଗତ ଜୀବନରେ ଛାଡପତ୍ର ନେଇଥିଲେ ମଧ୍ୟ ସେମାନଙ୍କ ମଧ୍ୟରେ…

ବାରବାଙ୍କି ସ୍କୁଲ ଛାତ୍ରୀଙ୍କ ପ୍ରଶ୍ନର ଉତ୍ତର ଦେଉ ଭାଜପା: ପ୍ରିୟଙ୍କା

ନୂଆଦିଲ୍ଲୀ,୧।୮: ଏଥର ପୁଣି ଥରେ ଭାଜପାକୁ ଟାର୍ଗେଟ କରିଛନ୍ତି କଂଗ୍ରେସ ମହାସଚିବ ପ୍ରିୟଙ୍କା ଗାନ୍ଧୀ। ଉତ୍ତର ପ୍ରଦେଶ ବାରବାଙ୍କିର ଜଣେ ସ୍କୁଲ ଛାତ୍ରୀ ସୁରକ୍ଷାକୁ ନେଇ ପୋଲିସକୁ…

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଭିତରକନିକା

ରାଜନଗର,୧।୮(ଡି.ଏନ୍‌.ଏ): ଦେଶ ବିଦେଶର ପର୍ଯ୍ୟଟକଙ୍କ ପରିଭ୍ରମଣ ପାଇଁ ଗୁରୁବାର ଭିତରକନିକା ଜାତୀୟ ଉଦ୍ୟାନକୁ ଖୋଲାଯାଇଛି। ବହୁ ପତୀକ୍ଷା ପରେ ଦୂରଦୂରାନ୍ତରୁ ଆସିଥିବା ହଜାର ହଜାର ପର୍ଯ୍ୟଟକ ଭିତରକନିକା…

କେଜରିଓ୍ବାଲଙ୍କ ବଡ଼ ଘୋଷଣା: ଦିଲ୍ଲୀରେ ୨ ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଦ୍ୟୁତ୍‌ ବିଲ୍‌ ମାଗଣା

ନୂଆଦିଲ୍ଲୀ,୧।୮: ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ବଡ଼ ଘୋଷଣା କରିଛନ୍ତି। ଏବେ ଦିଲ୍ଲୀର ବିଦ୍ୟୁତ୍‌ ଉପଭୋକ୍ତାଙ୍କୁ ୨ଶହ ୟୁନିଟ୍‌ ପର୍ଯ୍ୟନ୍ତ ବିଲ୍‌ ମାଗଣାରେ ମିଳିବ। ତେବେ ଏହାଠାରୁ…

ବେଜିଂରୁ ହଟାଯିବ ମୁସଲମାନଙ୍କ ସମସ୍ତ ପ୍ରତୀକ

ବେଜିଂ,୧।୮: ଚାଇନାର ରାଜଧାନୀ ବେଜିଂରୁ ଏଣିକି ମୁସଲମାନଙ୍କ ସମସ୍ତ ପ୍ରତୀକକୁ ହଟାଯିବ ବୋଲି ଚାଇନା ସରକାର ନିର୍ଦ୍ଦେଶ ଦେଇଛନ୍ତି। ହଲାଲ ରେସ୍ତୋରାଁଠାରୁ ଆରମ୍ଭ କରି ଫୁଡ ଷ୍ଟଲ…

ଦୁର୍ଘଟଣାରେ ଛାତ୍ରୀ ଗୁରୁତର

ଆନନ୍ଦପୁର,୧।୮(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପ୍ରାଥମିକ ବିଦ୍ୟାଳୟର ଜଣେ ପ୍ରଥମ ଶ୍ରେଣୀ ଛାତ୍ରୀ ରାସ୍ତା ପାର ହୋଇ ସ୍କୁଲକୁ ଯାଉଥିବା ବେଳେ ଏକ ବାଇକ୍‌ ତାଙ୍କୁ ଧକ୍କା…

ଆଗକୁ ସ୍ବାଧୀନତା ଦିବସ: ନିୟନ୍ତ୍ରଣ ରେଖାରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗ ଅପେକ୍ଷାରେ

ଶ୍ରୀନଗର, ୧।୮: ଜମ୍ମୁ-କଶ୍ମୀର ନିୟନ୍ତ୍ରଣ ରେଖାରେ ଥିବା ପାକିସ୍ତାନ ଲଞ୍ଚ୍‌ପ୍ୟାଡ୍‌ରେ ୧୧୦ ଆତଙ୍କବାଦୀ ଅନୁପ୍ରବେଶ ପାଇଁ ସୁଯୋଗକୁ ଅପେକ୍ଷା କରିଥିବା ଭାରତୀୟ ଗୋଇନ୍ଦା ବିଭାଗ ପକ୍ଷରୁ ସତର୍କ…

ହାତୀ ଆକ୍ରମଣରେ ମହିଳାଙ୍କ ଜୀବନ ଗଲା, ପ୍ରତିବାଦରେ ରାସ୍ତା ଅବରୋଧ

ବଇଣ୍ଡା,୧।୮(ଡି.ଏନ୍‌.ଏ.) : ଅନୁଗୋଳ ଜିଲା କିଶୋରନଗର ବ୍ଲକ ହଣ୍ଡପା ଥାନା ପ୍ରତାପପୁର ଗ୍ରାମରେ ହାତୀ ଆକ୍ରମଣରେ ମଞ୍ଜୁଲତା ସାହୁ(୫୫)ଙ୍କ ଜୀବନ ଯାଇଛି। ଏହାର ପ୍ରତିବାଦ ଏବଂ କ୍ଷତିପୂରଣ…

ଓ୍ବେଷ୍ଟଇଣ୍ଡିଜ-ଏ’କୁ ଭଲ ସ୍ଥିତି ଦେଲେ ହୋଡ୍‌ଗେ, ବ୍ରୁକ୍ସ

ପୋର୍ଟ ଅଫ୍‌ ସ୍ପେନ, ୧।୮ (ପି.ଟି.)- ଭ୍ରମଣକାରୀ ଭାରତ-ଏ ବିପକ୍ଷରେ ସ୍ଥାନୀୟ କୁଇନ୍ସ ପାର୍କ ଓଭାଲ ଗ୍ରାଉଣ୍ଡରେ ଆରମ୍ଭ ହୋଇଥିବା ୨ୟ ଅନ୍‌ଅଫିସିଆଲ ଟେଷ୍ଟ ମ୍ୟାଚ୍‌ର ପ୍ରଥମ…