ଚିଟ୍‌ଫଣ୍ଡ ବିଲ୍‌କୁ କ୍ୟାବିନେଟ ମଞ୍ଜୁରୀ

ନୂଆଦିଲ୍ଲୀ,୧ା୮: ଚିଟ୍‌ଫଣ୍ଡ (ସଂଶୋଧନ) ବିଲ୍‌, ୨୦୧୯ ପାର୍ଲାମେଣ୍ଟରେ ଆଗତ କରିବା ଲାଗି କେନ୍ଦ୍ର କ୍ୟାବିନେଟ ବୁଧବାର ମଞ୍ଜୁରୀ ପ୍ରଦାନ କରିଛି। ଏହି ବିଲ୍‌ ପାସ୍‌ ହେଲେ ଉକ୍ତ…

ରାଜୀବ ମେହେଟା ମାଇଣ୍ଡଟ୍ରି ସିଇଓ

ନୂଆଦିଲ୍ଲୀ,୧।୮: ପୂର୍ବତନ କଗ୍‌ନିଜାଣ୍ଟ ପ୍ରେସିଡେଣ୍ଟ ରାଜୀବ ମେହେଟା ମାଇଣ୍ଡଟ୍ରିର ସିଇଓ ଭାବେ ମନୋନୀତ ହୋଇଛନ୍ତି। କମ୍ପାନୀର ସହ ପ୍ରତିଷ୍ଠାତା ତଥା ସିଇଓ ରୋଷ୍ଟୋ ରାବଣନ୍‌ଙ୍କ ଇସ୍ତଫା ପରେ…

ମୋଟରଯାନ ବିଲ୍‌ ରାଜ୍ୟ ସଭାରେ ଗୃହୀତ: ତ୍ରୁଟି ସଂଶୋଧନ ପାଇଁ ଲୋକ ସଭାକୁ ପୁଣି ଯିବ: ଡ୍ରାଇଭିଂ ଲାଇସେନ୍ସ ପାଇଁ ଆଧାର ଜରୁରୀ

ନୂଆଦିଲ୍ଲୀ,୧ା୮(ପି.ଟି.): ସଡ଼କ ନିରାପତ୍ତା ବୃଦ୍ଧି ଲାଗି ଅଣାଯାଇଥିବା ମୋଟରଯାନ (ସଂଶୋଧନ) ବିଲ୍‌ ବୁଧବାର ରାଜ୍ୟ ସଭାରେ ଗୃହୀତ ହୋଇଛି। ଡ୍ରାଇଭିଂ ଲାଇସେନ୍ସ ପାଇଁ ଏଥିରେ ଆଧାରକୁ ବାଧ୍ୟତାମୂଳକ…

ସିଏଜି ରିପୋର୍ଟ: କୃଷି ଆୟ ଉପରେ ଟିକସ ଛାଡ଼ରୁ ୫୦୦ କୋଟିର ଦୁର୍ନୀତି

ନୂଆଦିଲ୍ଲୀ,୧।୮: କୃଷି ଆୟ ଉପରେ ଆୟକର ଛାଡ଼ ଦିଆଯାଇଥାଏ। ତେବେ ଏହି ଛାଡରେ ଦୁର୍ନୀତି ହୋଇଥିବା ସିଏଜି ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସମ୍ପୂର୍ଣ୍ଣ ରୂପେ ଯାଞ୍ଚ କରା…

ବିପିସିଏଲ୍‌ ଆଉଟଲେଟରେ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ସେବା

ଭୁବନେଶ୍ୱର,୧।୮, (ବ୍ୟୁରୋ)  ସାରା ରାଜ୍ୟରେ ଥିବା ଭାରତ ପେଟ୍ରୋଲିୟମ କର୍ପୋରେଶନ ଲିମିଟେଡ(ବିପିସିଏଲ୍‌) ଆଉଟଲେଟଗୁଡିକ ଡିଜିଟାଲ ବ୍ୟାଙ୍କିଙ୍ଗ୍‌ ପଏଣ୍ଟ ଭାବେ କାର୍ଯ୍ୟ କରିବ। ଓଡିଶାରେ କମ୍ପାନୀର ମୋଟ ୬୬୦…

ଏସ୍‌.ଭି.ରଙ୍ଗନାଥ ଅନ୍ତରୀଣ ଅଧ୍ୟକ୍ଷ

କ୍ୟାଫେ କଫି ଡେ ପ୍ରତିଷ୍ଠାତା ଭି.ଜି.ସିଦ୍ଧାର୍ଥଙ୍କ ମୃତ୍ୟୁ ହୋଇଯାଇଥିବା ପୋଲିସ ଘୋଷଣା କରିବା ପରେ କମ୍ପାନୀ ବୋର୍ଡ ବୁଧବାର ଜରୁରିକାଳୀନ ବୈଠକ ଡାକି ଏସ.ଭି.ରଙ୍ଗନାଥଙ୍କୁ ଅନ୍ତରୀଣ ଅଧ୍ୟକ୍ଷ…

ଜଗତ୍‌ସିଂହପୁର ଜିଲାରେ ପ୍ରାଥମିକ ଶିକ୍ଷା ବ୍ୟବସ୍ଥା ବିପର୍ଯ୍ୟସ୍ତ: ୧୨୬ ବିଦ୍ୟାଳୟରେ ନାହାନ୍ତି ପ୍ରଧାନଶିକ୍ଷକ

ଜଗତ୍‌ସିଂହପୁର ଅଫିସ,୧ା୮: ସରକାରୀ ବିଦ୍ୟାଳୟରେ ଗୁଣାତ୍ମକ ଶିକ୍ଷା ଉପରେ ରାଜ୍ୟ ସରକାର ଗୁରୁତ୍ୱାରୋପ କରୁଥିବା ଡିଣ୍ଡିମ ପିଟୁଛନ୍ତି। କିନ୍ତୁ ବାସ୍ତବରେ ସରକାରୀ ଉଦାସୀନତା ବେସରକାରୀ ଶିକ୍ଷାନୁଷ୍ଠାନଗୁଡିକୁ ପ୍ରୋତ୍ସାହନ…

ସିସିଡି ପ୍ରତିଷ୍ଠାତାଙ୍କ ଓଡ଼ିଶା ଲିଙ୍କ୍‌: ଏମ୍‌ସିଏଲ୍‌ର ୨ ଖଣିରେ କାମ କରୁଛି ଲଜିଷ୍ଟିକ୍‌ କମ୍ପାନୀ

ଭୁବନେଶ୍ୱର,୧ା୮ (ବ୍ୟୁରୋ): ଋଣ ଚାପରେ ଆତ୍ମହତ୍ୟା କରିଥିବା କ୍ୟାଫେ କଫି ଡେ (ସିସିଡି) ମାଲିକ ଭି.ଜି.ସିଦ୍ଧାର୍ଥଙ୍କ ଓଡିଶା ଲିଙ୍କ୍‌ ରହିଛି। ତାଙ୍କର ସିକାଲ ଲଜିଷ୍ଟିକ କମ୍ପାନୀ ରାଜ୍ୟର…

ଭୁବନେଶ୍ୱରରେ ଖୋଲା ରହିଲା ସିସିଡି

ଭୁବନେଶ୍ୱର,୧।୮ (ବ୍ୟୁରୋ) ପ୍ରତିଷ୍ଠାତା ଭି.ଜି.ସିଦ୍ଧାର୍ଥଙ୍କ ମୃତ୍ୟୁ ଖବର ଶୁଣିବା ପରେ ଦେଶର କିଛି ପ୍ରାନ୍ତରେ ଥିବା ସିସିଡି ଆଉଟଲେଟଗୁଡିକ ବନ୍ଦ ରହିଥିଲା। ଅପରପକ୍ଷରେ ରାଜଧାନୀ ଭୁବନେଶ୍ୱର, କଟକ…

ଭି.ଜି. ସିଦ୍ଧାର୍ଥଙ୍କ ମୃତ୍ୟୁର କାରଣ: ଋଣ ଜାଲରେ ଛନ୍ଦି ହୋଇଥିଲେ

ନୂଆଦିଲ୍ଲୀ,୧।୮: ଦେଶର ପ୍ରଖ୍ୟାତ କଫି ଚେନ୍‌ କ୍ୟାଫେ କଫି ଡେ(ସିସିଡି)ର ମାଲିକ ଭି.ଜି.ସିଦ୍ଧାର୍ଥ ଆମତ୍ହତ୍ୟାକୁ ନେଇ ଚର୍ଚ୍ଚା ଜୋର୍‌ ଧରିବାରେ ଲାଗିଛି। ତେବେ ପ୍ରଶ୍ନ ଉଠୁଛି, ଏଭଳି…